"ହରେକୃଷ୍ଣ ମହତାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
୩୧ କ ଧାଡ଼ି:
|children = [[ଭର୍ତ୍ତୃହରି ମହତାବ]]
|alma_mater = [[ରେଭେନ୍ସା ମହାବିଦ୍ୟାଳୟ]]
|religion = [[ହିନ୍ଦୁ]]
|website =
|blank1 = ପୁରସ୍କାର
Line ୩୭ ⟶ ୩୬:
}}
 
'''ହରେକୃଷ୍ଣ ମହତାବ''' (୨୧ ନଭେମ୍ବର ୧୮୯୯ -୨ ଜାନୁଆରୀ ୧୯୮୭) ଜଣେ ଲେଖକ ଓ [[ଭାରତୀୟ ଜାତୀୟ କଂଗ୍ରେସ]] ନେତା ଥିଲେ । ସେ [[ଓଡ଼ିଶା|ଓଡ଼ିଶାର]] ମୁଖ୍ୟମନ୍ତ୍ରୀ ଭାବରେ ୧୯୪୬-୫୦ ଯାଏଁ କାମ କରିଥିଲେ । ସେ ''ଉତ୍କଳ କେଶରୀ'' ନାମରେ ମଧ୍ୟ ଜଣାଶୁଣା ।<ref>{{cite web |url= http://www.123orissa.com/person/person.asp?sno=21&cat=p |title=Eminent Persons -123orissa.com |work=123orissa.com |quote=He is popularly known as “Utkal Keshari”. |accessdate=27 March 2013}}</ref>
 
== ପ୍ରାରମ୍ଭିକ ଜୀବନ ==
Line ୪୩ ⟶ ୪୨:
 
