→ବାଲ୍ୟଶିକ୍ଷା
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit |
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit |
||
ରାଜା ଧନଞ୍ଜୟଙ୍କ ଦରବାରକୁ ଥରେ ରଘୁନାଥ ନାମରେ ଜଣେ ସିଦ୍ଧପୁରୁଷ ସନ୍ୟାସୀ ଆସିଥିଲେ । ସେ ଉପେନ୍ଦ୍ରଙ୍କର ପାଠପଢ଼ା ଓ କବିତା ଲେଖିବାର ଆଗ୍ରହ ଦେଖି ତାଙ୍କୁ "ରାମ ତାରକ ମନ୍ତ୍ର" ବୋଲି ଏକ ସିଦ୍ଧ ମନ୍ତ୍ର ଶିଖାଇ ଏହାକୁ କେମିତି ସାଧନା କରିବାକୁ ହେବ ବତାଇଦେଲେ । ମନ୍ତ୍ରଟି ଶିଖିବା ପାଇଁ ଉପେନ୍ଦ୍ର କୁଲାଡ଼ଗଡ଼ ଛାଡ଼ି ଅଳ୍ପ ଦୂରରେ ଥିବା ଏକ ନିର୍ଜନ ସ୍ଥାନକୁ ଚାଲିଗଲେ । ହିଂସ୍ରଜନ୍ତୁପୂର୍ଣ୍ଣ ଓ ପାହାଡ ପର୍ବତଘେରା ସେହି ସ୍ଥାନରେ ଗୋଟିଏ ଗୁମ୍ଫା ଭିତରେ ବସି କିଛିଦିନ ଗୁରୁମନ୍ତ୍ର ସାଧନା କରିବାପରେ ସିଦ୍ଧିଲାଭ କରି ସେ ରାଜପ୍ରସାଦକୁ ଫେରି ଆସିଲେ । ସେହି ସ୍ଥାନଟି ଏବେ "ବାଘବଲି" ଓ "ଡାମଣ ଝୋଲି" ନାମରେ ପରିଚିତ ।
ସାଧନା କରି ଫେରିବା ପରେ ଉପେନ୍ଦ୍ରଙ୍କର ଆଗ ଅପେକ୍ଷା ଆହୁରି କାବ୍ୟ ଲେଖିବା ଓ କାବ୍ୟକବିତା ବିଷୟରେ ଜାଣିବାରେ ଆଗ୍ରହ ବୃଦ୍ଧି ପାଇବାରେ ଲାଗିଲା । କାବ୍ୟ ଆଲୋଚନା ପାଇଁ ସେ ଜେଜେ ଧନଞ୍ଜୟ ଭଞ୍ଜଙ୍କ ସହିତ ସମୟ ବିତାଉଥିଲେ । ଦିନେ ସାହିତ୍ୟ ଆଲୋଚନା ହେଉଥିଲା ବେଳେ ଧନଞ୍ଜୟ ନିଜର ଶ୍ରେଷ୍ଠ କାବ୍ୟ ''ରଘୁନାଥ ବିଳାସ'' ଉପେନ୍ଦ୍ରଙ୍କୁ ଦେଲେ ଓ କିଛି
ରାଣୀ ମଣ୍ଡାଦେବୀ ତାଙ୍କ ପୁଅ ନୀଳକଣ୍ଠଙ୍କୁ ଭଞ୍ଜବଂଶର ରାଜସିଂହାସନରେ ବସାଇବାକୁ ଚାହୁଁଥିଲେ, ତେଣୁ ସେ ଷଡଯନ୍ତ୍ର କରି ଧନଞ୍ଜୟଙ୍କୁ ବିଷ ଦେଇ ହତ୍ୟା କରାଇଲେ । ନୀଳକଣ୍ଠ ଭଞ୍ଜ ରାଜଗାଦିରେ
=== ବିବାହ ===
|