"କଳାହାଣ୍ଡି ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ Regular Character Changes
୬୨ କ ଧାଡ଼ି:
 
ଆଗ କାଳରେ ଏହା '''ମହାକାନ୍ତର''' (ଅର୍ଥ ବିଶାଳ ଜଙ୍ଗଲ) ଓ ''କାରୁଣ୍ଡା ମଣ୍ଡଳ'' (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ<!--Manik-->, ଲାଲ ପଥର<!--Garnet (red stone)-->, ବେରୁଜ<!--Beruz-->, ନୀଲମ<!--Neelam (blue stone)-->, ଓ ଆଲେକଜାଣ୍ଡ୍ରା<!--Alexandra--> ଆଦି ମିଳୁଥିବାର ଜଣାଯାଏ । [[ମାଣିକେଶ୍ୱରୀ ମନ୍ଦିର|ମାଣିକେଶ୍ୱରୀ]] (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା ।<ref name="mindfully.org">http://www.mindfully.org/Food/Kalahandi-Syndrome-Sharma19apr02.htm</ref> ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା ।
କଳାହାଣ୍ଡିର ପ୍ରଥମ ଗେଜେଟିୟର ଅନୁସାରେ କଳାହାଣ୍ଡି ଜିଲ୍ଲା ପୂର୍ବ-ଗଡଜାତ କଳାହାଣ୍ଡି ରାଜ୍ୟ ଓ ଖରିଆର ଜମିଦାରୀ (ବର୍ତ୍ତମାନର ନୂଆପଡା ଜିଲ୍ଲା) କୁ ମିଶାଇ ଏବଂ ସେଥିରୁ କାଶୀପୁର ଥାନା ଅଞ୍ଚଳକୁ ଅଲଗା କରି ଗଠିତ ହୋଇଥିଲା । ୧୯୪୮ ମସିହାରେ ଗଡଜାତ ରାଜ୍ୟ ମିଶ୍ରଣ ହେବା ସମୟରେ କଳାହାଣ୍ଡିଗଡ ରାଜ୍ୟ ,ପାଟଣାଗଡ ରାଜ୍ୟ ଓ ସୋନପୁରଗଡ ରାଜ୍ୟ ମିଶାଇ କଳାହାଣ୍ଡି ଜିଲ୍ଲା ଗଠିତ ହୋଇଥିଲା ଯାହାର ସଦର ମହକୁମା ବଲାଙ୍ଗିର ଥିଲା । ୧ ନଭେମ୍ବର ମସିହା ୧୯୪୯ ରେ୧୯୪୯ରେ ପାଟଣା (ପରବର୍ତ୍ତୀ ସମୟରେ ବଲାଙ୍ଗିର ଜିଲ୍ଲା ), ସୋନପୁର ( ବର୍ତ୍ତମାନର ସୁବର୍ଣ୍ଣପୁର ଜିଲ୍ଲା ) କଳାହାଣ୍ଡିରୁ ଅଲଗା ହେଲା ଓ ବଲାଙ୍ଗିର ଜିଲ୍ଲା ଗଠିତ ହେଲା । କଳାହାଣ୍ଡି ଓ ନୂଆପଡାକୁ ମିଶାଇ ଗୋଟିଏ ଜିଲ୍ଲା ହେଲା ଏବଂ ଭବାନୀପାଟଣାକୁ ଏହାର ସଦର ମହକୁମା କରାଗଲା । କାଶୀପୁର ଥାନା ଅଞ୍ଚଳ ସହିତ ଭବାନୀପାଟଣା ମଧ୍ୟରେ କୌଣସି ସିଧା ସଳଖ ଯୋଗାଯୋଗ ନଥିବାରୁ ଏହାଦ୍ଵାରା ପ୍ରଶାସନିକ ଅସୁବିଧା ଅନୁଭୂତ ହେଲା । ୧ ଅଗଷ୍ଟ ୧୯୬୨ ରେ୧୯୬୨ରେ କାଶୀପୁର ଥାନା ଅଞ୍ଚଳକୁ କଳାହାଣ୍ଡିରୁ ପୃଥକ କରି କୋରାପୁଟ ସହିତ ମିଶାଗଲା । ପରବର୍ତ୍ତୀ ସମୟରେ ୨୭ ମାର୍ଚ୍ଚ ୧୯୯୩ ରେ୧୯୯୩ରେ ନୂଆପଡା ଉପଭାଗ (ଖରିଆ ଜମିଦାରୀ) ଅଲଗା ହୋଇ ନୂଆପଡା ଜିଲ୍ଲା ହେଲା ।
 
