"ଦୁର୍ଯ୍ୟୋଧନ ଗରଡ଼ିଆ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୪୧ କ ଧାଡ଼ି:
== ରାଜନୈତିକ ଜୀବନ ==
ଦୁର୍ଯ୍ୟୋଧନ ଓଡ଼ିଶା ରାଜନୀତିରେ [[ଭାରତୀୟ ଜାତୀୟ କଂଗ୍ରେସ]]ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।
 
୨୦୦୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଦୁର୍ଯ୍ୟୋଧନ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ୩୨,୬୫୬ ଖଣ୍ଡ ଭୋଟ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ୧୩,୭୮୪ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
 
୨୦୧୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଓ ୩୧,୩୩୫ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହିଥିଲେ ।
 
== ଆଧାର ==