"ଉପେନ୍ଦ୍ର ଭଞ୍ଜ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 2401:4900:18E1:3BC:0:0:23B:C4DD (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Ssgapu22ଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
ଟିକେNo edit summary
୧୯ କ ଧାଡ଼ି:
|honorific_suffix=ବୀରବର|language=[[ଓଡ଼ିଆ]]|relatives=[[ଧନଞ୍ଜୟ ଭଞ୍ଜ]]|movement=[[ରୀତି ଯୁଗ]]|subject=ପୁରାଣ ଆଧାରିତ ବା କାଳ୍ପନିକ କାବ୍ୟ|genre=[[କାବ୍ୟ ସାହିତ୍ୟ]]|pseudonym=ଯୁବ ଭଞ୍ଜ (ଦଶପୋଇ)}}
 
କବି ସମ୍ରାଟ '''ଉପେନ୍ଦ୍ର ଭଞ୍ଜ''' (୧୬୭୦<ref name=":0">ଓଡ଼ିଆ ଗୀତିକାବ୍ୟ ସଙ୍କଳନ, ସଂକଳନ ଓ ସମ୍ପାଦନା : ଜାନକୀ ବଲ୍ଲଭ ମହାନ୍ତି । ଓଡ଼ିଶା ସାହିତ୍ୟ ଏକାଡେମୀ, ୧୯୭୭ ।</ref> - ୧୭୪୦, ଅନ୍ୟମତେ ୧୭୨୦<ref name=":0" />) ଷୋଡ଼ଶ ଶତାବ୍ଦୀରେଜଣେ ପୁରାତନ ରାଜଶାସିତ [[ଭଞ୍ଜନଗର|ଘୁମୁସୁର]]ର [[କୁଲାଡ଼]]ଠାରେ ଜନ୍ମିତ ରୀତିଯୁଗର ଜଣେ ଭାରତୀୟ-[[ଓଡ଼ିଆ ଭାଷା|ଓଡ଼ିଆ]] କବି ଥିଲେ ।<ref>{{cite web |title=ଜିଲ୍ଲା ସମ୍ବନ୍ଧରେ |url=https://ganjam.nic.in/od/%E0%AC%9C%E0%AC%BF%E0%AC%B2%E0%AD%8D%E0%AC%B2%E0%AC%BE-%E0%AC%B8%E0%AC%AE%E0%AD%8D%E0%AC%AC%E0%AC%A8%E0%AD%8D%E0%AC%A7%E0%AC%B0%E0%AD%87/|title=ଜିଲ୍ଲା ସମ୍ବନ୍ଧରେ|website=ganjam.nic.in |accessdate=13 August 2018}}</ref> ସେ ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ [[ଭଞ୍ଜନଗର|ଘୁମୁସୁର]]ର [[କୁଲାଡ଼]]ଠାରେ ଜନ୍ମିତ ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।<ref name="mansingha">Mansingha, Mayadhar: ''History of Odia Literature'': Publisher, Sahitya Akademi, Delhi</ref>
ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି [[ଓଡ଼ିଆ ସାହିତ୍ୟ]]ରେ ମନୋନିବେଶ କରିଥିଲେ ।<ref>{{cite web |url= http://orissadiary.com/personality/poet/UPENDRA_BHANJA%20.asp |title=KABI SAMRAT UPENDRA BHANJA |work=orissadiary.com |year=2012 |quote=He preferred his entire life to poetry rather than to ruling over a kingdom |accessdate=18 June 2012}}</ref>
 
== ପ୍ରାରମ୍ଭିକ ଜୀବନ ==
=== ଜନ୍ମ ===
ଉପେନ୍ଦ୍ର ଭଞ୍ଜ ଆଧୁନିକ [[ଗଞ୍ଜାମ ଜିଲ୍ଲା|ଗଞ୍ଜାମ ଜିଲ୍ଲାର]]ରେ ଭଞ୍ଜନଗର ଅଞ୍ଚଳରେ ଗୁମୁସର (ଘୁମୁସର) ବୋଲିନାମକ ଗୋଟିଏପ୍ରାଚୀନ ରାଜ୍ୟରାଜ୍ୟରେ ଥିଲାନୀଳକଣ୍ଠ ଏବଂଭଞ୍ଜଙ୍କ ସେହିଜୈଷ୍ଠପୁତ୍ର ରାଜ୍ୟରେଭାବେ ୧୬୮୦ ଖ୍ରୀଷ୍ଟାବ୍ଦର କୁଲାଡଗଡ଼ରେ ଜନ୍ମନେଇଥିଲେ । ଘୁମୁସରରେ ଭଞ୍ଜବଂଶୀୟ ରାଜାମାନେ ରାଜ୍ୟଶାସନରାଜାମାନେ ଶାସନ କରୁଥିଲେ । ସେମାନଙ୍କ ମଧ୍ୟରେ ଧନଞ୍ଜୟ ଭଞ୍ଜ (ପ୍ରତାପ ଧନଞ୍ଜୟ) ବୋଲି ଜଣେ ରାଜା ଥିଲେ । ସେ ଜଣେ କବି ଓ ଶାସକ ଥିଲେ।ଥିଲେ । ସେ ''ରଘୁନାଥ ବିଳାସ'', ''ତ୍ରିପୁର ସୁନ୍ଦରୀ'', ''ଇଚ୍ଛାବତୀ'', ''ମଦନମଞ୍ଜରୀ'' ଆଦି କାବ୍ୟମାନ ରଚନା କରିଥିଲେ।