"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
ଟିକେ (2409:4062:2105:4D32:1A51:572D:C667:744D (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ 2409:4062:2105:4D32:1C37:BF70:AAB0:49E9ଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା)
ଟ୍ୟାଗ: Rollback
No edit summary
ପିତା ପଦଲାମ ନାୟକ ଓ ମାତା ସମାରି ନାୟକ ଥିଲେ ।
ସହୀଦ ଲକ୍ଷ୍ମଣ ନାୟକ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ନାୟକ ଓ ସାନଭାଇ ଧନ ନାୟକ ।
ତାଙ୍କ ପିତା ପଦଲମପଦଲାମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦରପଦରେ ନିୟୁକ୍ତନିଯୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା, ସାନଗୁମ୍ମା, ବେଜୁଣୀଗୁଡା, ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ କରିବା ।
 
ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ:
 
ନିକଟରେ କୌଣସି ବିଦ୍ୟାଳୟ ନ ଥିବାରୁ କୋଲାବ ନଦୀ କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲାମଙ୍କ ଠାରୁ ଅକ୍ଷର ଶିକ୍ଷା କରିଥିଲେ ସହୀଦ ଲକ୍ଷ୍ମଣ ନାୟକ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ, ପରଜା, ଗାଦବା ଭାଷା ମିଶାମିଶି ଦେଶୀୟଦେଶିଆ ଭାଷା କହୁଥିଲେ । ଲକ୍ଷ୍ମଣ ନାୟକ ଉଭୟ ଦେଶୀୟଦେଶିଆ ଓ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟାନଙ୍କଭୁମିୟା ଙ୍କ କନ୍ୟା ମଙ୍ଗୁଳି ଭୁମିଆଙ୍କୁ ବିବାହ କରିଥିଲେ ।
ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ତିଶାରିଦିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଛି ଆଦିବାସୀ ମାନଙ୍କ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ, ଫୁଙ୍କଣ ଆଦି କରିବାକୁ ପଡେ । ତିଶାରିଦିଶାରି ବୃତ୍ତି ହେଉଚିହେଉଛି ଦେବାରଧନାଦେବାରାଧନା ବା ପୂଜକର ଦାୟିତ୍ୱ ।
 
୧୯୩୦ ମସିହାରେ ପିତା ପଦଲାମ ବୟସାଧିକ୍ୟ କାରଣରୁ ଅବସର ନେବାପରେ ଲକ୍ଷ୍ମଣ ନାୟକଙ୍କୁ ଜୟପୁର ରାଜାଙ୍କ ନିକଟେରେ ମୁସ୍ତାଦାର୍ ଭାବରେ ନିୟୁକ୍ତି କରାଯାଇଥିଲା । ଏହାପରେ ସେ ଲକ୍ଷ୍ମଣ ଭୁମିୟାରୁ ଲକ୍ଷ୍ମଣ ନାୟକ ଭାବରେ ପରିଚିତ ହୋଇଥିଲେ ।
ବେନାମି ସଭ୍ୟ