"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଅଗଷ୍ଟ କ୍ରାନ୍ତି ଦିବସ ବା ଅଗଷ୍ଟ ୨୧ ମାଥିଲି ଗୁଳିକାଣ୍ଡ ଦିବସ ପାଳନ ଅବସରରେ ମୁଁ ମୋ ଜିଜେ ବାପା ସହୀଦ ଲକ୍ଷ୍ମଣ ନାୟକଙ୍କୁ ଗଭୀର ଶୋକ ପ୍ରକାଶ ସହ ଶ୍ରଦ୍ଧାଞ୍ଜଳୀ ଏବଂ ଅଗଷ୍ଟ ୨୧ ମାଥିଲି ଗୁଳିକାଣ୍ଡରେ ଦେଶ ପାଇଁ ପ୍ରାଣ ବଳି ଧାନ ଦେଇଥିବା ସମସ୍ତ କର୍ମ ବୀର ମାନଙ୍କୁ ମୋ ଗଭୀର ପ୍ରଣାମ । ୨୧ ଅଗଷ୍ଟ ଦିନ ଜିଲ୍ଲାର ମାଥିଲିଠାରେ ଭାରତ ଛାଡ ଅାନ୍ଦୋଳନ ଉଗ୍ର ରୂପ ନେଲା । ଅବିଭକ୍ତ କୋରାପୁଟ ଜିଲ୍ଲାସ୍ତରର ଜଣେ କଂଗ୍ରେସ କର୍ମୀ ଲକ୍ଷ୍ମଣ ନାୟକ ସେଠାରେ ଅାନ୍ଦୋଳନର ନେତୃତ୍ୱ ନେଇଥିଲେ । ୧୯୩୬ ମସିହାରୁ ସେ କଂଗ୍ରେସର ପ୍ରାଥମିକ ସଭ୍ୟ ଥିଲେ ଏବଂ 'ଖଜଣା ଛାଡ଼' ଅାନ୍ଦୋଳନ କରି ଗିରଫ ମଧ୍ୟ ହୋଇଥିଲେ । ୧୯୪...
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୮ କ ଧାଡ଼ି:
୧୯୩୬ ମସିହା [[ଅପ୍ରେଲ]] ୧ ତାରିଖରେ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । [[ସାର ଜନ ଅଷ୍ଟିନ ହବାକ]] ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର। ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା । ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଏ ଅତ୍ୟାଚରରେ ବିଚଳିତ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ । ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ୱାସରାୟଙ୍କ ନିକଟକୁ ଯାଇଥିଲେ ଓ ସେ ଏ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ୱରୂପ ଇଂରେଜ ସରକାର ଲୋକମାନଙ୍କ ଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ଓ ତତ୍କାଲିନ କଂଗ୍ରେସ ଉପରେ ବିଶ୍ୱାସ ଜନ୍ମିଥିଲା । ୧୯୩୭-୩୮ରେ ରାଧାକୃଷ୍ଣ ବିଶ୍ୱାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ ଶିବିରରେ ଯୋଗଦାନ କରି ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ ।
==ସଂଗ୍ରାମୀ ଜୀବନ==
ତାଲିମ ଶିବିରରୁ ଫେରି ଲକ୍ଷ୍ମଣ କୋରାପୁଟରେ ଖଦୀ ଓ ଅହିଂସାର ପ୍ରଚାର ଓ ପ୍ରସାରରେ ଯୋଗ ଦେଇଥିଲେ । ପଶୁବଳିକୁ ବିରୋଧ କରିବା ସହ ନିଜର ତିଶାରି ବୃତ୍ତିରେ ଆଉ ପଶୁବଳି ଦେଇନଥିଲେ । ଲକ୍ଷ୍ମଣ ଗାଁକୁ ଗାଁ ବୁଲି ଲୋକଙ୍କୁ ନିର୍ଭିକ ହେବା ସହ ସରକାରଙ୍କୁ ଟିକସ ନ ଦେବା ଅହିଂସା ମାର୍ଗରେ ପରିଚାଳିତ ହେବା ମଦ୍ୟ ତ୍ୟାଗ କରିବା ସହ ଏକ ଶୃଙ୍ଖଳିତ ଜୀବନ ଧାରଣ ନିମନ୍ତେ ବାର୍ତ୍ତା ପ୍ରଚାର କରୁଥିଲେ । <ref name="Saheed Laxman">{{cite web|title=Saheed Laxman Nayak|url=http://creativeodisha.com/AboutOdisha/View-Eminent-Personalities/Laxman-Nayak|work=creativeodisha.com|accessdate=12 April 2016}}</ref> ତାଙ୍କର ପ୍ରଧାନ ସହାୟକ ମଧ୍ୟରେ ବଲରାମ ସିଂ ପୁଜାରୀ,ମୋତିରାମ ସିଂ ପୁଜାରୀ ,ବନସିଂ ପୁଜାରୀ,କୃଷ୍ଣଚନ୍ଦ୍ର ବିଶୋଇ ପ୍ରମୁଖ ଥିଲେ । କୃଷ୍ଣଚନ୍ଦ୍ର ସାକ୍ଷରତା ଅଭିଯାନରେ ସାହାଯ୍ୟ କରି କୋରାପୁଟର ଉଦୟଗିରିଠାରେ ଏକ ସ୍କୁଲ ଖୋଲିଥିଲେ । ଏକ ମୁସ୍ତାଦାମୁସ୍ତାଦାର ହୋଇ ମଧ୍ୟ ଲୋକଙ୍କୁ କର ନ ଦେବା ପାଇ କହିବାର ପରିଣାମ ସ୍ୱରୂପ ଲକ୍ଷ୍ମଣଙ୍କୁ ରାଜଦ୍ରୋହୀ ବା ଫିତୁରିଦାର୍ (ଅର୍ଥାତ ରାଜାଙ୍କୁ ବିରୁଦ୍ଧ କରୁଥିବା ମେଳିର ସର୍ଦ୍ଦାର ) ଘୋଷଣା କରି ତାଙ୍କ ଠାରୁ ସରକାରଙ୍କ ତରଫରୁ ଦିଆଯାଇଥିବା ପଦବୀ ଓ ଚାଷ ଜମି ଛଡାଇ ନିଆଯାଇଥିଲା ।
 
[[ଦ୍ୱିତୀୟ ବିଶ୍ୱଯୁଦ୍ଧ]] ସମୟରେ ମହାତ୍ମାଗାନ୍ଧିଙ୍କ ଆହ୍ୱାନରେ ବ୍ୟକ୍ତିଗତ ସତ୍ୟାଗ୍ରହରେ ଅଂଶଗ୍ରହଣ କରି ଜେଲଦଣ୍ଡ ପାଇଥିଲେ । ୧୯୪୨ ମସିହା ଅଗଷ୍ଟ ୯ ବମ୍ବେ ଅଧିବେଶନରେ କଂଗ୍ରେସ ବ୍ରିଟିଶ ସରକାର ଭାରତ ଛାଡ ପ୍ରସ୍ତାବ ପାଶ କରିଥିଲା । ଏହା ପରେ ବ୍ରିଟିଶ ସରକାର କଂଗ୍ରେସକୁ ବେଆଇନ ଘୋଷଣା କରିଥିଲା । ଗୁପ୍ତରେ ଏହି ସମ୍ବାଦ ପାଇବା ପରେ ଲକ୍ଷ୍ମଣ ନାୟକ ବଲରାମ ପୁଜାରୀଙ୍କଦ୍ୱାରା ଜୟପୁରରୁ ଆସିଥିବା ନିର୍ଦ୍ଦେଶଗୁଡିକୁ ଆଦିବାସୀ ଭାଷାରେ ଅନୁବାଦ କରାଇ ( “କର ବା ମର”କୁ “ତୋର୍ ବୁତା ତୁଇ କର୍ , ନ ପାରିଲେ ମର୍”) ଗାଁ ଗାଁ ବୁଲି ଲୋକମାନଙ୍କୁ ସତ୍ୟାଗ୍ରହ ଓ ସ୍ୱାଧିନତା ନିମନ୍ତେ ଅହିଂସା ଲଢେଇର ବାର୍ତ୍ତା ପ୍ରଚାର କରିଥିଲେ ।
 
ମାଥିଲି ଥାନା ଗୁଳିକାଣ୍ଡ
 
ସ୍ବତନ୍ତ୍ର ମାଥିଲି ଥାନା ଗୁଳିକାଣ୍ଡ
