"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ପିଲାବେଳ ଓ ଛାତ୍ରାବସ୍ଥା: Tap on a clip to paste it in the text box.Welcome to Gboard clipboard, any text that you copy will be saved here.Touch and hold a clip to pin it. Unpinned clips will be deleted after 1 hour.Use the edit icon to pin, add or delete clips.Welcome to Gboard clipboard, any text that you copy will be saved here.Jura Mein Gajra |Nagpuri Song 2021 Full Video | Vi...ଉତ୍କଳମଣି ଗୋପବନ୍ଧୁ ଦାଶ
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ 2401:4900:313D:9130:0:33:F79E:3201 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ 117.237.242.135ଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
୩୦ କ ଧାଡ଼ି:
}}
 
'''ଗୋପବନ୍ଧୁ ଦାସ''' (୯ ଅକ୍ଟୋବର ୧୮୭୭ - ୧୭ ଜୁନ ୧୯୨୮) ଉତ୍କଳମଣି (ଓଡ଼ିଶାର ମଣି) ନାମରେ ଖ୍ୟାତ । [[ଓଡ଼ିଶା]]ର ଜଣେ ସ୍ୱାଧିନତା ସଂଗ୍ରାମୀ, କବି, ଲେଖକ ଓ ଦୈନିକ ଖବର କାଗଜ [[ସମାଜ (ଖବରକାଗଜ)|ସମାଜ]] ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ ।<ref>http://thesamaja.com/home.php</ref>Kuldeep freefire lover boyz
 
== ପିଲାବେଳ ଓ ଛାତ୍ରାବସ୍ଥା ==
୩୭ କ ଧାଡ଼ି:
 
ପଣ୍ଡିତେ ମାତ୍ର ୧୨ ବର୍ଷ ବୟସରେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ବିବାହ ପରେ ମଧ୍ୟ ସେ ପାଠ ପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ [[କଟକ]]ର [[ରେଭେନ୍ସା ମହାବିଦ୍ୟାଳୟ]]ରେ ଅଧ୍ୟୟନ କଲେ । ଏହି ସମୟରେ ତାଙ୍କର ପିତୃବିୟୋଗ ଘଟିଥିଲା । କଟକରେ ଅଧ୍ୟୟନ ସମୟରେ [[ଓଡ଼ିଆ ଭାଷା]]ର ବିଲୋପ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଗୋପବନ୍ଧୁ, 'କର୍ତ୍ତବ୍ୟ ବୋଧିନୀ ସମିତି' ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କଲେ । ତାଙ୍କର ଆହ୍ୱାନ ଥିଲା, 'ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ ।' [[ରମ୍ଭା]]ଠାରେ ରାମଚନ୍ଦ୍ର ଦାଶ ଓ ଗୋପବନ୍ଧୁଙ୍କ ଉଦ୍ୟମରେ [[ଉତ୍କଳ ସମ୍ମିଳନୀ]]ର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେଲା । ୧୯୦୩ରେ ଉତ୍କଳ ଗୌରବ [[ମଧୁସୂଦନ ଦାସ]]ଙ୍କଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ଗୋପବନ୍ଧୁ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହି ସମୟରେ, ତାଙ୍କର ପ୍ରଥମ ପୁତ୍ରସନ୍ତାନଟିର ମୃତ୍ୟୁ ଘଟିଥିଲା । ଏହିପରି ନାନାଦି ବାଧାବିଘ୍ନ ସତ୍ତ୍ୱେ ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ [[କଲିକତା]]ରେ ବିଏଲ ପଢ଼ିଲେ ।<ref>{{cite web |url= http://www.123orissa.com/person/person.asp?sno=31&cat=f |title=UTKALAMANI PUNDIT GOPABANDHU DAS|first= |last= |work=123orissa.com |quote=He passed his B.A from Revenshaw College in 1904 and later passed B.L. from Calcutta University in 1906. |accessdate=9 October 2012}}</ref> ସେଠାରେ ପ୍ରବାସୀ ଓଡ଼ିଆଙ୍କ ଦୁଃଖଦୁର୍ଦ୍ଦଶାରେ ବ୍ୟଥିତ ହୋଇ, ସେ 'ଓଡ଼ିଆ ଶ୍ରମିକ ସଂଘ' ଓ 'ସାନ୍ଧ୍ୟ ବିଦ୍ୟାଳୟ' ପ୍ରତିଷ୍ଠା କରିଥିଲେ । ଇତି ମଧ୍ୟରେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏପରିକି, ଯେଉଁଦିନ ସେ ବିଏଲ ପାସ କରିଛନ୍ତି ବୋଲି ଖବର ପାଇଥିଲେ, ସେହିଦିନ ତାଙ୍କୁ ନିଜ ପତ୍ନୀଙ୍କର ମୃତ୍ୟୁ ସମ୍ବାଦ ମଧ୍ୟ ମିଳିଥିଲା । ଏତେ ସବୁ ଦୁଃଖ କିନ୍ତୁ ତାଙ୍କୁ ନିଜ କର୍ମରୁ ବିଚ୍ୟୁତ କରିପାରିନଥିଲା । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଯୋଗଦାନ ଅତୁଳନୀୟ ରହିଥିଲା ।
:-ଧୃତି ବଲ୍ଲଭ ପଣ୍ଡା D.J SaRanam vaja vaja My Name is Asiyan Bhiya at Tarkata
 
== କର୍ମଜୀବନ ==