"ଲୋକନାଥ ପାତ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଓଡ଼ିଆ ରାଜନୀତିଜ୍ଞ
Content deleted Content added
ଲୋକନାଥ ପାତ୍ର ଆରମ୍ଭ କରାଗଲା
(କିଛି ବଦଳିନାହିଁ)

୨୦:୨୯, ୧୧ ଅପ୍ରେଲ ୨୦୨୧ ଅନୁସାରେ କରାଯାଇଥିବା ବଦଳ

ଲୋକନାଥ ପାତ୍ର (ଜନ୍ମ: ୨୮ ଅପ୍ରେଲ ୧୯୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଲୋକନାଥ ପାତ୍ର
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀଯାଦବ ପାତ୍ର
ପର ଅଧିକାରୀଦୁବର ପୋଡ୍ରା
ନିର୍ବାଚନ ମଣ୍ଡଳୀବାଲିଗୁଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1910-04-28)୨୮ ଅପ୍ରେଲ ୧୯୧୦
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ଜୀବନ ସାଥୀଚନ୍ଦ୍ରମା ପାତ୍ର
ବାପା/ବୋଉଜଗବନ୍ଧୁ ପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା

ଲୋକନାଥ ପାତ୍ର ୧୯୧୦ ମସିହାର ଅପ୍ରେଲ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗବନ୍ଧୁ ପାତ୍ର ଓ ପତ୍ନୀଙ୍କ ନାମ ଚନ୍ଦ୍ରମା ପାତ୍ର ।[୧]

ରାଜନୈତିକ ଜୀବନ

ଲୋକନାଥ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର

  1. ୧.୦ ୧.୧ "Shri Lokanath Patra". odishaassembly.nic.in. Odisha Assembly. Retrieved 11 April 2021.