"ଉପେନ୍ଦ୍ର ଭଞ୍ଜ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଲିଖନଶୈଳୀ
୮୩ କ ଧାଡ଼ି:
 
=== ବିବାହ ===
୧୮ ବର୍ଷ ବୟସରେ ଉପେନ୍ଦ୍ରଙ୍କର ବିବାହ ନୟାଗଡ଼ ରାଜା ପୁରୁଷୋତ୍ତମ ମାନ୍ଧାତାଙ୍କ ଭଉଣୀ ଲାବଣ୍ୟବତୀଙ୍କ ସହ ସମ୍ପନ୍ନ ହେଲାହୋଇଥିଲା । ଲାବଣ୍ୟବତୀ ସୁନ୍ଦରୀ, ବୁଦ୍ଧିମତୀ ଓ ସଂସ୍କୃତ ସାହିତ୍ୟରେ ନିପୁଣା ଥିଲେ । କୁଲାଡ଼ଗଡ ପାଖରେ ଅନ୍ଧାରଗଡଅନ୍ଧାରଗଡ଼ ବୋଲି ଦୁର୍ଗଟିଏ, ପାହାଡ଼ ଓ ସବୁଜିମାଜଙ୍ଗଲଘେରା ଭରା ଜଙ୍ଗଲଦ୍ୱାରା ଘେରିଦୁର୍ଗଟିଏ ରହିଥିଲା । କିମ୍ବଦନ୍ତୀ ଅନୁସାରେ ଉପେନ୍ଦ୍ର ଭଞ୍ଜ ସେହି ସ୍ଥାନକୁ ସବୁବେଳେ ଏକୁଟିଆ ଚାଲିଯାଉଥିଲେ ଏବଂ କିଛିଦିନ ସେଠାରେ ରହିବା ପରେ ଫେରି ଆସୁଥିଲେ । ଥରେ ଉପେନ୍ଦ୍ର ସେହି ସ୍ଥାନକୁ ଯାଇ ବହୁଦିନ ପର୍ଯ୍ୟନ୍ତ ରାଜଉଆସକୁ ଫେରିଲେ ନାହିଁ । ଏଣେ ରାଜପ୍ରାସାଦରେ ଲାବଣ୍ୟବତୀ ବ୍ୟସ୍ତ ହୋଇପଡିଲେ ଓ ପତିଙ୍କୁ ଖୋଜି ଆଣିବା ପାଇଁ ଦୂତଟିଏ ପଠାଇଲେ । ଦୂତଟି ଗଡ଼ ଭିତରକୁ ନଯାଇ ଅଳ୍ପବାଟରୁ ଫେରି ଆସିଲା ଓ କହିଲା ଯେ ସେ ଗୋଟିଏ ମହାବଳ ବାଘ ଦେଖିଲା । ତା ପାଖରେ ମଣିଷର ରକ୍ତାକ୍ତ ଶବ ପଡିଥିବାର ଦେଖି ଭୟରେ ଫେରି ଆସିଲା । ଦୂତଠାରୁ ଏପରି ଖବର ଶୁଣି ଲାବଣ୍ୟବତୀ ଧୈର୍ଯ୍ୟ ଧରି ରହି ପାରିଲେ ନାହିଁ, ତାଙ୍କର ସଙ୍ଗେତାଙ୍କର ସଙ୍ଗେସଙ୍ଗେସଙ୍ଗେ ଚେତା ବୁଡିଗଲା ଓ ଚାହୁଁ ଚାହୁଁ ତାଙ୍କର ପ୍ରାଣବାୟୁ ଉଡିଗଲା । କିଛିଦିନ ପରେ ଉପେନ୍ଦ୍ରଭଞ୍ଜ ରାଜପୁରକୁ ଫେରିଲା ପରେ ପତ୍ନୀ ଲାବଣ୍ୟବତୀଙ୍କ ସ୍ୱର୍ଗବାସ କଥା ଜାଣି ବହୁତ ମର୍ମାହତ ହେଲେ । ଉପେନ୍ଦ୍ରଙ୍କ ଶଳାଭାଉଜ ଶୋଭାବତୀଙ୍କର କୋଟି ବ୍ରହ୍ମାଣ୍ଡ ସୁନ୍ଦରୀ ବୋଲି ଜଣେ ଭଉଣୀ ଥିଲେ । ତାଙ୍କ ସହିତ ଭଞ୍ଜଙ୍କର ଦ୍ୱିତୀୟଥର ବିବାହ ହେଲା । କୋଟି ବ୍ରହ୍ମାଣ୍ଡ ସୁନ୍ଦରୀ ଉପେନ୍ଦ୍ରଙ୍କୁ କାବ୍ୟ ଲେଖିବାରେ ସାହାଯ୍ୟ କରୁଥିଲେ । ତାଙ୍କ ପରାମର୍ଶରେ ଭଞ୍ଜ ମଧ୍ୟ ନିଜର କାବ୍ୟକବିତାକୁ ସଂଶୋଧନ କରି ଆହୁରି ଉନ୍ନତ କରିବାରେ ସମର୍ଥ ହେଉଥିଲେ
ଉପେନ୍ଦ୍ରଙ୍କ ଶଳାଭାଉଜ ଶୋଭବତୀଙ୍କର କୋଟି ବ୍ରହ୍ମାଣ୍ଡ ସୁନ୍ଦରୀ ବୋଲି ଜଣେ ସୁନ୍ଦରୀ ଓ ବୁଦ୍ଧିମତୀ ଭଉଣୀଟିଏ ଥିଲେ, ତାଙ୍କ ସହିତ ଉପେନ୍ଦ୍ରଙ୍କ ଦ୍ୱିତୀୟଥର ବିବାହ ଉତ୍ସବ ଅନୁଷ୍ଠିତ ହେଲା । କୋଟି ବ୍ରହ୍ମାଣ୍ଡ ସୁନ୍ଦରୀ ଉପେନ୍ଦ୍ରଙ୍କୁ କାବ୍ୟ ଲେଖିବାରେ ସାହାଯ୍ୟ କରୁଥିଲେ, ତାଙ୍କର ପରାମର୍ଶରେ ଉପେନ୍ଦ୍ର ମଧ୍ୟ ନିଜର କାବ୍ୟକବିତାକୁ ସଂଶୋଧନ କରି ଆହୁରି ଉନ୍ନତି କରିବାରେ ସମର୍ଥ ହେଉଥିଲେ ।
 
