"କମ୍ପ୍ୟୁଟର ବିଜ୍ଞାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟରର ବିଭିନ୍ନ [[ହ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
(କିଛି ବଦଳିନାହିଁ)

୦୭:୫୮, ୧୮ ଜୁନ ୨୦୧୧ ଅନୁସାରେ କରାଯାଇଥିବା ବଦଳ

କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟରର ବିଭିନ୍ନ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ସଠିକ ଭାବେ ଅଧୟନ କରିବା ବୁଝାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି ।

ହାର୍ଡୱେର

ସଫ୍ଟୱେର