"ଅଭିମନ୍ୟୁ ସାମନ୍ତସିଂହାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ଅଭିମନ୍ୟୁ ସାମନ୍ତସିଂହାର: ଫିକ୍ସଡ଼ ବନାନ, ବ୍ୟାକରଣ ସଜାଡ଼ିଲେ, ଲିଙ୍କ ଯୋଡ଼ିଲେ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୨ କ ଧାଡ଼ି:
{{Infobox person
| honorific_prefix = ବିଦଗ୍ଧ କବି
| name = '''ଅଭିମନ୍ୟୁ ସାମନ୍ତସିଂହାର'''
# '''
| honorific_suffix = ମହାପାତ୍ର
| image = Abhimanyu Samantasinghara.png
Line ୨୦ ⟶ ୨୧:
}}
 
'''ଅଭିମନ୍ୟୁ ସାମନ୍ତସିଂହାର''' (୨୩ ଫେବୃଆରୀ ୧୭୬୦<ref>{{cite web|title=ABHIMNYU SAMANTA SINGHARA|url=http://orissadiary.com/personality/poet/ABHIMNYU_SAMANTA_SINGHARA%20.asp|publisher=orissadiary|accessdate=23 September 2016}}</ref>, ଅନ୍ୟମତ ୧୭୫୭<ref>ଓଡ଼ିଆ ଗୀତିକାବ୍ୟ ସଙ୍କଳନ, ସଂକଳନ ଓ ସମ୍ପାଦନା : ଜାନକୀ ବଲ୍ଲଭ ମହାନ୍ତି । ଓଡ଼ିଶା ସାହିତ୍ୟ ଏକାଡେମୀ, ୧୯୭୭ ।</ref> - ୧୫ ଜୁନ ୧୮୦୬<ref>{{cite web|title=ଯାଜପୁର ସଂସ୍କୃତି ବିକାଶ ପରିଷଦ|url=http://www.jajpursanskrutibikashparishad.org/jajur_glance.php|accessdate=3 May 2014}}</ref>) <!--ଅଷ୍ଟାଦଶ ଶତାବ୍ଦୀ--> [[ଯାଜପୁର ଜିଲ୍ଲା]]ର ବାଲିଆଠାରେ ଜନ୍ମିତ ଜଣେ ପୁରାତନ [[ଓଡ଼ିଆ ଭାଷା|ଓଡ଼ିଆ]] କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। [[s:ବିଦଗ୍ଧ ଚିନ୍ତାମଣି|ବିଦଗ୍ଧ ଚିନ୍ତାମଣି]] ତାଙ୍କ ଶ୍ରେଷ୍ଠ କୃତି।କୃତି।ଅଭିମନ୍ୟୁ ସାମନ୍ତସିଂହାର
ଓଡ଼ିଆ କବି
 
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
 
Quick Facts: ବିଦଗ୍ଧ କବିଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର, ଜନ୍ମ ଓ ଜନ୍ମସ୍ଥାନ ...
ବିଦଗ୍ଧ କବି
ଅଭିମନ୍ୟୁ ସାମନ୍ତସିଂହାର
ମହାପାତ୍ର
 
ଅଭିମନ୍ୟୁ ସାମନ୍ତସିଂହାର
ଜନ୍ମ ଓ ଜନ୍ମସ୍ଥାନ
୨୩ ଫେବୃଆରୀ ୧୭୬୦ (ମାଘ ସପ୍ତମୀ)
ବାଲିଆ, ଯାଜପୁର ଜିଲ୍ଲା
20°43′32″N 86°16′22″E
ମୃତ୍ୟୁ
୧୫ ଜୁନ ୧୮୦୬ (ବୟସ ୪୬) (ରଜସଂକ୍ରାନ୍ତି)
ବାଲିଆ, ଯାଜପୁର ଜିଲ୍ଲା
ଜାତୀୟତା
ଭାରତୀୟ
ଜୀବିକା
କବି
ଜଣାଶୁଣା କାମ
ବିଦଗ୍ଧ ଚିନ୍ତାମଣି
ଜୀବନସାଥି
ବିମଳା ଦେବୀ
ବାପା ବୋଉ
ଇନ୍ଦ୍ରଜିତ ସାମନ୍ତସିଂହାର
ତୁଳସୀ ଦେବୀ
ସମ୍ପର୍କୀୟ
ନିମାଇଁ ଚରଣ ହରିଚନ୍ଦନ (ବଂଶଜ)
ପରିବାର
ସାମନ୍ତସିଂହାର ବଂଶ
Close
ଜୀବନୀ
ସାମନ୍ତସିଂହାର ବଂଶ
ଅଭିମନ୍ୟୁଙ୍କ ଆଦି ଜନ୍ମସ୍ଥାନ ଜୟପୁର ଅନ୍ତର୍ଗତ ଭାବଙ୍ଗର । କେନ୍ଦ୍ରାପଡ଼ା କ୍ଷତ୍ରିୟବଂଶ ଯୋଧପୁରରୁ ଆସିଥିଲେ । ସାମନ୍ତସିଂହାର ବଂଶ ସେ ବଂଶର ଅନେକ ପରବର୍ତ୍ତୀ ବୋଲି ଅନୁମାନ କରାଯାଏ । ଏ ବଂଶ ଖୋର୍ଦ୍ଧାର ଭୋଇବଂଶୀୟ ରାଜାଙ୍କଠାରୁ ବରୁଆଂପ୍ରଗନା-ଅନ୍ତର୍ଗତ ବାଲିଆ ଜମିଦାରୀ ପ୍ରାପ୍ତ ହୋଇଥିଲେ ।
 
