"ଗୋଳବାଇ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ପୂନଃସ୍ଥାପନ ପାଇଁ ।
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୦ କ ଧାଡ଼ି:
'''ଗୋଳବାଇ ଶାସନ''' ବା '''ଗୋଳବାଇ''' [[ଖୋର୍ଦ୍ଧା ଜିଲ୍ଲା]] (ଅବିଭକ୍ତ ପୁରୀ ଜିଲ୍ଲା)ର ଏକ ଗ୍ରାମ । ଗୋଳବାଇର ଭୌଗୋଳିକ ଅବସ୍ଥିତି ହେଲା ୨୦°୨୫'୧୪" ଉତ୍ତର ଅକ୍ଷାଂଶ; ୮୫°୪୯'୦୩" ପୂର୍ବ ଦ୍ରାଘିମା । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ-ପୂର୍ବ ଦିଗକୁ ପ୍ରାୟ ୬୦ କି.ମି. ଦୂରରେ ଅବସ୍ଥିତ । ସଡ଼କ ପଥ ଓ ରେଳପଥଦ୍ୱାରା ଗୋଳବାଇରେ ପହଞ୍ଚିହେବ । [[ବିଜୁ ପଟ୍ଟନାୟକ ବିମାନ ବନ୍ଦର|ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର]] ଗୋଳବାଇର ସବୁଠାରୁ ନିକଟତମ ବିମାନବନ୍ଦର । ଗୋଳବାଇର ପିନ୍ କୋଡ୍ ହେଉଛି ୭୫୨୦୨୦ ।
 
ଦ୍ୱାଦଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧ ପର୍ଯ୍ୟନ୍ତ ଗୋଳବାଇ ଲୋକମୁଖରେ ସେତେଟା ପରିଚିତ ନଥିଲା । କିନ୍ତୁ ୧୯୯୦ ଦଶନ୍ଧିରେ ଏଠାରେ ଆବିଷ୍କୃତ ପ୍ରତ୍ନତାତ୍ତ୍ୱିକ ଓ ମଧ୍ୟଯୁଗୀୟ ମନ୍ଦିରର ଅବଶେଷ ଯୋଗୁଁ ଏହି ଗ୍ରାମ ଖ୍ୟାତି ଲାଭ କରିଛି ।<ref name=ASI/> ବର୍ତ୍ତମାନ ସମୟର ଗୋଳବାଇ ଗ୍ରାମର ଦକ୍ଷିଣ-ପୂର୍ବ ଦିଗରେ ପ୍ରାଚୀନ କାଳରେ ଏକ ସଭ୍ୟତା ବା ଜନବସତି ଗଢ଼ି ଉଠିଥିଲା ବୋଲି ଐତିହାସିକମାନେ ମତ ରଖିଛନ୍ତି ।ସାମନ୍ତ ମାଧବଚନ୍ଦ୍ର ରାଉତରାୟଙ୍କ ନେତୃତ୍ବରେ ଗୋଳବାଇ ନିକଟସ୍ଥ ଗଙ୍ଗା ପାହାଡରେ ଗୁମ୍ଫା ସ୍ଥାପନ କରି ପାଇକମାନଙ୍କୁ ତାଲିମ ଦେବା ସହ ଗୋଳାବାରୁଦ ଗଚ୍ଛିତ କରି ରଖୁଥିଲେ।ତେଣୁରଖାଯାଇଥିବାର ପାଇକଅନୁମାନ ବିଦ୍ରୋହ ସମୟରେ ଇଂରେଜମାନଙ୍କ ଉପରେ ଗୋଳା ଫୋପାଡି ବାଇ ହୋଇଥିବାରୁ ଗୋଳବାଇର ନାମ କରଣ କରାଯାଇଥାଇପାରେକରାଯାଏ ବୋଲି ଏହି ଗ୍ରାମର ଯୁବ ଗବେଷକ ସୌମ୍ୟରଂଜନ ବଳିୟାରସିଂହ ମତ ଦେଇଛନ୍ତି ।
 
==ପ୍ରତ୍ନତାତ୍ତ୍ୱିକ ମହତ୍ତ୍ୱ==
"https://or.wikipedia.org/wiki/ଗୋଳବାଇ"ରୁ ଅଣାଯାଇଅଛି