କଳାହାଣ୍ଡି ନାମର ଉତ୍ପତ୍ତି :-
 
ଓଡିଆରେଓଡ଼ିଆରେ “କଳାହାଣ୍ଡି” ର“କଳାହାଣ୍ଡି”ର ଅର୍ଥ ହେଲା କଳା+ ପାତ୍ର (ହାଣ୍ଡି) ଅର୍ଥାତ କଳାରଙ୍ଗର ହାଣ୍ଡି । ଏହି ଜିଲ୍ଲାରେ ମୃତ୍ତିକା କୃଷ୍ଣ-କାର୍ପାସ ଶ୍ରେଣୀୟ ଏବଂ ମାଟିର ରଙ୍ଗ କଳା । କୁମ୍ଭାର ମାନେ ଏଥିରେ କଳା ରଙ୍ଗର ପାତ୍ର ତିଆରିକରି ଏହି ଜିଲ୍ଲା, ପଡୋଶୀ ଜିଲ୍ଲା ଏବଂ ରାଜ୍ୟମାନଙ୍କରେ ବିକ୍ରି କରିଥାନ୍ତି । ସମ୍ଭବତଃ ଏହାର ନାମର ଉତ୍ପତ୍ତି ଏଥିରୁ ହୋଇଥାଇପାରେ ବୋଲି ଅନୁମେୟ ।
 
 
କଳାହାଣ୍ଡି ନାମକରଣ ଉତ୍ପତ୍ତି ବିଷୟରେ କୌଣସି ଅଭିଲେଖ ବା ଦଲିଲ ନାହିଁ । ଏହା ଆଗରୁ କାରୁଣ୍ଡ ନାମରେ ପରିଚିତ ଥିଲା । ଲେଫ୍ଟନାଣ୍ଟ ଏଲ୍ଲିୟଟ ( ଉପ କମିଶନର ରାୟପୁର , ୧୮୫୬) ଙ୍କ ଅନୁସାରେ କଳାହାଣ୍ଡି ନାମ କାରୁଣ୍ଡ ନାମର ଓଡିଆଓଡ଼ିଆ ଅପଭ୍ରଂଶ ମାତ୍ର । କଳାହାଣ୍ଡି ନାମରେ କୌଣସି ସ୍ଥାନ କିମ୍ବା ଗ୍ରାମ ନାହିଁ । କୋରାପୁଟ ଓ ବସ୍ତର ଅଞ୍ଚଳରେ ବହୁତ ସ୍ଥାନକୁ ଦୁଇ ପ୍ରକାରରେ ଉଚ୍ଚାରଣ କରାଯାଇଥାଏ । ଯଥା ବସ୍ତରର ଗ୍ରାମ ବକାଊଣ୍ଡ ଓଡିଆରେଓଡ଼ିଆରେ ବକାହାଣ୍ଡି , ବାଜାଊଣ୍ଡକୁ ବଜାହାଣ୍ଡି , ନଲପାଊଣ୍ଡକୁ ନାଲଫାହାଣ୍ଡି ଓ କୁମାରଊଣ୍ଡକୁ କୁମାରହାଣ୍ଡି କୁହାଯାଇଥାଏ । ସେହିପରି କୋଟପାଡ ପାଖର ଗ୍ରାମ ଶସାହାଣ୍ଡି ଓ ପାପଡାହାଣ୍ଡିକୁ ବସ୍ତର ଅଞ୍ଚଳ ଲୋକମାନେ ଶାସଊଣ୍ଡ ଓ ପାପଡାଊଣ୍ଡ କହିଥାନ୍ତି । କିନ୍ତୁ ସେ ଯାହା ହେଉନା କାହିଁକି ୧୯୦୫ ପର ଠାରୁ ଯେତେବଳେ ଏହି ଅଞ୍ଚଳ ଇଂରେଜ ଶାସିତ ବଙ୍ଗଳା ରାଜ୍ୟଖଣ୍ଡ ସଙ୍ଗେ ମିଶିଲା , ଏହାର ନାମ କଳାହାଣ୍ଡି ଭାବରେ ବ୍ୟବହୃତ ହେଲା ।
 
== ଭୂଗୋଳ ==