"କ୍ଲାଉଡ଼ ଟେକ୍ନୋଲୋଜି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ Regular Character Changes
୧୫ କ ଧାଡ଼ି:
* The Storage Networking Industry Association
}}
'''କ୍ଲାଉଡ଼ ଟେକ୍ନୋଲୋଜି''' ଏକ [[ଇଣ୍ଟରନେଟ]]ଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟରକମ୍ପ୍ୟୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍‌ରେ ଯୋଡିହୋଇରହିଥିବା କମ୍ପୁଟରକମ୍ପ୍ୟୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟରକମ୍ପ୍ୟୁଟର ରିସୋର୍ସକୁ ନିଜର କ୍ଲାଉଡ୍‌ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍‌ଫାଷ୍ଟ୍ରକ୍‌ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
 
କ୍ଲାଉଡ ଟେକ୍ନୋଲୋଜି ସେବାର ଚାହିଦା ଆଜିକାଲି ବୃଦ୍ଧି ହେବାରେ ଲାଗିଛି ଓ କ୍ଲାଉଡର ଅଧିକ କମ୍ପ୍ୟୁଟିଙ୍ଗ୍ କ୍ଷ୍ୟମତା, ସସ୍ତା ସେବା଼, ଉନ୍ନତ ମାନର କାର୍ଯ୍ୟ ପ୍ରକ୍ରିୟା, ସହଜରେ ପ୍ରବେଶ କରିବା ପରି ଅନେକ ସୁବିଧା ହେତୁ ତା'ର ଲୋକପ୍ରିୟତା ବ୍ରୁଦ୍ଧି ହେଉଛି । କ୍ଲାଉଡ ଭେଣ୍ଡର ମାନେ ତାଙ୍କ ସଂସ୍ଥାର ବ୍ରୁଦ୍ଧି ହେଉଥିବା ଚାହିଦା ୫୦ ପ୍ରତିଶତ ପ୍ରତି ବର୍ଷ ହୋଇଛି । କିନ୍ତୁ ଏହା ଏକ ନୁତନ ପର୍ଯ୍ୟାୟରେ ଥିବା ହେତୁ କେତେକ ଅସୁବିଧାର ସମ୍ମୁଖୀନ ମଧ୍ୟ ହଉଚି ଓ ଆଗତ ଭବିଷ୍ୟତରେ ଏହାକୁ ଠିକ କରାଯିବାର ଚେଷ୍ଟା ମଧ୍ୟ ଚାଲିଛି ।
୨୧ କ ଧାଡ଼ି:
==ଇତିହାସ==
 
କ୍ଲାଉଡ଼ ଟେକ୍ନୋଲୋଜିର ଉତ୍ପତ୍ତି ବିଷୟରେ ଏପର୍ଯ୍ୟନ୍ତ କିଛି ଜାଣିବାକୁ ମିଳିନାହିଁ । ଏହାର ବିଜ୍ଞାନ ସମ୍ବନ୍ଧୀୟ ଅର୍ଥ ହେଉଛି ଯେ କୌଣସି ବସ୍ତୁର ଏକ ବଡ ଏକତ୍ରୀକରଣ ଯାହା ଦୂରରୁ ଏକ କ୍ଲାଉଡ଼ ଭଳି ଦେଖା ଯାଏ ଓ ସେମାନଙ୍କ ବିଷୟରେ କିଛି ସବିଶେଷ ତଥ୍ୟ ନଥାଏ । କ୍ଲାଉଡ଼କୁ ଆଗରୁ ଇଣ୍ଟରନେଟ ଓ କମ୍ପୁଟରକମ୍ପ୍ୟୁଟର ନେଟୱର୍କକୁ ବୁଝାଇବା ପାଇଁ ବ୍ୟବହୃତ ହେଉଥିଲା । କ୍ଲାଉଡ଼ ଚିତ୍ରଟି ୧୯୭୭ ମସିହାରେ ARPANET<ref>{{cite web|url=http://www.computerhistory.org/internet_history/internet_history_70s.html|title=Internet History 1977}}</ref> ରମସିହାରେ ଓ ୧୯୮୧ରେ CSNET ର<ref>{{cite web|url=http://gu.friends-partners.org/Bookwriting/PART_I/Chapter_I/Total/Insertions/NSF/CSNET/CSNET.html|title=National Science Foundation, "Diagram of CSNET," 1981}}</ref> କଂପ୍ୟୁଟିଂଗ୍ ଜଂତ୍ରର ପ୍ରତିନିଧିତ୍ୱ କରିବାକୁ ବ୍ୟବହୃତ ହେଉଥିଲାର ।
 
କ୍ଲାଉଡ଼ ଟେକ୍ନୋଲୋଜି ବିଷୟରେ ପ୍ରଥମଥର ପାଇଁ Compacର ଇଂଟରନାଲ ଡକୁମେଣ୍ଟରେ ଏହି ପ୍ରସଙ୍ଗ ଦେଖିବାକୁ ମିଳିଥିଲା<ref>{{Cite news | title=Who Coined 'Cloud Computing'? | author=Antonio Regalado | date= 31 October 2011 | work= Technology Review | publisher= MIT | url=http://www.technologyreview.com/news/425970/who-coined-cloud-computing/ | accessdate=31 July 2013 }}</ref> ।