"ତୀର୍ଥବାସୀ ପ୍ରଧାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଓଡ଼ିଆ ରାଜନୀତିଜ୍ଞ
Content deleted Content added
ତୀର୍ଥବାସୀ ପ୍ରଧାନ ଆରମ୍ଭ କରାଗଲା
(କିଛି ବଦଳିନାହିଁ)

୨୩:୧୧, ୨୩ ଅକ୍ଟୋବର ୨୦୨୧ ଅନୁସାରେ କରାଯାଇଥିବା ବଦଳ

ତୀର୍ଥବାସୀ ପ୍ରଧାନ (ମୃତ୍ୟୁ: ୨୧ ଜୁଲାଇ ୧୯୭୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ତୀର୍ଥବାସୀ ପ୍ରଧାନ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀନିକୁଞ୍ଜ ବିହାରୀ ସିଂହ, ମହାନନ୍ଦ ବାହାଦୁର
ନିର୍ବାଚନ ମଣ୍ଡଳୀବରଗଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୧ ଜୁଲାଇ ୧୯୭୦(୧୯୭୦-୦୭-୨୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଲକ୍ଷ୍ମୀ ପ୍ରଧାନ
ବାପା/ବୋଉଶଶି ପ୍ରଧାନ (ବାପା‌)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବା ଓ ଶିକ୍ଷା

ତୀର୍ଥବାସୀ ପ୍ରଧାନଙ୍କ ବାପାଙ୍କ ନାମ ଶଶି ପ୍ରଧାନ ଏବଂ ପତ୍ନୀଙ୍କ ନାମ ଲକ୍ଷ୍ମୀ ପ୍ରଧାନ।[୧]

ରାଜନୈତିକ ଜୀବନ

ତୀର୍ଥବାସୀ ପ୍ରଧାନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରୁ ୧୯୫୬ ମସିହା ପର୍ଯ୍ୟନ୍ତ ସେ ୧ମ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ

ତୀର୍ଥବାସୀ ପ୍ରଧାନ ୧୯୭୦ ମସିହାର ଜୁଲାଇ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ । ୧୪ ସେପ୍ଟେମ୍ବର ୧୯୭୦ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା ।[୧]

ଆଧାର

  1. ୧.୦ ୧.୧ ୧.୨ "Shri Tirthabasi Pradhan". odishaassembly.nic.in. Odisha Assembly. Retrieved 23 October 2021.