"ଯାଜପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Robot: Interwiki standardization; cosmetic changes
୨୧ କ ଧାଡ଼ି:
}}
 
'''ଯାଜପୁର''' ନଦୀ ଆଉ ପାହାଡ଼ରେ ଭରା ଓଡ଼ିଶାର ଏକ ଜିଲା । ଏହାର ଉତ୍ତର ଦିଗ ରେ [[ଭଦ୍ରକ]] ଜିଲା ଅଛି । ଯାଜପୁରଠାରେ ଥିବା ବିରଜା ମନ୍ଦିର ଓଡ଼ିଶାର ସର୍ବତ୍ର ପରିଚିତ, ଯାଜପୁରକୁ ସେଇଥିପାଇଁ ବିରଜା କ୍ଷେତ୍ର ବୋଲି କୁହାଯାଏ । କେଶରୀ ରାଜାଙ୍କ ଶାସନ କାଳରେ ଏହା [[ଓଡ଼ିଶାର]] ରାଜଧାନୀ ଥିଲା, କାଳକ୍ରମେ [[କଟକ]]କୁ ଉଠିଗଲା [[ଓଡ଼ିଶା]]ର ରାଜଧାନୀ । "ଯାଜପୁର" ଶବ୍ଦ ର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ୍ ୟଜ୍ଞ କରିବା ରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯାଗ କରାଇଥିଲେ ଏବଂ କାନ୍ୟକୁବ୍ଜ ରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା ଓଡିଶା ରେ ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନ କୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ ।
 
==ଦର୍ଶନୀୟ ସ୍ଥାନ==
* [[ଲଳିତଗିରି]]
* [[ରତ୍ନଗିରି]]
* [[ବିରଜା ମନ୍ଦିର]]
 
[[Categoryବିଭାଗ:ଓଡ଼ିଶାର ଜିଲା]]
[[ବିଭାଗ:ଯାଜପୁର ଜିଲା]]
 
"https://or.wikipedia.org/wiki/ଯାଜପୁର"ରୁ ଅଣାଯାଇଅଛି