"ପେଚା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ ଭିଜୁଆଲ ସମ୍ପାଦନା
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ପେଚାକୁ ନେଇ ଅନେକ ଅନ୍ଧ ବିଶ୍ୱାସ ରହିଅଛି ଯେପରିକି ହିନ୍ଦୁ ଧର୍ମରେ ଧଳାପେଚାକୁ ଲକ୍ଷ୍ମୀଙ୍କ ବାହାନ ଓ ଶୁଭ ବୋଲି ମଣିନିଆଯାଏ ମାଟିଆ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ମଣିନିଆଯାଏ । ଏତଦବ୍ୟତୀତ ଆମେରିକା,ଆଫ୍ରିକା ଓ ଆରବ ପରିଦେଶମାନଙ୍କରେ ମଧ୍ୟ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ବୋଲି ଧରାଯାଏ । ଫ୍ରାନସ,ବେଲ୍ଜିୟମ,ନେଦରଲ୍ୟାଣ୍ଡ ଆଦି ଦେଶରେ ବୁଦ୍ଦିମାନର ପ୍ରତୀକ ବୋଲି ବିବେଚିତ କରାଯାଏ । ପେଚାର କର୍ଣ ଓ ଚକ୍ଷୁର ଗଠନ ଅନୁଯାଇ ଏପରି ନାମକରଣ କରାଯାଇଛି ଯାହାର ଅର୍ଥ ବୋକା ବା ନିର୍ବୋଧ ।
 
==ଆଧାର==
{{ଆଧାର}}
[[ଶ୍ରେଣୀ:ପକ୍ଷୀ]]
୧,୫୬୭

ଗୋଟି ସମ୍ପାଦନା