"ଓଡ଼ିଆ ସାହିତ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୯ କ ଧାଡ଼ି:
ସାହିତ୍ୟ ସମାଜର ହିତ ସାଧନ କରି ଜନସାଧାରଣଙ୍କୁ ସମ୍ବେଦନଶୀଳ ତଥା ସଚେତନ କରିବାରେ ପ୍ରମୁଖ ସହାୟକ । ଓଡ଼ିଆ ସାହିତ୍ୟ ଓଡ଼ିଶାବାସୀଙ୍କ ଉନ୍ନତିରେ କର୍ମରତ । ଏହା ଆମ ରାଜ୍ୟର ବିକାଶ ଓ ସଂସ୍କୃତିର ପରିଚୟ ଦେଇଥାଏ । ନିମ୍ନରେ ଓଡ଼ିଆ ସାହିତ୍ୟର ବିଭାଗୀକରଣ କରାଯାଇ ପ୍ରତ୍ୟେକ ବିଭାଗର ବିବରଣୀ ପ୍ରଦାନ କରାଯାଇଛି।
 
=duti chand
== ଇତିହାସ ==
 
== ଇତିହାସ ==
{{main|ଓଡ଼ିଆ ସାହିତ୍ୟର ଇତିହାସ}}
ସୁଦୂର ଅତୀତରେ ଲିପିର ଅଭାବ ହେତୁ ମୁଖସ୍ଥ କରିବା ଥିଲା ସାହିତ୍ୟକୁ ବଞ୍ଚାଇ ରଖିବାର ଏକ ମାତ୍ର ଉପାୟ । ତେଣୁ ମନେ ରଖିବାର ସୁବିଧା ନିମନ୍ତେ ସବୁ କଥାକୁ ପଦ୍ୟର ରୂପ ଦେବା ଦରକାର ଥିଲା । ଗଣିତ ବିଦ୍ୟା, ଆକାଶ ବିଦ୍ୟା, ଏପରିକି ମାଛ ମାରିବା, ପାଗ ଜାଣିବା ଆଦିକୁ ନେଇ ପଦ୍ୟ ସବୁ ରଚା ଯାଇଥିଲା । [[ଓଡ଼ିଆ ଭାଷା|ଓଡ଼ିଆ]]ରେ ଅନେକ ପୁରାତନ ରଚନା ଯେମିତିକି ଲୀଳାବତୀ ସୂତ୍ର, ଡାକଋଷି ବଚନ, ଖନା ବଚନ ଓ ଗଣିତର ବିଭିନ୍ନ ସୂତ୍ର ଲୋକଗୀତରେ ଅଛି ।