"ପଟ୍ଟଚିତ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪ କ ଧାଡ଼ି:
 
== ସୃଷ୍ଟି ଓ ଇତିହାସ ==
ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀ ପୂର୍ବରୁ କଳିଙ୍ଗ (ବର୍ତ୍ତମାନର ଓଡିଶା)ର ଚିତ୍ରଶିଳ୍ପୀମାନେ ତାଳପତ୍ର ସହିତ, ରାଜପ୍ରସାଦର ମନ୍ଦିର, ମଠ କାନ୍ଥ ଇତ୍ୟାଦିରେ "ଭିତ୍ତି" ଚିତ୍ର ଖୋଦିତ ଅଥବା ଚିତ୍ର କରୁଥିଲେ। ସମ୍ଭବତ ଏହି ଚିତ୍ର ଗୁଡିକ କାନ୍ଥବାଡ଼ରେ କରାଯାଉଥିବାରୁ ଏହାକୁ "ଭିତ୍ତି" ଚିତ୍ର କୁହାଯାଉଥିଲା ।<ref>https://www.facebook.com/dillip.artist
୫ମ ଶତକର [[ପୁରୀ]], [[କୋଣାର୍କ]] ଓ [[ଭୁବନେଶ୍ୱର]]ର କାନ୍ଥରେ ଅଙ୍କା ଛବିସବୁରୁ ପଟ୍ଟଚିତ୍ରର ଜନ୍ମ । [[ପୁରୀ ଜିଲା|ପୁରୀ]]ର [[ରଘୁରାଜପୁର]]ଠାରେ ଏହି କଳାର ପୁରୁଷ ପୁରୁଷ ଧରି ଅଭୂତପୂର୍ବ ବିକାଶ ଘଟିଛି ଯାହା ଏହି ଗାଆଁକୁ ଶିଳ୍ପୀଗ୍ରାମର ମାନ୍ୟତା ଦେଇଛି ।<ref>http://www.paramparik-karigar.org/bystates/pattachitra.html</ref>