୧୯୪୨ ମସିହା ଅଗଷ୍ଟ ୨୧ ତାରିଖ ଶୁକ୍ରବାର ଦିନ ଲକ୍ଷ୍ମଣ ନାୟକଙ୍କ ନେତୃତ୍ୱରେ ସଂଗ୍ରାମୀମାନେ ମାତିଲି ଥାନା ଘେରାଉ କରିଥିଲେ । ଲକ୍ଷ୍ୟ ଅହିଂସାପୂର୍ଣ୍ଣ ଭାବରେଥାନା ଉପରେ ତ୍ରିରଙ୍ଗା ପତାକା ଉଡାଇବା ପାଇଁ ଏହି ଆନ୍ଦୋଳନର ଦମନ ନିମନ୍ତେ ପୋଲିସ କର୍ମୀମାନଙ୍କ ଉପରେ ଲାଠିମାଡ ସହ ଲକ୍ଷ୍ମଣ ନାୟକଙ୍କୁ ଅଲଗା ସମସ୍ତଙ୍କର ଦେଖିଲା ପରି ସ୍ଥାନକୁ ନେଇ ନିସ୍ତୁକ ମାଡ ମାରିବା ସହ ତାଙ୍କର ବୀରକେଶ (ନିଶ)କୁ ଓପାଡି ସେଥିରେ ନିଆଁ ଲଗାଇ ଦେଇଥିଲେ । ବନ୍ଧୁକର ବୟୋନେଟ ମାଡରେ ବେହୋସ ହୋଇପଡ଼ିଥିଲେ ଲକ୍ଷ୍ମଣ ନାୟକ । ଲକ୍ଷ୍ମଣଙ୍କ ଉପରେ ଏତାଦୃଶ୍ୟ ଅତ୍ୟାଚାର ପରେ ମଧ୍ୟ କର୍ମୀ ମାନେ ଆଗକୁ ବଢିଚାଲିବାରୁ ସେମାନଙ୍କ ଉପରେ ପୁଲିସ ଗୁଳିଚାଳନା ଆରମ୍ଭ କରିଦେଇଥିଲା । ମୃତାହତମାନଙ୍କ ମଧ୍ୟରେ ଥିଲେ ଥାନା ଉପରେ ପତାକା ଧରି ଉଡେଇବାକୁ ଚଢ଼ିଥିବା ଟିମସଗୁଡାର ଲିଂଗ ଭୁମିଆ ଓ ସରଗିଗୁଡାର ନକୁଳ ମାଡକାମୀ । ଏ ଗୁଳିକାଣ୍ଡରେ ମାତାଲ ଅବସ୍ଥାରେ ଥିବା ଫରେଷ୍ଟଗାର୍ଡ ଜି.ରାମୟାର ମୃତ୍ୟୁ ହେଇଥିଲା । ଆନ୍ଦୋଳନକୁ ଦମନ କରିବା ପରେ ପୁଲିସ ଲକ୍ଷ୍ମଣ ନାୟକଙ୍କ ଅଚେତ ଶରୀରକୁ ମୃତ ମନେକରି ନିକଟସ୍ଥ ନାଳରେ ଫୋପାଡି ଦେଇଥିଲା । ଚେତା ଫେରିପାଇବା ପରେ ଲକ୍ଷ୍ମଣ ପରିସ୍ଥିତି ବୁଝିପରିଥିଲେ ଓ ଦୁର୍ଗମ ବଣରାସ୍ତା ମଧ୍ୟଦେଇ ଜୟପୁରରେ ପରବର୍ତ୍ତୀ ନିର୍ଦ୍ଦେଶ ପାଇଁ ପହଞ୍ଚିଥିଲେ । ତତପରଦିନ ଲକ୍ଷ୍ମଣ ନାୟକଙ୍କ ଶବ ଦେଖିବାକୁ ନପାଇ ପୁଲିସ ତାଙ୍କୁ ଫେରାର ଘୋଷିତ କରି ଫରେଷ୍ଟଗାର୍ଡ ଜି.ରମାୟାର ହତ୍ୟା ଅଭିଯୋଗରେ ବନ୍ଦୀ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲା ।<ref name="Saheed Laxman Nayak">{{cite web|title=Saheed Laxman Nayak|url=http://www.nuaodisha.com/eminet_personalities/Laxman-Nayak.aspx|work=www.nuaodisha.com|accessdate=12 April 2016}}</ref> ପୁଲିସର ଗିରଫ ପରୱାନ ପରେ ଲକ୍ଷ୍ମଣ ଆତ୍ମଗୋପନ କରିଥିଲେ ମଧ୍ୟ ଲୋକଙ୍କ ଉପରେ ଅତ୍ୟାଚାରର କାହାଣୀ ଶୁଣି ପୁଣି ନିଜ ଗ୍ରାମ ତେନ୍ତୁଲିଗୁମାକୁ ଫେରି ଆସିଥିଲେ ।
 
