"ଗୁରୁଦିବସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 117.237.209.198 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Jnanabotଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
ଉପକ୍ରମ ସଜାଣି
୨୪ କ ଧାଡ଼ି:
|date{{#time:Y|next year}} = <!-- only for days that change each year -->
|celebrations =
|observances = ପୂଜା, ବନ୍ଦାପନା
|relatedto =
}}
'''ଗୁରୁଦିବସ''' [[ଭାରତ]]ର ୨ୟ [[ଭାରତର ରାଷ୍ଟ୍ରପତି|ରାଷ୍ଟ୍ରପତି]] [[ସର୍ବପଲ୍ଲୀ ରାଧାକୃଷ୍ଣନ]]ଙ୍କ ଜନ୍ମତିଥିରେ ପାଳିତ ଏକ ବିଶେଷ ଦିବସ ଯାହା ଗୁରୁ ବା ଶିକ୍ଷକମାନଙ୍କୁ ସମ୍ମାନ ଜଣାଇ ଛାତ୍ରଛାତ୍ରୀ ଗଣ ପାଳନ କରନ୍ତି ।
 
'''ଗୁରୁଦିବସ''' ବା '''ଶିକ୍ଷକ ଦିବସ''' ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଏକ ନିର୍ଦ୍ଦିଷ୍ଟ କ୍ଷେତ୍ରରେ ବା ସମ୍ପ୍ରଦାୟରେ ସେମାନଙ୍କର ବିଶେଷ ଅବଦାନ ନିମନ୍ତେ ସମ୍ମାନ ଦେବା ପାଇଁ ଏହି ଉତ୍ସବ ଆୟୋଜନ କରାଯାଇଥାଏ ।
ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକୃଷ୍ଣନ ଏକାଧାର ଜଣେ ସୁଗୁରୁ ଏବଂ ଛାତ୍ରବତ୍ସଳ ଶିକ୍ଷକ ଥିଲେ । ତାଙ୍କର ଜୀବନ ଶିକ୍ଷାର ବିକାଶରେ ସମର୍ପିତ ଥିଲା । ତାଙ୍କର ଦେହାନ୍ତ ପରେ, ତାଙ୍କର ଜନ୍ମତିଥିକୁ ଗୁରୁଦିବସ ଭାବରେ ପାଳନ କରାଯାଏ ।
 
ଉନବିଂଶ ଶତାବ୍ଦୀରେ ଅନେକ ଦେଶରେ ଶିକ୍ଷକ ଦିବସ ପାଳନ କରିବାର ଧାରଣା ଆରମ୍ଭ ହୋଇଥିଲା । ଅଧିକାଂଶ କ୍ଷେତ୍ରରେ ଜଣେ ସ୍ଥାନୀୟ ଶିକ୍ଷାବିତ୍ କିମ୍ବା ଶିକ୍ଷାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଥିବା ବ୍ୟକ୍ତିଙ୍କ ଅବଦାନକୁ ପାଳନ କରାଯାଇଥାଏ । ଏହି ପ୍ରାଥମିକ କାରଣରୁ ବିଭିନ୍ନ ଦେଶ ଏହି ଦିନକୁ ବିଭିନ୍ନ ତାରିଖରେ ପାଳନ କରିଥାନ୍ତି । ଉଦାହରଣ ସ୍ୱରୂପ, [୨] ଭାରତରେ ଦ୍ୱିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ (ସେପ୍ଟେମ୍ବର ୫) ଜନ୍ମଦିନ ୧୯୬୨ରୁ[୩] ଗୁରୁ ଦିବସ ଭାବେ ପାଳନ କରାଯାଏ । ପାରମ୍ପାରିକ ଭାବରେ ହିନ୍ଦୁମାନଙ୍କ ଦ୍ୱାରା ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଗୁରୁ ପୂର୍ଣ୍ଣିମା ମଧ୍ୟ ପାଳନ କରାଯାଏ । ଆର୍ଜେଣ୍ଟିନା ୧୯୧୫ ମସିହାରୁ ସେପ୍ଟେମ୍ବର ୧୧ରେ ଡୋମିଙ୍ଗୋ ଫାଉଷ୍ଟିନୋ ସାର୍ମିଏଣ୍ଟୋଙ୍କ ମୃତ୍ୟୁ ଦିବସକୁ ଶିକ୍ଷକ ଦିବସ ଭାବରେ ପାଳନ କରିଆସୁଛି ।
କେତେକ ଦେଶରେ [[ଶିକ୍ଷକ]]<nowiki/>ମାନଙ୍କୁ ସମ୍ମାନ ଜଣାଇ ଅଲଗା ଅଲଗା ଦିନରେ ଏହି ଦିବସ ପାଳନ କରାଯାଇଥାଏ । ସାରା ପୃଥିବୀରେ [[ବିଶ୍ୱ ଶିକ୍ଷକ ଦିବସ]] ଅକ୍ଟୋବର ୫ରେ ପାଳନ କରାଯାଇଥାଏ । [[ଇଉନେସ୍କୋ]]ଦ୍ୱାରା ଗୁରୁମାନଙ୍କର ଗୁରୁତ୍ୱ ଅନୁଭବ କରିବା ଓ ସେମାନଙ୍କୁ ବିଶେଷ ସମ୍ମାନ ଦେବା ପାଇଁ ଏହି ଦିବସ ସାରା ପୃଥିବୀରେ ପାଳିତ ହୋଇଥାଏ ।<ref>[http://www.unesco.org/en/teacher-education/advocacy/world-teachers-day/ World Teachers’ Day, October 5]</ref>
 
