"ବ୍ରଜନାଥ ରଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
No edit summary
୭ କ ଧାଡ଼ି:
| pseudonym =
| birth_name =
| birth_date = {{birth date|1936|0201|12}}
| birth_place = ସୁନହଟ, [[ବାଲେଶ୍ଵର]]
| death_date = <!--{{death date and age|1934|02|27}}-->
୪୫ କ ଧାଡ଼ି:
୧୯୪୫ ରେ ସୁନହଟ ନିକଟରେ ଜାପାନୀ ବୋମା ପଡିଥିଲା । ଦ୍ଵିତୀୟ ମହାସମରର ଅସ୍ପଷ୍ଟ ଚିତ୍ର ଓ ନେତାଜୀଙ୍କ ଭାରତରୁ ପଳାୟନ ସହିତ ତାଙ୍କ ସମ୍ପର୍କରେ ବିଭିନ୍ନ ପ୍ରଚାର ବ୍ରଜନାଥଙ୍କ କିଶୋର ମନକୁ ଆନ୍ଦୋଳିତ କରିଥିଲା । ୧୯୪୭- ଅଗଷ୍ଟ ୧୫, ଯେଉଁଦିନ ତ୍ରିରଙ୍ଗା ପତାକା ଉଡ଼ି ଏ ଦେଶ ସ୍ଵାଧୀନ ବୋଲି ଘୋଷିତ ହେଲା, ବାଳକ ବ୍ରଜନାଥ ବି ସମସ୍ତଙ୍କ ସହିତ ତାଳଦେଇ ନିଜ ଘର ଆଗରେ ଉଡ଼େଇଥିଲେ ଜାତୀୟ ପତାକା । ତା ସହିତ କାଗଜରେ ବଡ଼ ବଡ଼ ଅକ୍ଷରରେ ଲେଖା, ସ୍ଵାଧୀନତା ସମ୍ପର୍କିତ ଏକ ସ୍ଵରଚିତ କବିତାକୁ ସେ ଉଡ଼େଇଥିଲେ ସେଇ ପତାକା ସାଙ୍ଗରେ । ତାହାହିଁ କବି ବ୍ରଜନାଥ ରଥଙ୍କ ଲିଖିତ ପ୍ରଥମ କବିତା ।
 
୧୯୪୮ରେ ବାଲେଶ୍ଵର ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ ସେ । ସେହି ସମୟରେ, ବର୍ତ୍ତମାନର ପ୍ରସିଦ୍ଧ କବି ଓ କଥାକାର [[ମନୋଜ ଦାସ]] ମଧ୍ୟ ନାମ ଲେଖାଇଥିଲେ । ତାଙ୍କର ପ୍ରକାଶିତ କବିତା '[[ଶତାଦ୍ଧୀର ଆର୍ତ୍ତନାଦ ଓ ବିପ୍ଳବୀ ଫକୀରମୋହନ]]' ପ୍ରଣୋଦିତପ୍ରଚ୍ଚୋଦିତ କରିଥିଲା ବ୍ରଜନାଥଙ୍କୁ କବିତା ଲେଖିବା ପାଇଁ । ନବମ ଶ୍ରେଣୀ ରେ ଥିଲାବେଳେପଢୁଥିଲାବେଳେ (୧୯୫୧), [[ଡଗର (ପତ୍ରିକା)|ଡଗର ପତ୍ରିକା]]ରେ ପ୍ରକାଶ ପାଇଥିଲା ତାଙ୍କର ପ୍ରଥମ କବିତା 'ବ୍ୟର୍ଥତା' । ୧୯୫୨ ରେ ସେ ମାଟ୍ରିକ ପାଶ କଲେ । ତାପରେ ନାମ ଲେଖାଇଲେ [[ଫକୀରମୋହନ କଲେଜ]]ରେ । ସେତେବେଳେ ବାଲେଶ୍ଵର ଜିଲ୍ଲା ସ୍କୁଲରେ ଚାଲୁଥାଏ [[ଫକୀରମୋହନ କଲେଜ]] । ଫକୀରମୋହନ ସାହିତ୍ୟ ପରିଷଦ ବି ଗଠିତ ହୋଇସାରିଥାଏ । ଅନୁଷ୍ଠାନର ଉତ୍ସବକୁ ଆସୁଥିବା ଓଡ଼ିଶା ଓ ଓଡ଼ିଶା ବାହାରର ବହୁ କବି ଏବଂ ବିଦ୍ଵାନ ପଣ୍ଡିତଙ୍କ ପ୍ରତ୍ୟକ୍ଷ ଓ ପରୋକ୍ଷ ସଂସ୍ପର୍ଶରେ ଆସି ବ୍ରଜନାଥଙ୍କ କାବ୍ୟ-ପ୍ରତିଭା ବିକଶିତ ହୋଇଥିଲା ।
 
== ସାହିତ୍ୟ ସର୍ଜନା ==