== ସାମାଜିକ ଓ ରାଜନୈତିକ ଜୀବନ ==
୧୯୨୩-୨୪ରେ ହରେକୃଷ୍ଣ ଓଡ଼ିଶା ପ୍ରଜା ଆନ୍ଦୋଳନର ନେତୃତ୍ୱ ଗ୍ରହଣ କରି କାରାବରଣ କରିଥିଲେ । ୧୯୨୪-୧୯୨୮ ମସିହା ମଧ୍ୟରେ ସେ ବାଲେଶ୍ୱର ଜିଲ୍ଲା ବୋର୍ଡର ଚେୟାରମ୍ୟାନ ଭାବରେ ନିର୍ବାଚିତ ହୋଇଥିଲେ । ୧୯୨୪ ମସିହାରେ ସେ ତତ୍କାଳୀନ ବିହାର-ଓଡ଼ିଶା ପ୍ରଦେଶର ସଭ୍ୟ ରୂପେ ନିର୍ବାଚିତ ହୋଇଥିଲେ । ୧୯୩୦-୩୧ରେ ବାଲେଶ୍ୱରର ଇଞ୍ଚୁଡ଼ିଠାରେ ଲବଣ ସତ୍ୟାଗ୍ରହ ଓ ଆଇନ ଅମାନ୍ୟ ଆନ୍ଦୋଳନକୁ ପରିଚାଳନା କରି ଦୁଇ ଥର କାରାବରଣ କରିିଥିଲେ । ୧୯୩୬ ମସିହାରେ ନିଖିଳ ଭାରତ କଂଗ୍ରେସ କାର୍ଯ୍ୟକାରୀ କମିଟିର ସଭ୍ୟ ମନୋନୀତ ହୋଇ ୧୯୪୬ ପର୍ଯ୍ୟନ୍ତ ଅବସ୍ଥାପିତ ଥିଲେ । ୧୯୩୭ରେ ସେ ଓଡ଼ିଶା ରାଜ୍ୟ କଂଗ୍ରେସରେ ସଭାପତି ଭାବେ ଯୋଗଦାନ କରିଥିଲେ । ୧୯୩୮ରେ ସେ ଜାତୀୟ କଂଗ୍ରେସର କାର୍ଯ୍ୟକାରୀ ସମିତିର ସଭ୍ୟରୂପେ ମନୋନୀତ ହୋଇଥିଲେ । ୧୯୪୬ରୁ ୧୯୫୦ ପର୍ଯ୍ୟନ୍ତ ଓ ପୂନର୍ବାର ୧୯୫୬ରୁ ୧୯୬୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୦ରୁ ୧୯୫୨ ପର୍ଯ୍ୟନ୍ତ ସେ କେନ୍ଦ୍ର ଶିଳ୍ପ, ବାଣିଜ୍ୟ ଓ ଯୋଗାଣ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୫-୫୬ରେ ସେ ବମ୍ବେ ରାଜ୍ୟର ରାଜ୍ୟପାଳ ହେବାର ସୌଭାଗ୍ୟ ଲାଭ କରିଥିଲେ । ୧୯୬୨ରେ ସେ ଅପ୍ରତିଦ୍ୱନ୍ଦୀ ଭାବେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୬ରେ ସେ କଂଗ୍ରେସ ଦଳ ଛାଡିଥିଲେଛାଡ଼ିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାରେ ସେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଗଡ଼ଜାତ ମିଶ୍ରଣ, ଭୁବନେଶ୍ୱରରେ ନୂଆ ରାଜଧାନୀ ପ୍ରତିଷ୍ଠା, ଓଡ଼ିଶା ଟେକ୍ସଟାଇଲ ମିଲ ପ୍ରତିଷ୍ଠା, କଟକ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା, ବାରବାଟୀ ଷ୍ଟାଡିୟମ ନିର୍ମାଣ ଓ ହୀରାକୁଦ ବନ୍ଧ ନିର୍ମାଣରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ଓଡ଼ିଶା ଅଲମ୍ପିକ ଆସୋସିଏସନର ସେ ଥିଲେ ପ୍ରତିଷ୍ଠାତା ସଭାପତି । ୧୯୨୩ ମସିହାରେ ସେ ସାପ୍ତହିକ ଖବରକାଗଜ [[ପ୍ରଜାତନ୍ତ୍ର]] ପ୍ରତିଷ୍ଠା କରିଥିଲେ, ଯାହା ଏବେ ଦୈନିକ ପ୍ରକାଶ ପାଉଛି । <ref>ପ୍ରମେୟ ୨୧/୧୧/୨୦୧୪ ପୃଷ୍ଠା ୨</ref> ତାଙ୍କଦ୍ୱାରା ସାହିତ୍ୟ ପତ୍ରିକା [[ଝଙ୍କାର (ପତ୍ରିକା) | ଝଙ୍କାରରଝଙ୍କାର]] ପ୍ରତିଷ୍ଠା ଓ "ବିଷୁବ ମିଳନ" ଆୟୋଜନ ଓଡ଼ିଆ ସାହିତ୍ୟକୁ ପ୍ରଗତି ପଥରେ ନେଇଛି । <ref>ପ୍ରମେୟ ୨୧/୧୧/୨୦୧୪ ପୃଷ୍ଠା ୯ରେ ପ୍ରକାଶିତ ଲେଖା "ଗଣବଦ୍ୟ ଡ଼ ମହତାବ"</ref>
