"ସିକନ୍ଦର ଆଲାମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ +ଆଧାର
୧୨ କ ଧାଡ଼ି:
|resting_place =
|resting_place_coordinates =
|residence = ଭୁବନେଶ୍ୱର
|nationality = {{flag|ଭାରତୀୟ}}
|other_names = ଆଧୁନିକ [[ଓଡ଼ିଶା]]ର [[ସାଲବେଗ]]
Line ୨୭ ⟶ ୨୬:
}}
 
'''ସିକନ୍ଦର ଆଲାମ''', (୨୭ ଜୁଲାଇ ୧୯୩୯ - ୮ ଅଗଷ୍ଟ ୨୦୧୦) [[ଓଡ଼ିଆ ସିନେମା ଜଗତ|ଓଡ଼ିଆ କଥାଚିତ୍ର ଜଗତର]] ଜଣେ ପ୍ରଚ୍ଛଦପଟ ଗାୟକ ।<ref name="Orissa reference: glimpses of Orissa">{{cite book|title=Orissa reference: glimpses of Orissa|url=http://books.google.com/books?id=1RBuAAAAMAAJ|accessdate=26 March 2013|year=2001|publisher=TechnoCAD Systems}}</ref><ref name="Indian Films">{{cite book|title=Indian Films|url=http://books.google.com/books?id=AckHAQAAIAAJ|accessdate=26 March 2013|year=1978}}</ref>
ଏହା ସମେତ ସେ ପାରମ୍ପରିକ [[ଓଡ଼ିଶୀ ସଙ୍ଗୀତ]] ଯଥା ଜଗନ୍ନାଥ ଜଣାଣ, ଭଜନ, ଛାନ୍ଦ, ଚମ୍ପୂ, ଚଉପଦୀ ନିମନ୍ତେ [[ଓଡ଼ିଶା|ଓଡ଼ିଶାର]] ଘରେ ଘରେ ପରିଚିତ ।<ref name="Indian Literature">{{cite book|title=Indian Literature|url=http://books.google.com/books?id=FVfhAAAAMAAJ|accessdate=26 March 2013|year=2002|publisher=Sahitya Akademi.}}</ref> ତାଙ୍କୁ ଆଧୁନିକ [[ଓଡ଼ିଶା]]ର [[ସାଲବେଗ]] ମଧ୍ୟ କହାଯାଏ ।
 
== ବାଲ୍ୟ ଜୀବନ ଓ ଶିକ୍ଷା ==
'''ସିକନ୍ଦର ଆଲାମ''', ୧୯୩୯ ମସିହା ଜୁଲାଇ ମାସ ୨୭ ତାରିଖରେ, [[କଟକ ଜିଲ୍ଲା]] ଜିଲ୍ଲା ବୟାଳିଶି ମୌଜା ବ୍ଳକର ରାଉତରାପୁରଠାରେ ଜନ୍ମଗ୍ରହଣ କରିଥିଲେ । ବାଲ୍ୟ ଜୀବନ ନିଜ ଗାଁରେ ହିଁ କଟିଥିଲା । ପରବର୍ତ୍ତୀ ସମୟରେ ସେ ନିଜ ପିତାମାତାଙ୍କ ସହ କଟକକୁ ଚାଲିଆସିଥିଲେ । କଟକର [[ଖ୍ରୀଷ୍ଟ କଲେଜିଏଟ ସ୍କୁଲ]]ରୁ ମାଟ୍ରିକ ଓ [[ଷ୍ଟିୱାର୍ଟ କଲେଜ]]ରୁ ବିଜ୍ଞାନରେ ଇଣ୍ଟରମିଡିଏଟ ପାସ କରିଥିଲେ । ତା'ପରେ ନିଜ ପିତା ଓ ବଡ଼ ଭାଇଙ୍କ ଠାରୁ ପ୍ରେରଣା ପାଇ<ref>http://orissacinema.com/interviews/sikandar_alam.html</ref> ସଂଗୀତ ଶିକ୍ଷା କରିବା ପାଇଁ ସେ ପ୍ରସିଦ୍ଧ ଗନ୍ଧର୍ବ ମହାବିଦ୍ୟାଳୟରେ ଯୋଗଦାନ କରିଥିଲେ । ଏହି ଅନୁଷ୍ଠାନରୁ ହିଁ ସେ ଗୁରୁ ଗୋବିନ୍ଦ ଚନ୍ଦ୍ର ପାଲୁଶକର ଏବଂ ଉସ୍ତାଦ କୁନ୍ଦଳ ଆଦୀନାରାୟଣ ରାଓଙ୍କ ଅଧିନରେ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଂଗୀତରେ କୃତିତ୍ୱର ସହ ସଂଗୀତ ବିଶାରଦ ହାସଲ କରିଥିଲେ । <ref>http://www.orissadiary.com/CurrentNews.asp?id=20439</ref>
 