କରିଥିଲେ । ଧନଞ୍ଜୟ ଓ ତାଙ୍କ ରାଣୀ ମଣ୍ଡାଦେବୀଙ୍କ ଗର୍ଭରୁ ଜନ୍ମ ନେଇଥିଲେ ଉପେନ୍ଦ୍ର ଭଞ୍ଜଙ୍କ ପିତା ନୀଳକଣ୍ଠ ଭଞ୍ଜ । ଘୁମୁସରର ରାଜାମାନେ ଯେଉଁ କେତେଗୁଡିଏ ଦୁର୍ଗ ଗଢ଼ିଥିଲେ ତା' ମଧ୍ୟରେ ଗୁମୁସରଗଡ଼, ଅନ୍ଧାରଗଡ଼, ଦୁର୍ଗାପ୍ରସାଦଗଡ଼, କୁଲାଡଗଡ଼ ପ୍ରଧାନ । କୁଲାଡଗଡ଼ ଦୁର୍ଗମଧ୍ୟରେ ନୀଳକଣ୍ଠ ଭଞ୍ଜଙ୍କଭଞ୍ଜ ପୁଅବାସ ହେଉଛନ୍ତିକରୁଥିଲେ । ଉପେନ୍ଦ୍ର ଭଞ୍ଜ ତାଙ୍କର ''ବୈଦେହୀଶ ବିଳାଶ'' କାବ୍ୟଗ୍ରନ୍ଥରେ ନିଜର ପିତୃପରିଚୟ ଦେଇ ଲେଖିଥିଲେ: {{Quote|<poem>
ବରହିବଂଶେ ଉଦ୍ଭବ ନୃପ-ଧନଞ୍ଜୟ ।
ବିଶିଷ୍ଟେ ଘୁମୁସରଅଧିପ ଗୁଣାଳୟ ଯେ ।୪୭।
୩୩ କ ଧାଡ଼ି:
ବୀରବର ପଦ ଉପଇନ୍ଦ୍ର ମୋର ନାମ ।
ବାରେ ବାରେ ସେବାରେ ମନାଇଁ ସୀତାରାମ ଯେ ।୫୦।
</poem>|ଦ୍ୱିପଞ୍ଚାଶତ ଛାନ୍ଦ, [[ବୈଦେହୀଶ ବିଳାସ]]}}
</poem>|ଦ୍ୱିପଞ୍ଚାଶତ ଛାନ୍ଦ, [[ବୈଦେହୀଶ ବିଳାସ]]}}ଘୁମୁସରର ରାଜାମାନେ ଯେଉଁ କେତେଗୁଡିଏ ଦୁର୍ଗ ଗଢ଼ିଥିଲେ, ତା ମଧ୍ୟରେ ଗୁମୁସରଗଡ଼, ଅନ୍ଧାରଗଡ଼, ଦୁର୍ଗାପ୍ରସାଦଗଡ଼, କୁଲାଡଗଡ଼ ପ୍ରଧାନ । କୁଲାଡଗଡ଼ ଦୁର୍ଗମଧ୍ୟରେ ନୀଳକଣ୍ଠ ଭଞ୍ଜ ବାସ କରୁଥିଲେ । ୧୬୮୦ ଖ୍ରୀଷ୍ଟାବ୍ଦର କୁଲାଡଗଡ଼ରେ ରାଜା ନୀଳକଣ୍ଠ ଭଞ୍ଜଙ୍କର ପୁଅଟିଏ ଜନ୍ମ ହେଲା ଯାହାର ନାମକରଣ କରାଗଲା "ଉପେନ୍ଦ୍ର ଭଞ୍ଜ" ।
 
=== ବଂଶାବଳୀ ===
 
<br/>
<center>
{{chart/start}}
Line ୭୬ ⟶ ୭୪:
 
=== ବାଲ୍ୟଶିକ୍ଷା ===
ଉପେନ୍ଦ୍ରଙ୍କର ବାଲ୍ୟଶିକ୍ଷା ଚାହାଳୀରେ ଆରମ୍ଭ ହୋଇଥିଲା । ବାପା ନୀଳକଣ୍ଠ ଓ ଜେଜେ ଧନଞ୍ଜୟଙ୍କଠାରୁ ସେ ବିଭିନ୍ନ ଶାସ୍ତ୍ର ପଢ଼ିଥିଲେ । ଧନଞ୍ଜୟ ଭଞ୍ଜ ଜଣେ କବି ହୋଇଥିବାରୁ ତାଙ୍କ ଦରବାରକୁ ଅନେକ କବି, ପଣ୍ଡିତ, ସାଧୁସନ୍ଥ ବିଭିନ୍ନ ସମୟରେ ଆସୁଥିଲେ ଓ ସେଠାରେ ରହି ସାହିତ୍ୟ ସଙ୍ଗୀତ ବିଷୟରେ ଚର୍ଚ୍ଚା କରୁଥିଲେ । ଉପେନ୍ଦ୍ର ମଧ୍ୟ ଜେଜେଙ୍କ ପାଖରେ ବସି ସେଗୁଡିକ ଶୁଣୁଥିଲେ ଓ ଧୀରେ ଧୀରେ ସେମାନଙ୍କଦ୍ୱାରା ପ୍ରଭାବିତ ହୋଇ ସେ ଶାସ୍ତ୍ରମାନ ଆୟତ୍ତ କରିଥିଲେ । ଚାହାଳୀରେ ପଢୁଥିବା ସମୟରେ ଉପେନ୍ଦ୍ର କବିତା ଲେଖିବା ଆରମ୍ଭ କରି ଦେଇଥିଲେ ଯାହା ଜେଜେ ଧନଞ୍ଜୟ ବେଶ୍ ପସନ୍ଦ କରିଥିଲେ ଓ ନାତିକୁ ଆହୁରି ଲେଖିବାକୁ ପ୍ରେରଣା ଦେଲେ । ଉପେନ୍ଦ୍ର ଯାହା ଯେତେବେଳେ ଲେଖୁଥିଲେ ଜେଜେଙ୍କୁ ନେଇ ଦେଖାଉଥିଲେ ଓ ତାଙ୍କର ପରାମର୍ଶ ନେଉଥିଲେ । ସେ ଜେଜେଙ୍କୁ ନିଜର କାବ୍ୟଗୁରୁ ଭାବରେ ବିଚାର କରି ନିଜ ସାଧନାରେ ଆଗେଇ ଯାଉଥିଲେ ।
 
ରାଜା ଧନଞ୍ଜୟଙ୍କ ଦରବାରକୁ ଥରେ ରଘୁନାଥ ନାମରେ ଜଣେ ସିଦ୍ଧପୁରୁଷ ସନ୍ୟାସୀ ଅସିଥିଲେ । ସେ ଉପେନ୍ଦ୍ରଙ୍କର ପାଠପଢ଼ା ଓ କବିତା ଲେଖିବାର ଆଗ୍ରହ ଦେଖି ତାଙ୍କୁ "ତାରକ ମନ୍ତ୍ର" ବୋଲି ଏକ ସିଦ୍ଧ ମନ୍ତ୍ର ଶିଖାଇ ଏହାକୁ କେମିତି ସାଧନା କରିବାକୁ ହେବ ବତାଇଦେଲେ । ମନ୍ତ୍ରଟି ଶିଖିବା ପାଇଁ ଉପେନ୍ଦ୍ର କୁଲାଡ଼ଗଡ଼ ଛାଡ଼ି ଅଳ୍ପ ଦୂରରେ ଥିବା ଏକ ନିର୍ଜନ ସ୍ଥାନକୁ ଚାଲିଗଲେ । ହିଂସ୍ରଜନ୍ତୁପୂର୍ଣ୍ଣ ଓ ପାହାଡ ପର୍ବତଘେରା ସେହି ସ୍ଥାନରେ ଗୋଟିଏ ଗୁମ୍ଫା ଭିତରେ ବସି କିଛିଦିନ ଗୁରୁମନ୍ତ୍ର ସାଧନା କରିବାପରେ ସିଦ୍ଧିଲାଭ କରି ସେ ରାଜପ୍ରସାଦକୁ ଫେରି ଆସିଲେ । ସେହି ସ୍ଥାନଟି ଏବେ "ବାଘବଲି" ଓ "ଡାମଣ ଝୋଲି" ନାମରେ ପରିଚିତ ।
Line ୮୫ ⟶ ୮୩:
 
=== ବିବାହ ===
୧୮ ବର୍ଷ ବୟସରେ ଉପେନ୍ଦ୍ରଙ୍କର ବିବାହ ନୟାଗଡ଼ ରାଜା ପୁରୁଷୋତ୍ତମ ମାନ୍ଧାତାଙ୍କ ଭଉଣୀ ଲାବଣ୍ୟବତୀଙ୍କ ସହ ସମ୍ପନ୍ନ ହେଲା । ଲାବଣ୍ୟବତୀ ସୁନ୍ଦରୀ, ବୁଦ୍ଧିମତୀ ଓ ସସ୍କୃତ ସାହିତ୍ୟରେ ନିପୁଣ ଥିଲେ । କୁଲାଡ଼ଗଡ ପାଖରେ ଅନ୍ଧାରଗଡ ବୋଲି ଦୂର୍ଗଟିଏ, ପାହାଡ଼ ଓ ସବୁଜିମା ଭରା ଜଙ୍ଗଲଦ୍ୱାରା ଘେରି