"ମହାତ୍ମା ଗାନ୍ଧୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ଓଡ଼ିଶାରେ ଗାନ୍ଧୀ: ବ୍ୟାକରଣ ସଜାଡ଼ିଲେ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୪୬ କ ଧାଡ଼ି:
== ଗାନ୍ଧୀ:ଜଣା-ଅଜଣା<ref>ଗାନ୍ଧୀ:ଜଣା-ଅଜଣା,[[ସମ୍ବାଦ (ଖବର କାଗଜ)|ସମ୍ବାଦ]],ତା୦୨/୦୨/୨୦୧୬,ଭୁବନେଶ୍ୱର,ପୃଷ୍ଠା ୨,ସମ୍ପାଦକ-ସୌମ୍ୟ ରଞ୍ଜନ ପଟ୍ଟନାୟକ,Volume XXXII No.118</ref> ==
 
* ନୋବେଲ ଶାନ୍ତି ପୁରସ୍କାର ପାଇଁ ମହାତ୍ମା ଗାନ୍ଧୀଙ୍କୁ ପାଞ୍ଚ ଥରପାଞ୍ଚଥର ଚୟନ କରାଯାଇଥିଲା ।
* ଚାରି ଦେଶ ଓ ୪ ମହାଦେଶରେ ନାଗରିକ ଅଧିକାର ପାଇଁ ସେ ଲଢ଼ିଥିଲେ ।
* ଗାନ୍ଧୀଙ୍କ ମରଶରୀରର ଶୋଭାଯାତ୍ରା ଦୀର୍ଘ ୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଥିଲା ।
* ସ‌ହିଦ ହେବାର ୨୧ ବର୍ଷ ପରେ ଗାନ୍ଧୀଙ୍କ ସମ୍ମାନାର୍ଥେ ଗ୍ରେଟ ବ୍ରିଟେନ ପକ୍ଷରୁ ଡାକ ଟିକେଟ ପ୍ରଚଳନ ଆରମ୍ଭ ହୋଇଥିଲା ।
* ଜୀବନ‌କାଳରେ ଗାନ୍ଧୀଙ୍କ ହାରାହାରି ଦୈନିକ ପଦ‌ଯାତ୍ରା ଥିଲା ୧୮ କିଲୋମିଟର: ଦୁଇ ଥର ବିଶ୍ୱ ଭ୍ରମଣ ପାଇଁ ଏହା ଯଥେଷ୍ଟ ।
* ଗାନ୍ଧୀଙ୍କ ନାଁଆରେନାମରେ ଭାରତରେ ୫୩ଟି ଏବଂ ବିଦେଶରେ ୪୮ଟି ମୂଖ୍ୟ ରାସ୍ତା ଲୋକାର୍ପିତ ।
* ଗାନ୍ଧୀଙ୍କ ଅସଂଖ୍ୟ ପତ୍ରବନ୍ଧୁଙ୍କ ମଧ୍ୟରେ ଥିଲେ ଟଲଷ୍ଟୟ, ଆଇନଷ୍ଟାଇନ !
* ଡର୍ବାନ, ପ୍ରିଟୋରିଆ ଓ ଜୋହାନ୍ସବର୍ଗରେ ତିନୋଟି ଫୁଟ୍‌ବଲ୍ କ୍ଲବ ଗଠନରେ ଗାନ୍ଧୀ ଥିଲେ ମୂଖ୍ୟ ପୁରୋଧା ।