ରାଜନୀତି, ସାହିତ୍ୟ ,ସାମ୍ବାଦିକତା ଓ ସର୍ବୋପରୀ ଆଧୁନିକ ଓଡ଼ିଶାର ନିର୍ମାଣରେ ଆଦି କ୍ଷେତ୍ରରେ ମହତାବ ନିଜର ଅବଦାନ ରଖିଯାଇଛନ୍ତି । ସେ, ପ୍ରାୟ ଅର୍ଦ୍ଧଶତାବ୍ଦୀ ଧରି ଓଡ଼ିଶାର ରାଜନୀତିକୁ ପ୍ରଭାବିତ କରିଥିଲେ । ୧୯୧୯ରୁ ୧୯୨୧ ମସିହା ଯାଏ ତିନିବର୍ଷ କାଳ ଓଡ଼ିଶା କଂଗ୍ରେସର ଅଗ୍ରଗଣ୍ୟ ପ୍ରତିଷ୍ଠାତାମାନଙ୍କ ଭିତରେ ସେ ଥିଲେ ଅନ୍ୟତମ । ୧୯୨୩-୨୪ରେ ସେ ଓଡ଼ିଶା ପ୍ରଜା ଅାନ୍ଦୋଳନର ନେତୃତ୍ୱ ଗ୍ରହଣ କରି କାରାବରଣ କରିଥିଲେ । ୧୯୨୪-୧୯୨୮ ମସିହା ମଧ୍ୟରେ ସେ ବାଲେଶ୍ୱର ଜିଲ୍ଲା ବୋର୍ଡର ଚେୟାରମ୍ୟାନ ଭାବରେ ନିର୍ବାଚିତ ହୋଇଥିଲେ । ୧୯୨୪ ମସିହାରେ ସେ ତତ୍କାଳୀନ ବିହାର-ଓଡ଼ିଶା ପ୍ରଦେଶର ସଭ୍ୟ ରୂପେ ନିର୍ବାଚିତ ହୋଇଥିଲେ । ୧୯୩୦-୩୧ରେ ବାଲେଶ୍ୱରର ଇଞ୍ଚୁଡ଼ିଠାରେ ଲବଣ ସତ୍ୟାଗ୍ରହ ଓ ଅାଇନ ଅମାନ୍ୟ ଅାନ୍ଦୋଳନକୁ ପରିଚାଳନା କରି ଦୁଇ ଥର କାରାବରଣ କରିିଥିଲେ । ୧୯୩୬ ମସିହାରେ ନିଖିଳ ଭାରତ କଂଗ୍ରେସ
କାର୍ଯ୍ୟକାରୀ କମିଟିର ସଭ୍ୟ ମନୋନୀତ ହୋଇ ୧୯୪୬ ପର୍ଯ୍ୟନ୍ତ ଅବସ୍ଥାପିତ ଥିଲେ । ୧୯୩୭ରେ ସେ ଓଡ଼ିଶା ରାଜ୍ୟ କଂଗ୍ରେସରେ ସଭାପତି ଭାବେ ଯୋଗଦାନ କରିଥିଲେ । ୧୯୩୮ରେ ସେ ଜାତୀୟ କଂଗ୍ରେସର କାର୍ଯ୍ୟକାରୀ ସମିତିର ସଭ୍ୟରୂପେ ମନୋନୀତ ହୋଇଥିଲେ । ୧୯୪୬ରୁ ୧୯୫୦ ପର୍ଯ୍ୟନ୍ତ ଓ ପୂନର୍ବାର ୧୯୫୬ରୁ ୧୯୬୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୦ରୁ ୧୯୫୨ ପର୍ଯ୍ୟନ୍ତ ସେ କେନ୍ଦ୍ର ଶିଳ୍ପ, ବାଣିଜ୍ୟ ଓ ଯୋଗାଣ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୫-୫୬ରେ ସେ ବମ୍ବେ ରାଜ୍ୟର ରାଜ୍ୟପାଳ ହେବାର ସୌଭାଗ୍ୟ ଲାଭ କରିଥିଲେ । ୧୯୬୨ରେ ସେ ଅପ୍ରତିଦ୍ୱନ୍ଦୀ ଭାବେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୬ରେ ସେ କଂଗ୍ରେସ ଦଳ ଛାଡିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାରେ ସେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଗଡ଼ଜାତ ମିଶ୍ରଣ, ଭୁବନେଶ୍ୱରରେ ନୂଆ ରାଜଧାନୀ ପ୍ରତିଷ୍ଠା, ଓଡ଼ିଶା ଟେକ୍ସଟାଇଲ ମିଲ ପ୍ରତିଷ୍ଠା, କଟକ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା, ବାରବାଟୀ ଷ୍ଟାଡିୟମ ନିର୍ମାଣ ଓ ହୀରାକୁଦ ବନ୍ଧ ନିର୍ମାଣରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ଓଡ଼ିଶା ଅଲମ୍ପିକ ଆସୋସିଏସନର ସେ ଥିଲେ ପ୍ରତିଷ୍ଠାତା ସଭାପତି । ୧୯୨୩ ମସିହାରେ ସେ ସାପ୍ତହିକ ଖବରକାଗଜ [[ପ୍ରଜାତନ୍ତ୍ର]] ପ୍ରତିଷ୍ଠା କରିଥିଲେ, ଯାହା ଏବେ ଦୈନିକ ପ୍ରକାଶ ପାଉଛି । <ref>ପ୍ରମେୟ ୨୧/୧୧/୨୦୧୪ ପୃଷ୍ଠା ୨</ref> ତାଙ୍କଦ୍ୱାରା ସାହିତ୍ୟ ପତ୍ରିକା [[ଝଙ୍କାର (ପତ୍ରିକା) | ଝଙ୍କାରର]] ପ୍ରତିଷ୍ଠା ଓ "ବିଷୁବ ମିଳନ" ଆୟୋଜନ ଓଡ଼ିଆ ସାହିତ୍ୟକୁ ପ୍ରଗତି ପଥରେ ନେଇଛି । <ref>ପ୍ରମେୟ ୨୧/୧୧/୨୦୧୪ ପୃଷ୍ଠା ୯ରେ ପ୍ରକାଶିତ ଲେଖା "ଗଣବଦ୍ୟ ଡ଼ ମହତାବ"</ref>
 