ରହିଥିଲା । ଉପେନ୍ଦ୍ର ସେହି ସ୍ଥାନକୁ ସବୁବେଳେ ଏକୁଟିଆ ଚାଲିଯାଉଥିଲେ ଏବଂ କିଛିଦିନ ସେଠାରେ ରହିବା ପରେ ଫେରି ଆସୁଥିଲେ । ଥରେ ଉପେନ୍ଦ୍ର ସେହି ସ୍ଥାନକୁ ଯାଇ ବହୁଦିନ ପର୍ଯ୍ୟନ୍ତ ରାଜଉଆସକୁ ଫେରିଲେ ନାହିଁ । ଏଣେ ରାଜପ୍ରାସାଦରେ ଲାବଣ୍ୟବତୀ ବ୍ୟସ୍ତ ହୋଇପଡିଲେ ଓ ପତିଙ୍କୁ ଖୋଜି ଆଣିବା ପାଇଁ ଦୂତଟିଏ ପଠାଇଲେ । ଦୂତଟି ଗଡ଼ ଭିତରକୁ ନଯାଇ ଅଳ୍ପବାଟରୁ ଫେରି ଆସିଲା ଓ କହିଲା ଯେ ସେ ଗୋଟିଏ ମହାବଳ ବାଘ ଦେଖିଲା । ତା ପାଖରେ ମଣିଷର ରକ୍ତାକ୍ତ ଶବ ପଡିଥିବାର ଦେଖି ଭୟରେ ଫେରି ଆସିଲା । ଦୂତଠାରୁ ଏପରି ଖବର ଶୁଣି ଲାବଣ୍ୟବତୀ ଧୈର୍ଯ୍ୟ ଧରି ରହି ପାରିଲେ ନାହିଁ, ତାଙ୍କର ସଙ୍ଗେ ସଙ୍ଗେ ଚେତା ବୁଡିଗଲା ଓ ଚାହୁଁ ଚାହୁଁ ତାଙ୍କର ପ୍ରାଣବାୟୁ ଉଡିଗଲା । କିଛିଦିନ ପରେ ଉପେନ୍ଦ୍ର ରାଜପୁରକୁ ଫେରିଲା ପରେ ପତ୍ନୀ ଲାବଣ୍ୟବତୀଙ୍କ ସ୍ୱର୍ଗବାସ କଥା ଜାଣି ବହୁତ ମର୍ମାହତ ହେଲେ ।
ଉପେନ୍ଦ୍ରଙ୍କ ଶଳାଭାଉଜ ଶୋଭବତୀଙ୍କର କୋଟି ବ୍ରହ୍ମାଣ୍ଡ ସୁନ୍ଦରୀ ବୋଲି ଜଣେ ସୁନ୍ଦରୀ ଓ ବୁଦ୍ଧିମତୀ ଭଉଣୀଟିଏ ଥିଲେ, ତାଙ୍କ ସହିତ ଉପେନ୍ଦ୍ରଙ୍କ ଦ୍ୱିତୀୟଥର ବିବାହ ଉତ୍ସବ ଅନୁଷ୍ଠିତ ହେଲା । କୋଟି ବ୍ରହ୍ମାଣ୍ଡ ସୁନ୍ଦରୀ ଉପେନ୍ଦ୍ରଙ୍କୁ କାବ୍ୟ ଲେଖିବାରେ ସାହାଯ୍ୟ କରୁଥିଲେ, ତାଙ୍କର ପରାମର୍ଶରେ ଉପେନ୍ଦ୍ର ମଧ୍ୟ ନିଜର କାବ୍ୟକବିତାକୁ ସଂଶୋଧନ କରି ଆହୁରି ଉନ୍ନତି କରିବାରେ ସମର୍ଥ ହେଉଥିଲେ ।
 
Line ୧୧୦ ⟶ ୧୦୮:
ଉପେନ୍ଦ୍ର ଭଞଙ୍କ ପୂର୍ବବର୍ତ୍ତୀ କବିମାନେ ତତ୍କାଳିନ ପାଠକମାନଙ୍କର ପସନ୍ଦକୁ ଅନୁସାରେ କେବଳ ରାଧାକୃଷ୍ଣଙ୍କ ଉପରେ ବର୍ଣିତ କାବ୍ୟକବିତା ଲେଖିଥିଲେ । ଉପେନ୍ଦ୍ର ପ୍ରଥମ କରି ଓଡ଼ିଆ ସାହିତ୍ୟରେ ସୀତାରାମଙ୍କୁ ନେଇ କାବ୍ୟ ଲେଖିଲେ । ନୂଆ ପ୍ରକାରର କାବ୍ୟ ରସାମୃତ ପରିବେଷଣ ହେବା ଫଳରେ ସେତେବେଳର ସମାଜରେ ତାହା ବେଶ୍ ଅଲୋଡନ ସୃଷ୍ଟି କରିବା ସହିତ ପାଠକମାନଙ୍କଦ୍ୱାରା ଆଦରଲାଭ ମଧ୍ୟ କଲା । ନିଜର ଆରାଧ୍ୟ ଠାକୁର ରାମସୀତାଙ୍କ ଲୀଳା ବର୍ଣ୍ଣନା କରିବାରେ ତାଙ୍କର ଲେଖନୀ ଚଳଚଞ୍ଛଳ ହୋଇ ଉଠିଲା । ନିପୁଣ ଭାବରେ ସେ ରାମସୀତା ଚରିତ ବିଭିନ୍ନ ଛନ୍ଦରେ ମାଳଟିଏ ଗୁନ୍ଥିଥିଲେ କହିଲେ ଅତ୍ୟୁକ୍ତି ହେବନାହିଁ । ସାଧାରଣ ପାଠକଟିଏ ଏହି କାବ୍ୟଟି ପଢିବାଦ୍ୱାରା ତାର ଆଧ୍ୟାତ୍ମ୍ୟ ଜ୍ଞାନ ବୃଦ୍ଧି ପାଇଲା ।
 
ଉପେନ୍ଦ୍ର ଭଞ୍ଜ ବହୁ ଶାସ୍ତ୍ର ପଢିଥିଲେ, ଯାହାଫଳରେ ସେଗୁଡିକ ନିଜ କାବ୍ୟକବିତାରେ ପ୍ରୟୋଗ କରିବାରେ ସଫଳ ହୋଇପାରିଥିଲେ । ତାଙ୍କ ପୁର୍ବରୁ ଯେଉଁ କାବ୍ୟକବିତା ଲେଖା ହୋଇଥିଲା ସେଥିମଧ୍ୟରୁ ଅଧିକାଂଶ ସଂସ୍କୃତରେ ଲେଖା ହୋଇଥିଲା । ତେଣୁ ଓଡ଼ିଆ ଭାଷୀ ଲୋକମାନଙ୍କ ପକ୍ଷରେ ବୁଝିବା ଟିକେ କଷ୍ଟ ହୋଇପଡୁଥିଲା । ତାଛଡା ସଂସ୍କୃତ ଅଳଙ୍କାରକୁ ନେଇ ଓଡ଼ିଆ କାବ୍ୟରେ ପ୍ରୟୋଗ କରିବାରେ ଉପେନ୍ଦ୍ର ଥିଲେ ପ୍ରଥମ ଓ ସିଦ୍ଧହସ୍ତ । ତାଙ୍କ ରଚନାବଳୀରେ ଯେଉଁ ବହୁଳ ଶବ୍ଦ ଭଣ୍ଡାରର ପ୍ରୟୋଗ ହୋଇଛି, ତାହା ମଧ୍ୟ ପଢିଲେ ଆଶ୍ଚର୍ଯ଼୍ୟ ଲାଗେ । ବିଭିନ୍ନ ଛନ୍ଦ ଓ ବୃତ୍ତର ବ୍ୟବହାର କରିବାଦ୍ୱାରା ତାଙ୍କ କାବ୍ୟଗୁଡିକ ସଙ୍ଗୀତ ଜଗତରେ ଏକ ଉଜ୍ୱଳ ମଣିତୁଲ୍ୟ ଶୋଭାପାଉଛି । କବି ସମାଜରେ ଉପେନ୍ଦ୍ର ଭଞଙ୍କ ସ୍ଥାନ ସମସ୍ତଙ୍କଠାରୁ ବହୁ ଉଚ୍ଚରେ ରହିଲା । ସମସ୍ତ ଶାସ୍ତ୍ରରେ ପାଣ୍ଡିତ୍ୟ ଅର୍ଜନ କରି କାବ୍ୟମାନ ଲେଖିଥିବାରୁ ଆଜି ସେ ବାସ୍ତବରେ କବି ସମ୍ରାଟ ଭାବରେ ସବୁଆଡେ ପରିଚିତ ।<ref>ଗୌରୀକୁମାର ବ୍ରହ୍ମା, ଭଞ୍ଜ ଭୂମିକା</ref>
 
== ରଚନାବଳୀ==