"ଦଶାବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧ କ ଧାଡ଼ି:
{{stub}}
ଶାସ୍ତ୍ରରେ ଅଛି ଯେ ଯେତେବେଳେ ପୃଥିବୀରେ ଅନ୍ୟାୟର ମାତ୍ରା ଅତି ବେଶି ହୋଇଯାଏ, ସେତେବେଳେ ଦୁଷ୍କୃତକାରୀ ବ୍ୟକ୍ତିଙ୍କୁ ନାଶ କରି ସୁକୃତୀମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଭଗବାନ ବିଷ୍ଣୁ ପାର୍ଥିବରୂପ ଧାରଣ କରି ପୃଥିବୀରେ ଅବତୀର୍ଣ୍ଣ ହୋଇ ଦୁଷ୍ଟ ଦଳନ ଓ ଶିଷ୍ଟପାଳନ କରି ପୃଥିବୀକୁ ପାପରୁ ଉଦ୍ଧାର କରି ରକ୍ଷା କରନ୍ତି ୤ ବିଷ୍ଣୁ ନାନା ଅବତାର ଗ୍ରହଣ କରିଥିଲେ ସୁଦ୍ଧା ମତ୍ସ୍ୟ, କଚ୍ଛପ, ବରାହ, ବାମନ, ନୃସିଂହ, ପରଶୁରାମ, ରାମ, ବଳରାମ, ବୁଦ୍ଧ ଓ କଳ୍କୀ- ଏହି ଦଶ ଗୋଟି ଅବତାର ପ୍ରଧାନ ୤
 
==ମତ୍ସ୍ୟ==
ବିଷ୍ଣୁଙ୍କର ପ୍ରଥମ ଅବତାର ୤ ଏହି ଅବତାରରେ ବିଷ୍ଣୁ ମହାପ୍ରଳୟ ସମୟରେ ଅତଳ ଗଭୀର ସମୁଦ୍ର ମଧ୍ୟରେ ବୁଡ଼ି ଯାଇଥିବା ‘ବେଦ’ ଗ୍ରନ୍ଥକୁ ଉଦ୍ଧାର କରିଥିଲେ ୤
"https://or.wikipedia.org/wiki/ଦଶାବତାର"ରୁ ଅଣାଯାଇଅଛି