=== ରାଜ୍ୟ ପ୍ରତ୍ୟାବର୍ତ୍ତନ ===
କବି ଭାବରେ ବେଶ୍ ନାଁ କରିସାରିଥିବା ଉପେନ୍ଦ୍ରଙ୍କରଭଞ୍ଜଙ୍କର ଖ୍ୟାତି ବିଷୟରେ କାକାତାଙ୍କ କକା ଘନଭଞ୍ଜ ଶୁଣିବାକୁ ପାଇଲେ । ଘନଭଞ୍ଜ ଜଣେ ରାଜା ହେବା ସହ ଜଣେ କବି ମଧ୍ୟ ଥିଲେ, ତେଣୁ ସେ ପୁତୁରା ଉପେନ୍ଦ୍ରଙ୍କୁ ସମ୍ମାନର ସହିତ କୁଲାଡ଼ଗଡକୁ ଫେରାଇ ଆଣିଲେ ତଥା। ସେ ଅନ୍ୟ କବି ଓ ପଣ୍ଡିତମାନଙ୍କ ସହିତ କାବ୍ୟଶାସ୍ତ୍ର ଆଦି ଆଲୋଚନା କରି ସମୟ କଟାଇଲେକରୁଥିଲେ
 
କବି ଭାବରେ ବେଶ୍ ନାଁ କରିସାରିଥିବା ଉପେନ୍ଦ୍ରଙ୍କର ଖ୍ୟାତି ବିଷୟରେ କାକା ଘନଭଞ୍ଜ ଶୁଣିବାକୁ ପାଇଲେ । ଘନଭଞ୍ଜ ଜଣେ ରାଜା ହେବା ସହ ଜଣେ କବି ମଧ୍ୟ ଥିଲେ, ତେଣୁ ସେ ପୁତୁରା ଉପେନ୍ଦ୍ରଙ୍କୁ ସମ୍ମାନର ସହିତ କୁଲାଡ଼ଗଡକୁ ଫେରାଇ ଆଣିଲେ ତଥା ଅନ୍ୟ କବି ଓ ପଣ୍ଡିତମାନଙ୍କ ସହିତ କାବ୍ୟଶାସ୍ତ୍ର ଆଦି ଆଲୋଚନା କରି ସମୟ କଟାଇଲେ ।
 
