"ବରଗଡ଼ ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ବିଶେଷତା: ନୃସିଂହନାଥ୍ ମନ୍ଦିର ବାବଦରେ ଯୋଡା ଗଲା
→‎ବିଶେଷତା: spelling mistake of ଅମ୍ବାଭୋନା was corrected
୯୮ କ ଧାଡ଼ି:
*ଲୋକସଂଖ୍ୟା ଘନତା: କି.ମି. ପ୍ରତି ୨୩୧
 
ଏହି ଜିଲାଟି ଅବିଭକ୍ତ [[ସମ୍ବଲପୁର ଜିଲା|ସମ୍ବଲପୁର]]ରୁ ବିଭକ୍ତ ହୋଇ ତିଆରି ହୋଇଅଛି । [[ମହାନଦୀ]] ଉପରେ ତିଆରି [[ହୀରାକୁଦ]] ବନ୍ଧରୁ ଜଲସେଚନଜଳସେଚନ ଯୋଗୁଁ ଏହି ଜିଲାର ଉତ୍ତର ଅଧା [[ଧାନ]] ଓ ଅନ୍ୟାନ୍ୟ ଶସ୍ୟ ଚାଷରେ କୃଷିବହୁଳ ।<ref>http://www.navratnanews.com/ ନବରତ୍ନ ଟେଲିଭିଜନ୍ </ref>
 
ବରଗଡ଼ ଜିଲାର ଦୁଇଟି ସଦର-ମହକୁମା, [[ବରଗଡ଼]] ଓ ପଦମପୁର ଓ ୧୨ ଟି ପଞ୍ଚାୟତ ସମିତି (ବ୍ଲକ) ଅଛି । ସେଗୁଡିକ ହେଲା [[ବରଗଡ଼]]ମ୍ ବରପାଲି, ଅତାବିରା, ଭେଡେନ, ସୋହେଲା, ବିଜେପୁର, ପଦମପୁର୍, ଗାଇସିଲେଟ, ପାଈକମାଲ, ଝାରବନ୍ଧ, ଆମ୍ବଭୋନାଆମ୍ବାଭୋନା ଏବ୍ଂ ଭଟଲି ।
 
ଏହି ଜିଲ୍ଲାର ଦର୍ଶନୀୟ ସ୍ଥାନ ମାନଙ୍କ ମଧ୍ୟରେ ନୃସିଂହନାଥ ଅନ୍ୟତମ । ଏଠାରେ ତୟୋଦଶ ଶତାବ୍ଦୀ ରେ ନିର୍ମିତ ଏକ ବୈଷ୍ନବ ମନ୍ଦିର ରହିଛି ଯେଉଁଠାରେ ଭଗବାନ ନୃସିଂହ ବିରାଡି ବା ମାର୍ଜାର ରୂପେ ପୁଜା ପାଇଥାନ୍ତି ।