"ଓଡ଼ିଶାରେ କୋଭିଡ-୧୯ ମହାମାରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୫୧ କ ଧାଡ଼ି:
* ଜୁଲାଇ ୨୩ ତାରିଖ ୨୦୨୦ ସଂଧ୍ୟା ୮ ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୨୧,୦୯୯ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୧୪ ହେବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୪,୩୯୩ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୬୧ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ୩୧ରେ ସୀମିତ ରହିଛି<ref name="CovidDashBoard"></ref>।
* ଜୁଲାଇ ୨୪ ତାରିଖ ୨୦୨୦ ସଂଧ୍ୟା ୭.୫୩ ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୨୨,୬୯୩ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୨୦ ହେବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୫,୨୦୧ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୩୯ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ବୃଦ୍ଧି ପାଇ ୩୩ ରହିଛି<ref name="CovidDashBoard"></ref>।
* ଜୁଲାଇ ୨୭ ତାରିଖ ୨୦୨୦ ସଂଧ୍ୟା ୮.୩୦ ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୨୬,୮୯୨ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୪୭ ହେବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୭,୩୭୪ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୩୩୭ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ବୃଦ୍ଧି ପାଇ ୩୪ ହୋଇଛି<ref name="CovidDashBoard"></ref>।
 
== ସ୍ୱତନ୍ତ୍ର ଡାକ୍ତରଖାନା ==