"ଗୁରୁଦିବସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) ଉପକ୍ରମ ସଜାଣି |
Psubhashish (ଆଲୋଚନା | ଅବଦାନ) ଆଧାର + |
||
୩୦ କ ଧାଡ଼ି:
'''ଗୁରୁଦିବସ''' ବା '''ଶିକ୍ଷକ ଦିବସ''' ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଏକ ନିର୍ଦ୍ଦିଷ୍ଟ କ୍ଷେତ୍ରରେ ବା ସମ୍ପ୍ରଦାୟରେ ସେମାନଙ୍କର ବିଶେଷ ଅବଦାନ ନିମନ୍ତେ ସମ୍ମାନ ଦେବା ପାଇଁ ଏହି ଉତ୍ସବ ଆୟୋଜନ କରାଯାଇଥାଏ ।
ଉନବିଂଶ ଶତାବ୍ଦୀରେ ଅନେକ ଦେଶରେ ଶିକ୍ଷକ ଦିବସ ପାଳନ କରିବାର ଧାରଣା ଆରମ୍ଭ ହୋଇଥିଲା । ଅଧିକାଂଶ କ୍ଷେତ୍ରରେ ଜଣେ ସ୍ଥାନୀୟ ଶିକ୍ଷାବିତ୍ କିମ୍ବା ଶିକ୍ଷାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଥିବା ବ୍ୟକ୍ତିଙ୍କ ଅବଦାନକୁ ପାଳନ କରାଯାଇଥାଏ । ଏହି ପ୍ରାଥମିକ କାରଣରୁ ବିଭିନ୍ନ ଦେଶ ଏହି ଦିନକୁ ବିଭିନ୍ନ ତାରିଖରେ ପାଳନ କରିଥାନ୍ତି । ଉଦାହରଣ ସ୍ୱରୂପ,
୧୯୯୪ରେ ୟୁନେସ୍କୋ ଦ୍ୱାରା ସ୍ଥାପିତ ବିଶ୍ୱ ଶିକ୍ଷକ ଦିବସ ସହିତ ମିଳିତ ଭାବରେ ଅନେକ ଦେଶ ଅକ୍ଟୋବର ୫ ତାରିଖରେ ସେମାନଙ୍କର ଶିକ୍ଷକ ଦିବସ ପାଳନ କରନ୍ତି ।<ref>{{Cite web|url=https://en.unesco.org/themes/teachers/world-teachers-day|title=World Teachers' Day - 5 October 2017|website=UNESCO|language=en|access-date=2018-09-05}}</ref>
== ଆଧାର ==
|