=== ଉପାଧି ===
Line ୧୦୦ ⟶ ୯୮:
=== ବୀରବର ଉପାଧି ଲାଭ ===
{{Quote box|quote=<poem> ବୀରବର ପଦ ଉପଇନ୍ଦ୍ର ମୋର ନାମ ।
ବାରେ ବାରେ ସେବାରେ ମନାଇଁ ସୀତାରାମ ଯେ ।୫୦। </poem>|source=—ଦ୍ୱିପଞ୍ଚାଶତ ଛାନ୍ଦ, [[ବୈଦେହୀଶ ବିଳାସ]]|align=right}}କାବ୍ୟକବିତା ଲେଖି ଉପେନ୍ଦ୍ର ସାରା ଓଡିଶାରେ ବେଶ୍ ପ୍ରସିଦ୍ଧି ଲାଭ କରିସାରିଥିଲେ । ପୁରୀର ତତ୍କାଳୀନ ଗଜପତି ରାଜା ଦିବ୍ୟସିଂହ ଦେବ କବିଙ୍କ ବିଷୟରେ ଶୁଣିବାକୁ ପାଇଲେ ଓ ତାଙ୍କୁ ସମ୍ମାନିତ କରିବା ପାଇଁ ପୁରୀକୁ ଡକାଇଲେ। ରାଜାଙ୍କ ନିମନ୍ତ୍ରଣ ରକ୍ଷା କରି ଉପେନ୍ଦ୍ର ପୁରୀ ଆସିଲେ । ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହ ରାଜଦରବାରରେ କାବ୍ୟ ଆଲୋଚନା କଲେ । ତାଙ୍କର କାବ୍ୟ ଆଲୋଚନା ଏତେ ପାଣ୍ଡିତ୍ୟ ପୂର୍ଣ୍ଣ ଥିଲା ଯେ ଖାଲି ରାଜା କାହିଁକି ବଡ ବଡ ପଣ୍ଡିତମାନେ ମଧ୍ୟ ତାହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ଶେଷରେ ଦିବ୍ୟସିଂହ ଦେବ ରାଜଦରବାର ଭିତରେ ଉପେନ୍ଦ୍ରଙ୍କ ମୁଣ୍ଡରେ ପାଟ୍ଟଶାଢୀପାଟଶାଢୀ ବାନ୍ଧିଦେଇ କହିଲେ,''ଧନ୍ୟ ଉପେନ୍ଦ୍ର। ତୁମେ ଖାଲି ରାଜପୁତ୍ର ନୁହଁ, ତୁମେ ସେମାନଙ୍କ ମଧ୍ୟରେ ଶ୍ରେଷ୍ଠ। ତୁମକୁ ଆଜି ମୁଁ '''ବୀରବର'''ଉପାଧିରେ ଭୂଷିତ କରୁଛି"।'' ଉପେନ୍ଦ୍ର ଗଜପତି ଦିବ୍ୟସିଂହ ଦେବଙ୍କର ସେହି ଉପାଧିକୁ ଆଗ୍ରହର ସହିତ ଗ୍ରହଣ କଲେ ।
 
ପୁରୀରେ ରହିଥିବାବେଳେ ଉପେନ୍ଦ୍ରଙ୍କର ପରିଚୟ [[ଭକ୍ତକବି ଦୀନକୃଷ୍ଣ ଦାସ]] ସହିତ ହୋଇଥିଲା । ଦୀନକୃଷ୍ଣ ଦାସ ସେତେବେଳକୁ "ରସକଲ୍ଲୋଳ" କାବ୍ୟଟିକୁ ସମ୍ପୂର୍ଣ୍ଣ ରୂପେ ଲେଖିସାରିଥାନ୍ତି । କବି ଉପେନ୍ଦ୍ର ଯେତେବେଳେ ପୁରୀକୁ ଆସିଛନ୍ତି, ତାଙ୍କୁ ଟିକେ ନିଜର କାବ୍ୟଟିକୁ ଦେଖାଇ ମତାମତ ନେବାକୁ ଦୀନକୃଷ୍ଣଙ୍କର ଭାରି ମନ ହେଲା । ତେଣୁ "ରସକଲ୍ଲୋଳ" କାବ୍ୟଟିକୁ ନେଇ ସେ ଉପେନ୍ଦ୍ର ଭଞ୍ଜଙ୍କୁ ଦେଖାଇଲେ । ଉପେନ୍ଦ୍ର ପୋଥିକୁ ଭଲ କରି ପଢିଲେ, ତାପରେ ହସି ହସି କହିଲେ - "ବୁଝିଲେ ଦାସେ ଆପଣେ, ଦିବ୍ୟସୁନ୍ଦର କାବ୍ୟଟିଏ ଲେଖିଲେ ସିନା ହେଲେ ଭଲ ନାଁଟିଏ ଦେଇପାରିଲେ ନାହିଁ । ପ୍ରତି ଅକ୍ଷର ଯେତେବେଳେ "କ" ଅକ୍ଷରରେ ଆରମ୍ଭ କରିଛନ୍ତି, ତା ନା "କଳକଲ୍ଲୋଳ" ବା "କୃଷ୍ଣକଲ୍ଲୋଳ" ରଖିଥିଲେ ଭଲ ହୋଇଥାନ୍ତା"।