"ମାଲକାନଗିରି ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୪୫ କ ଧାଡ଼ି:
== ଆଧାର ==
{{ଆଧାର}}
 
ସାଧାରଣତଃ ମାଲକାନଗିରିର ମୁଖ୍ୟାଳୟ ସଦର ପରବର୍ତ୍ତୀ କାଳରେ ମାଲକାନଗିରି ଜିଲ୍ଲା ନାମରେ ନାମିତ ହୋଇଅଛି । ସନ୍ ୧୯୩୬ ମସିହାରେ ଓଡ଼ିଶା ପ୍ରଦେଶ ଗଠନ ସମୟରେ ମାଲକାନଗିରିଟି ଗୋଟିଏ ‘ତାଲୁକ’ ଭାବରେ କୋରାପୁଟ ଜିଲ୍ଲାର ନବରଙ୍ଗପୁର ସବ୍-ଡିଭିଜନ ଅନ୍ତର୍ଗତ ଥିଲା ।ଏହା ୧୯୬୨ ମସିହାରେ କୋରାପୁଟ ଜିଲ୍ଲାର ଏକ ସବ୍-ଡିଭିଜନ୍ ପାହ୍ୟାରେ ଉପନୀତ ହେଲା। ଯେତେବେଳେ ଓଡିଶା ସରକାରଙ୍କ ଜିଲ୍ଲା ଗୁଡିକର ପୁନଃ ସଂଗଠନ ବିଜ୍ଞପ୍ତି ୧୯୯୨ ମସିହା ଅକ୍ଟୋବର ୧ ତାରିଖରେ ଜାରି କରାଯାଇ, ୧୯୯୨ ମସିହା ଅକ୍ଟୋବର ୨ ତାରିଖରେ କାର୍ଯ୍ୟକାରୀ ହେବା ପରେ ବର୍ତ୍ତମାନର ମାଲକାନଗିରି ଜିଲ୍ଲା ନିଜର ସ୍ୱତନ୍ତ୍ର ପରିଚୟ ପାଇପାରିଲା ।
 
== ଅଧିକ ତଥ୍ୟ ==
* [http://malkangiri.nic.in/ ମାଲକାନଗିରି ଜିଲ୍ଲାର ସରକାରୀ ପୃଷ୍ଠା]