ସାମନ୍ତସିଂହାର ଉପାଧି
ସାମନ୍ତସିଂହାର ଉପାଧି କାହାଠାରୁ ପ୍ରାପ୍ତ ହୋଇଥିଲା ତାହା ନିଶ୍ଚିତରୂପେ ଜଣା ନାହିଁ । କେତେକଙ୍କ ମତେ ସେ ଅଞ୍ଚଳରେ ସେତେବେଳେ ବରପଦା ପ୍ରଭୃତି ନାମରେ ସାତ ଟପା ଥିଲା । ଏହି ସାତ ଟପାରେ ରଣସିଂହ ମହାପାତ୍ର, ଦକ୍ଷିଣରାୟ ମହାପାତ୍ର ପ୍ରଭୃତି ବିଭିନ୍ନ ରାଜୋପାଧିଧାରୀ ସାତ ସାମନ୍ତ ଥିଲେ । ଅଭିମନ୍ୟୁଙ୍କ ପୂର୍ବପୁରୁଷ ଏହି ସାମନ୍ତ ମଧ୍ୟରେ ଗଣ୍ୟ ନ ହେଉଥିଲେ ହେଁ ଏକ ସମୟରେ ସେ ବଂଶର ଜଣେ କେହି ଅପର ସାତ ସାମନ୍ତଙ୍କୁ ଗୋଟିଏ ମହା ବିପଦରୁ ବୁଦ୍ଧିବଳେ ରକ୍ଷା କରିଥିଲେ । ଏଥିରେ ସାମନ୍ତମାନେ ସନ୍ତୁଷ୍ଟ ହୋଇ 'ସାମନ୍ତସିଂହାର' ଅର୍ଥାତ୍ ସାମନ୍ତଭୂଷଣ ଉପାଧି ପ୍ରଦାନ କରିଥିଲେ । ସେହି ଉପାଧି ରାଜଦତ୍ତ ଉପାଧି ପ୍ରାୟ ସମ୍ମାନ ସହ ବଂଶପରମ୍ପରା ଚଳି ଆସୁଛି ।
 
ଜନନୀ ତୁଳସୀ ଦେବୀ ଉଦୟପୁର(ଲାଉଖିଆ) ଗ୍ରାମର ବିଖ୍ୟାତ ପଟ୍ଟନାୟକ ବଂଶରେ ଜନ୍ମଲାଭ କରିଥିଲେ । ସପତ୍ନୀମାନଙ୍କ ମଧ୍ୟରେ ସେ ଅଧିକ ଧର୍ମପରାୟଣା ଥିଲେ ।
 
ବଂଶାବଳୀ
ବନ୍ଦକୀ ସାମନ୍ତସିଂହାର ମହାପାତ୍ର
ଖୋସାଲି ସାମନ୍ତସିଂହାର
ଇନ୍ଦ୍ରଜିତ ସାମନ୍ତସିଂହାର
ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ସୁରଥ ଛୋଟରାୟ
 