== ପରିବାର ==
'''ସିକନ୍ଦର ଆଲାମ''' ୧୫ ଜୁନ ୧୯୬୫ ମସିହାରେ ବିବାହ କରିଥିଲେ । ତାଙ୍କ ପତ୍ନୀ [[ନାଇମା ଆଲାମ]] ମଧ୍ୟ ଜଣେ ସୁଗାୟିକାଗାୟିକା ତଥା [[ଆକାଶବାଣୀ]]ର ଜଣେ ସ୍ୱୀକୃତିପ୍ରାପ୍ତ କଳାକାର । ଦୁଇ କନ୍ୟାଙ୍କ ମଧ୍ୟରୁ ବଡ଼ [[ସୋଫିଆ ଆଲାମ]] ଜଣେ ଅଭିନେତ୍ରୀ ଓ ସାନ [[ନାଜିଆ ଆଲାମ]] ଜଣେ ସୁନାମଧନ୍ୟା କଣ୍ଠଶିଳ୍ପୀ ।<ref>http://www.thehindu.com/arts/music/article540158.ece</ref>
 
== କର୍ମଜୀବନ ==
'''ସିକନ୍ଦର ଆଲାମ''', ୧୯୫୭ ମସିହାରେ ମାତ୍ର ୧୮ ବର୍ଷ ବୟସରୁ [[ଆକାଶବାଣୀ କଟକ|ଆକାଶବାଣୀ କଟକରେ]] ଗୀତ ଗାଇବା ଆରମ୍ଭ କରିଥିଲେ ।<ref>http://www.hindu.com/2010/08/10/stories/2010081054490200.htm</ref> ଭଜନ, ଜଣାଣ, ଗଜଲ, ଆଧୁନିକ ଇତ୍ୟାଦି ସଂଗୀତର ସବୁ ଦିଗରେ ସେ ନିଜର ଦକ୍ଷତା ପ୍ରତିପାଦନ କରି ଖୁବ କମ ସମୟରେ ବହୁ ଲୋକପ୍ରିୟତା ଅର୍ଜନ କରିଥିଲେ ।<ref>http://profile.odiamusic.com/sikandaralam/</ref> ୧୯୬୨ମସିହାରେ ନିର୍ମିତ ଚଳଚ୍ଚିତ୍ର [[ଲକ୍ଷ୍ମୀ (୧୯୬୨ ଚଳଚ୍ଚିତ୍ର)|ଲକ୍ଷ୍ମୀରେ]] ସଂଗୀତ ସୁଧାକର [[ବାଳକୃଷ୍ଣ ଦାସ]]ଙ୍କ ନିର୍ଦ୍ଦେଶନାରେ କଣ୍ଠଦାନ କରିସେ ପ୍ରଥମ ଥର ପାଇଁ [[ଓଡ଼ିଆ ସିନେମା ଜଗତ|ଓଡ଼ିଆ ଚଳଚ୍ଚିତ୍ର ଜଗତ]]କୁ ପ୍ରବେଶ କରିଥିଲେ ।<ref>http://cinemasagar.com/blog/75-milestomes-in-odia-film/</ref> ଏହି ଚଳଚ୍ଚିତ୍ରରେ ସେ କଣ୍ଠଦାନ କରିଥିବା ଗୀତଟି , 'ଆରତ ସୁରେ ବାରେ', ବହୁ ଲୋକପ୍ରିୟତା ଅର୍ଜନ କରିଥିଲା । ପରବର୍ତ୍ତୀ ସମୟରେ ସେ ବହୁ [[ଓଡ଼ିଆ]] ଚଳଚ୍ଚିତ୍ର ପାଇଁ କଣ୍ଠଦାନ କରିଥିଲେ । ସେ ମଧ୍ୟରୁ [[ଅମଡ଼ା ବାଟ]], [[ଅଦିନ ମେଘ]],[[ମାଣିକ ଯୋଡ଼ି]], [[ମମତା (୧୯୭୫ର ସିନେମା)|ମମତା]], [[ସୂର୍ଯ୍ୟମୁଖୀ (ଓଡ଼ିଆ କଥାଚିତ୍ର)|ସୂର୍ଯ୍ୟମୁଖୀ]], [[ପୂଜା (୧୯୮୧ର ଓଡ଼ିଆ ଚଳଚ୍ଚିତ୍ର)|ପୂଜା]] ପ୍ରଭୃତି ଅନ୍ୟତମ ।<ref>http://ibnlive.in.com/generalnewsfeed/news/oriya-singer-mohammed-sikandar-alam-passes-away/217475.html</ref> ଏତଦ ବ୍ୟତିତ, ସେ ବହୁ ଆଲବମ ପାଇଁ ମଧ୍ୟ କଣ୍ଠଦାନ କରିଥିଲେ । ନିଜ ପତ୍ନୀ ନାଇମା ଓ କନ୍ୟା [[ନାଜିଆ ଆଲାମ]]ଙ୍କ ସହ ମିଶି ସେ 'ଆଲ୍ଲା କେ ହୁଜୁର' ନାମରେ ଏକ ଆଲବମ ମଧ୍ୟ କରିଥିଲେ । ଦେଶ, ବିଦେଶରେ ସେ ବହୁବାର ନିମନ୍ତ୍ରିତ ହୋଇ ସଂଗୀତ ପରିବେଷଣ କରିଥିଲେ ।
 
