"ବେଣୁଧର ନାଏକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଓଡ଼ିଆ ରାଜନୀତିଜ୍ଞ
Content deleted Content added
"{{ଛୋଟ|Benudhar Naik}} {{Infobox Indian politician | image = {{#property:P18}} | name = ବେଣ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
(କିଛି ବଦଳିନାହିଁ)

୨୩:୫୯, ୪ ଡିସେମ୍ବର ୨୦୨୦ ଅନୁସାରେ କରାଯାଇଥିବା ବଦଳ

ବେଣୁଧର ନାଏକ (ଜନ୍ମ: ୨ ଜାନୁଆରୀ ୧୯୩୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ବେଣୁଧର ନାଏକ
ବିଧାୟକ: ୩ୟ, ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୭୩
ପୂର୍ବ ଅଧିକାରୀଅର୍ଜୁନ ନାଏକ
ପର ଅଧିକାରୀବେଣୁଧର ନାୟକ
ନିର୍ବାଚନ ମଣ୍ଡଳୀବଣାଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1934-01-02) ୨ ଜାନୁଆରୀ ୧୯୩୪ (ବୟସ ୯୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀକୁଞ୍ଜଲତା ମହାପାତ୍ର
ବାପା/ବୋଉବଳରାମ ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା

ବେଣୁଧର ୧୯୩୪ ମସିହାର ଜାନୁଆରୀ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳରାମ ମହାପାତ୍ର ଓ ପତ୍ନୀଙ୍କ ନାମ କୁଞ୍ଜଲତା ମହାପାତ୍ର ।[୧]

ରାଜନୈତିକ ଜୀବନ

ବେଣୁଧର ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ବଣାଇ ସ୍ୱତନ୍ତ୍ର ପାର୍ଟି
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ବଣାଇ ସ୍ୱତନ୍ତ୍ର ପାର୍ଟି
୧୯୭୧ ୧୯୭୩ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ବଣାଇ ସ୍ୱତନ୍ତ୍ର ପାର୍ଟି

ଆଧାର

  1. ୧.୦ ୧.୧ "Shri Benudhar Naik". odishaassembly.nic.in. Odisha Assembly. Retrieved 3 December 2020.