== lipu ==
ଶିକ୍ଷକ ଦିବସ ଅନେକ ଦେଶରେ ୨୦ଶ ଶତକ ପରେ ସ୍ୱାଧୀନ ଭାବରେ ପାଳିତ ହେବା ଆରମ୍ଭ ହେଲା । [[ଆର୍ଜେଣ୍ଟିନା]]ରେ ଏହା [[ଡୋମିନିଙ୍ଗୋ ଫଷ୍ଟିନୋ ସାର୍ମେଣ୍ଟିନୋ]]<!--[[Domingo Faustino Sarmiento]]-->ଙ୍କ ଦେହାନ୍ତ ତାରିଖ ସେପ୍ଟେମ୍ବର ୧୯୧୫ ଠାରୁ<ref>[http://www.jardindeinfantesdfs.com.ar/historia.htm#El%20Maestro%20Argentino:%20Domingo%20F.%20Sarmiento Historia]</ref> ପାଳନ କରୁଥିବା ବେଳେ [[ଭାରତ]]ରେ ବିଶିଷ୍ଟ ଶିକ୍ଷାବିଦ ଓ ପୁର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମତିଥିରେ ୧୯୬୨ ମସିହାଠାରୁ ପାଳିତ ହୋଇଆସୁଅଛି <ref>http://www.indianchild.com/teachers_day_india.htm.</ref>)
 
== ପାଳନ ==
ଏହି ଦିନ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ଛାତ୍ରମାନେ ଶିକ୍ଷକ ମାନଙ୍କୁ ବନ୍ଦାପନା କରିଥାନ୍ତି । "ଗୁରୁବ୍ରହ୍ମା, ଗୁରୁ ବିଷ୍ଣୁ,ଗୁରୁଦେବ ମହେଶ୍ବର, ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈ ଶ୍ରୀଗୁରବେ ନମଃ" ବୋଲି ଗୁରୁବନ୍ଦନା କରାଥାନ୍ତି । ବିଦ୍ୟାଳୟଗୁଡ଼ିକୁ ବାଦଦେଇ ବାକି ସରକାରୀ ଓ ବେସରକାରୀ ସବୁରେ ଏହି ଦିନ ଏକ ଛୁଟି ଦିନ ଭାବରେ କାମରୁ ବିରତି ନେଇଥାନ୍ତି ।
 
== ଆଧାର ==
"https://or.wikipedia.org/wiki/ଗୁରୁଦିବସ"ରୁ ଅଣାଯାଇଅଛି