୧୯୪୨ ମସିହା ଅଗଷ୍ଟ ୨୧ ତାରିଖ ଶୁକ୍ରବାର ଦିନ ଲକ୍ଷ୍ମଣ ନାୟକଙ୍କ ନେତୃତ୍ୱରେ ସଂଗ୍ରାମୀମାନେ ମାତିଲି ଥାନା ଘେରାଉ କରିଥିଲେ । ଲକ୍ଷ୍ୟ ଅହିଂସାପୂର୍ଣ୍ଣ ଭାବରେଥାନା ଉପରେ ତ୍ରିରଙ୍ଗା ପତାକା ଉଡାଇବା ପାଇଁ ଏହି ଆନ୍ଦୋଳନର ଦମନ ନିମନ୍ତେ ପୋଲିସ କର୍ମୀମାନଙ୍କ ଉପରେ ଲାଠିମାଡ ସହ ଲକ୍ଷ୍ମଣ ନାୟକଙ୍କୁ ଅଲଗା ସମସ୍ତଙ୍କର ଦେଖିଲା ପରି ସ୍ଥାନକୁ ନେଇ ନିସ୍ତୁକ ମାଡ ମାରିବା ସହ ତାଙ୍କର ବୀରକେଶ (ନିଶ)କୁ ଓପାଡି ସେଥିରେ ନିଆଁ ଲଗାଇ ଦେଇଥିଲେ । ବନ୍ଧୁକର ବୟୋନେଟ ମାଡରେ ବେହୋସ ହୋଇପଡ଼ିଥିଲେ ଲକ୍ଷ୍ମଣ ନାୟକ । ଲକ୍ଷ୍ମଣଙ୍କ ଉପରେ ଏତାଦୃଶ୍ୟ ଅତ୍ୟାଚାର ପରେ ମଧ୍ୟ କର୍ମୀ ମାନେ ଆଗକୁ ବଢିଚାଲିବାରୁ ସେମାନଙ୍କ ଉପରେ ପୁଲିସ ଗୁଳିଚାଳନା ଆରମ୍ଭ କରିଦେଇଥିଲା । ମୃତାହତମାନଙ୍କ ମଧ୍ୟରେ ଥିଲେ ଥାନା ଉପରେ ପତାକା ଧରି ଉଡେଇବାକୁ ଚଢ଼ିଥିବା ଟିମସଗୁଡାର ଲିଂଗ ଭୁମିଆ ଓ ସରଗିଗୁଡାର ନକୁଳ ମାଡକାମୀ । ଏ ଗୁଳିକାଣ୍ଡରେ ମାତାଲ ଅବସ୍ଥାରେ ଥିବା ଫରେଷ୍ଟଗାର୍ଡ ଜି.ରାମୟାର ମୃତ୍ୟୁ ହେଇଥିଲା । ଆନ୍ଦୋଳନକୁ ଦମନ କରିବା ପରେ ପୁଲିସ ଲକ୍ଷ୍ମଣ ନାୟକଙ୍କ ଅଚେତ ଶରୀରକୁ ମୃତ ମନେକରି ନିକଟସ୍ଥ ନାଳରେ ଫୋପାଡି ଦେଇଥିଲା । ଚେତା ଫେରିପାଇବା ପରେ ଲକ୍ଷ୍ମଣ ପରିସ୍ଥିତି ବୁଝିପରିଥିଲେ ଓ ଦୁର୍ଗମ ବଣରାସ୍ତା ମଧ୍ୟଦେଇ ଜୟପୁରରେ ପରବର୍ତ୍ତୀ ନିର୍ଦ୍ଦେଶ ପାଇଁ ପହଞ୍ଚିଥିଲେ । ତତପରଦିନ ଲକ୍ଷ୍ମଣ ନାୟକଙ୍କ ଶବ ଦେଖିବାକୁ ନପାଇ ପୁଲିସ ତାଙ୍କୁ ଫେରାର ଘୋଷିତ କରି ଫରେଷ୍ଟଗାର୍ଡ ଜି.ରମାୟାର ହତ୍ୟା ଅଭିଯୋଗରେ ବନ୍ଦୀ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲା ।<ref name="Saheed Laxman Nayak">{{cite web|title=Saheed Laxman Nayak|url=http://www.nuaodisha.com/eminet_personalities/Laxman-Nayak.aspx|work=www.nuaodisha.com|accessdate=12 April 2016}}</ref> ପୁଲିସରପୋଲିସର ଗିରଫ ପରୱାନ ପରେ ଲକ୍ଷ୍ମଣ ଆତ୍ମଗୋପନ କରିଥିଲେ ମଧ୍ୟ ଲୋକଙ୍କ ଉପରେ ଅତ୍ୟାଚାରର କାହାଣୀ ଶୁଣି ପୁଣି ନିଜ ଗ୍ରାମ ତେନ୍ତୁଲିଗୁମାକୁ ଫେରି ଆସିଥିଲେ ।
(ସଦାଶିବ ନାୟକ)
 
==ଗିରଫ ଓ ବିଚାର==