== ରଚନାବଳୀ ==
{{Col-begin}}
{{Col-break}}
=== ଉପନ୍ୟାସ ===
* ନୂତନ ଧର୍ମ
୫୬ କ ଧାଡ଼ି:
=== ଗଳ୍ପ ସଂକଳନ ===
* ସ୍ୱର୍ଗରେ ଏମର୍ଜେନ୍ସୀ
=== ଆତ୍ମଜୀବନୀ ===
* ସାଧନାର ପଥେ
 
{{Col-break}}
=== କବିତା ସଂକଳନ ===
* ଚାରି ଚକ୍ଷୁ
Line ୬୪ ⟶ ୬୮:
* ରାଜାରାଣୀ
* ଛାୟାପତର ଯାତ୍ରୀ
=== ଆତ୍ମଜୀବନି ===
* ସାଧନାର ପଥେ
=== ଶିଶୁ ସାହିତ୍ୟ ===
* ବିଷ୍ଣୁପୁରର ଭିତିରିକଥା
* ଗଣେଶଙ୍କ ପାଠପଢା
{{Col-end}}
 
=== ଅନ୍ୟାନ୍ୟ ===
{{Divdiv col|colwidth=320em}}
* ଆତ୍ମଦାନ <!-- ballad -->
* ରୂପାନ୍ତର
Line ୯୩ ⟶ ୯୫:
* ଗାଁ ମଜଲିସ (୪ ଖଣ୍ଡ)
* ଆଧୁନିକତା
{{Div col end}}
 
== ପୁରସ୍କାର ଓ ସମ୍ମାନ ==
ସେ [[ଓଡ଼ିଶା ସାହିତ୍ୟ ଏକାଡେମୀ]] ଓ [[ସଂଗୀତ ନାଟକ ଏକାଡେମୀ]]ର ସଭାପତି ଭାବେ ଅନେକ ଥର ନିର୍ବାଚିତ ହୋଇଥିଲେ । ତାଙ୍କୁ ଆନ୍ଧ୍ର ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ ଉପାଧି ଦିଆଯାଇଥିଲା, ତାହା ସହିତ [[ଉତ୍କଳ ବିଶ୍ୱବିଦ୍ୟାଳୟ]]ରୁ ଡି.ଲିଟ. ଓ ଆଇନରେ ସାଗର ବିଶ୍ୱବିଦ୍ୟାଳୟରୁ ଡକ୍ଟଟେରେଟ ଉପାଧି ମିଳିଥିଲା ।
* କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୮୩ <ref>{{cite web |title=AKADEMI AWARDS (1955-2020) |url=http://sahitya-akademi.gov.in/awards/akademi%20samman_suchi.jsp#ODIA |publisher=କେନ୍ଦ୍ର ସାହିତ୍ୟ ଏକାଡେମୀ |accessdate=19June 2021}}</ref>
 
== ଆଧାର ==
Line ୧୦୫ ⟶ ୧୦୮:
 
{{ଓଡ଼ିଶାର ମୁଖ୍ୟମନ୍ତ୍ରୀ}}
[[ଶ୍ରେଣୀ:{{କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା]](ମୂଳ ରଚନା)}}
 
{{Authority control}}
[[ଶ୍ରେଣୀ:୧୮୯୯ ଜନ୍ମ]]
[[ଶ୍ରେଣୀ:୧୯୮୭ ମୃତ୍ୟୁ]]
[[ଶ୍ରେଣୀ:ଓଡ଼ିଶାର ମୁଖ୍ୟମନ୍ତ୍ରୀ]]
[[ଶ୍ରେଣୀ:କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ସାହିତ୍ୟିକ]]
[[ଶ୍ରେଣୀ:୨ୟ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୪ର୍ଥ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୫ମ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୬ଷ୍ଠ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ]]
[[ଶ୍ରେଣୀ:ଓଡ଼ିଶାର ମୁଖ୍ୟମନ୍ତ୍ରୀ]]
[[ଶ୍ରେଣୀ:ଭଦ୍ରକ ଜିଲ୍ଲାର ଲୋକ]]
[[ଶ୍ରେଣୀ:ବମ୍ବେର ରାଜ୍ୟପାଳ]]
[[ଶ୍ରେଣୀ:ଓଡ଼ିଆ ସାହିତ୍ୟିକ]]
[[ଶ୍ରେଣୀ:କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା]]
[[ଶ୍ରେଣୀ:ଭାରତୀୟ ଜାତୀୟ କଂଗ୍ରେସରୁ ମୁଖ୍ୟମନ୍ତ୍ରୀ]]
[[ଶ୍ରେଣୀ:୨ୟ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୪ର୍ଥ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୫ମ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୬ଷ୍ଠ ଓଡ଼ିଶା ବିଧାନ ସଭାର ସଭ୍ୟ]]