"ଭାରତୀୟ ରିଜର୍ଭ ବ୍ୟାଙ୍କ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"ଏହା ଭାରତ ସରକାରଙ୍କର ସର୍ବୋଚ୍ଚ ଅର୍ଥନୈତିକ ନିୟନ୍ତ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
(କିଛି ବଦଳିନାହିଁ)

୧୮:୪୩, ୧୮ ଜୁନ ୨୦୧୧ ଅନୁସାରେ କରାଯାଇଥିବା ବଦଳ

ଏହା ଭାରତ ସରକାରଙ୍କର ସର୍ବୋଚ୍ଚ ଅର୍ଥନୈତିକ ନିୟନ୍ତ୍ରଣକାରୀ ସଂସ୍ଥା ଅଟେ । ଭାରତରେ ଅର୍ଥନୈତିକ ଉନ୍ନତି, ସୁଧାର ଓ ସୁରୁଖୁରୁରେ ଚାଲିବା ପାଇଁ ଏହା ବିଭିନ୍ନ ନିୟମ ପ୍ରଣୟନ କରେ । ଏହା ନିଜ ଅଧୀନରେ ଥିବା ବିଭିନ୍ନ ମୁଦ୍ରିଣ ସଂସ୍ଥା ସାହାଯ୍ୟରେ ଆବଶ୍ୟକ ଅନୁଯାୟୀ ନୂଆ ମୁଦ୍ରା ଛପାଇ ବଜାରକୁ ଛାଡିଥାଏ । ଏହା ଦେଶରେ ଥିବା ସମସ୍ତ ସରକାରୀ, ବେସରକାରୀ ଓ ଆନ୍ତର୍ଜାତୀୟ ବାଙ୍କମାନଙ୍କ ପାଇଁ ନିୟମ ପ୍ରଣଯନ କରିଥାଏ ।