'''ସିକନ୍ଦର ଆଲାମ''', ରାଜ୍ୟ କୃଷି ବିଭାଗରେ ଜଣେ ଅଧିକାରୀ ଭାବରେ କାମ କରିଥିଲେ । ଏତଦ ବ୍ୟତିତ, ସେ ଓଡ଼ିଶା ରାଜ୍ୟ 'ସଂଗୀତ ନାଟକ ଏକାଡେମୀ'ର ଉପସଭାପତି ଓ ସଂଗୀତ ସୁଧାକର ବାଳକୃଷ୍ଣ ଦାସ ଫାଉଣ୍ଡେସନର ସଭାପତି ପଦବୀ ମଧ୍ୟ ଅଳଙ୍କୃତ କରିଥିଲେ । <ref>http://www.hindu.com/2010/08/10/stories/2010081054490200.htm</ref>
Line ୪୩ ⟶ ୪୨:
୮ ଅଗଷ୍ଟ ୨୦୧୦ ମସିହାରେ ୭୧ ବର୍ଷ ବୟସରେ ତାଙ୍କର ଭୁବନେଶ୍ବରରେ ତିରୋଧାନ ଘଟିଥିଲା ।<ref>http://ibnlive.in.com/generalnewsfeed/news/oriya-singer-mohammed-sikandar-alam-passes-away/217475.html</ref>
 
== ପୁରସ୍କାର ଓ ସମ୍ମାନ ==
== ସମ୍ମାନ ଓ ପୁରସ୍କାର ==
ଜୀବନ ବ୍ୟାପି ସଂଗୀତ ସାଧନା ଓ କର୍ମଚଞ୍ଚଳତା ତାଙ୍କୁ ଅନେକ ପୁରସ୍କାର ଓ ସମ୍ମାନ ଆଣିଦେଇଛି ।
 
* ନିତାଇ ପାଲିତ ପୁରସ୍କାର, (ଚଳଚ୍ଚିତ୍ର ଜଗତ ୩୪ ତମ ବାର୍ଷିକ ଉତ୍ସବ, ୨୦୧୦ )<ref>{{cite web |title=ସିକନ୍ଦର ଆଲାମ ପାଇବେ ନିତାଇ ପାଲିତ ପୁରସ୍କାର |url=https://www.dharitri.com/e-Paper/2010/100310/p7.htm |website=dharitri.com |accessdate=12 March 2021 |date=୧୦ ମାର୍ଚ୍ଚ ୨୦୧୦}}</ref>
* ୧୯୬୯ - ଚିତ୍ରପୁରୀ ସମ୍ମାନ
* ୧୯୮୦ - ସୁର ସାଗର (ଶ୍ରୀକ୍ଷେତ୍ର କଳା ପ୍ରକାଶନୀ)