କବିଙ୍କର ଜନ୍ମ ୧୭୬୦ ମସିହା ଫେବୃଆରୀ ୨୩ତାରିଖ ଦିନ ଯାଜପୁର ଜିଲ୍ଲାର ବାଲିଆଠାରେ ହୋଇଥିଲା ।ବାଲିଆ ଗ୍ରାମ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରି ଠାରୁ ଅନତିଦୁରରେ ଅବସ୍ଥିତ। ତାଙ୍କର ପିତା ଥିଲେ ଜଣେ ଅପୁତ୍ରିକ ଜମିଦାର ଇନ୍ଦ୍ରଜିତ ସାମନ୍ତ ସିଂହାର । ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଜଣେ ପଣ୍ଡିତଙ୍କ ଦେବପୂଜା ହେତୁ ଅଭିମନ୍ୟୁ ଜନ୍ମ ହେବାର ପ୍ରବାଦ ରହିଅଛି । ସେ ହି ଅଭିମନ୍ୟୁଙ୍କ ଗୁରୁ ଥିଲେ । ମାତ୍ର ୯ ବର୍ଷ ବୟସରେ ସେ ପ୍ରଥମ ପଦ୍ୟ ରଚନା କରିଥିଲେ।
 
“ କରମଙ୍ଗା ଗଛ ଛାଇ ଗୋ,
ମୋର ହୁଁ ଗୋ ।
କରମ ଯାହାର ସଫଳ ହୋଇବ,
କୃଷ୍ଣଙ୍କୁ ଲଭିବ ସେହି ଗୋ,
ମୋର ହୁଁ ଗୋ ।
 
— ଅଭିମନ୍ୟୁ ସାମନ୍ତସିଂହାର
 
ସାହିତ୍ୟ କୃତି
ବିଦଗ୍ଧ ଚିନ୍ତାମଣି
ପ୍ରେମ କଳା
ରସବତୀ
ସୁଲକ୍ଷଣା
ପ୍ରେମ ତରଙ୍ଗିଣୀ
ବାଘ ଗୀତ
ଚଢ଼େଇ ଗୀତ
ବୋଲେ ହୁଁ
ପ୍ରେମ (ପ୍ରୀତି) ଚିନ୍ତାମଣି
ବିଦଗ୍ଧ ଚିନ୍ତାମଣି ତାଙ୍କ ରଚିତ ଓଡ଼ିଆ ସାହିତ୍ୟର ଏକ ମୁଲ୍ୟବାନ ଗ୍ରନ୍ଥ । କେତେଗୋଟି ଜନପ୍ରିୟ ଛାନ୍ଦର ବିଶିଷ୍ଟ ରାଗ ନାମ ଏହି ଗ୍ରନ୍ଥରେ ଦେଖିବାକୁ ମିଳେ, ଯଥା- ଗଡ଼ମାଳିଆ, ଫୁଲତୋଳା ଇତ୍ୟାଦି । ଏଭଳି ନାମଗୁଡ଼ିକୁ କବିଙ୍କ ଶ୍ରଦ୍ଧା ନାମ କୁହାଯାଇପାରେ । ଏହି ଗ୍ରନ୍ଥରୁ ତାଙ୍କ ଜନ୍ମ ବିଷୟରେ ମଧ୍ୟ ଜାଣିହୁଏ ।
 
“ ଇନ୍ଦ୍ରଜିତ ଏ ଛାନ୍ଦ ଭଣାଇ
ରାଧା ଧ୍ୟାନ କରି ”
— ବାଘ ଗୀତ
 
 
“ ବାଲିଆ ବୋଲି ଯେ ଏକ ନଗର
ତହିଁ ନୃପତି ସାମନ୍ତ ସିଂହାର ”
—ବାଘ ଗୀତ
 
ତାଙ୍କ ପିତା ଇନ୍ଦ୍ରଜିତ ସାମନ୍ତ ସିଂହାରଙ୍କ ସମ୍ପର୍କରେ ବି ଏଥିରେ ବର୍ଣ୍ଣିତ । ସେ ଯେ ସେଠାକାର ରାଜା ଥିଲେ ଓ ତାଙ୍କ ଲେଖାପାଇଁ ଉତ୍ସାହିତ କରିଥିଲେ ତାହା ଏଥିରେ ବର୍ଣ୍ଣିତ ।
 
ଆଧାର
ବାହାର ଆଧାର
ABOUT THIS ARTICLE
View edit history
Updated 152 days ago
View talk page
Discuss improvements to this article
READ MORE
ଦେବଦୁର୍ଲ୍ଲଭ ଦାସ
ପ୍ରାଚୀନ ଓଡ଼ିଆ କବି
ବାଇକୋଳି ମହାପାତ୍ର
ପଣ୍ଡିତ ବାଇକୋଳି ମହାପାତ୍ର ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି ରଖିଥିଲେ।
ରଘୁନାଥ ପରିଚ୍ଛା
କବିଚନ୍ଦ୍ର ରଘୁନାଥ ପରିଚ୍ଛା ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ ।
Content is available under CC BY-SA 3.0 unless otherwise noted.
View article in browser
 
== ଜୀବନୀ ==