"କୁନ୍ତଳା କୁମାରୀ ସାବତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 2409:4062:2290:CCFE:EC4:1F60:A435:585E (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ 2401:4900:313E:5BE0:B4DB:44F4:8265:6918ଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
No edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୧ କ ଧାଡ଼ି:
 
== ଶିକ୍ଷା ==
ବର୍ମାରୁ ଫେରିବା ପରେ କୁନ୍ତଳା ନିଜ ମାତାଙ୍କ ସହ କିଛି ଦିନ ନିମନ୍ତେପାଇଁ ଖୋର୍ଦ୍ଧାରେ ରହୁଥିଲେ । ସେ ରେଭେନସା ବାଳିକା ବିଦ୍ୟାଳୟରେ ଶିକ୍ଷା ଲାଭ କଲା ପରେ କଟକ ଡାକ୍ତରୀ ବିଦ୍ୟାଳୟରେ (ବର୍ତ୍ତମାନ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ବିଦ୍ୟାଳୟ) ଡାକ୍ତରୀ ଶିକ୍ଷା ଗ୍ରହଣ କରି ୧୯୨୧ ମସିହାରେ ସ୍ୱର୍ଣ୍ଣ ପଦକ ସହ ଏଲ୍.ଏମ୍.ପି, ଡିଗ୍ରୀ ପାଇ ଉତ୍ତୀର୍ଣ୍ଣ ହେଲେ । ସେ ଯୁଗରେ ନାରୀ ଶିକ୍ଷା ଆଦୌ ନ ଥିଲା । ଏହି ଶିକ୍ଷା ନିମନ୍ତେ ତାଙ୍କର ମାଆଙ୍କର ଅଦମ୍ୟ ଇଚ୍ଛା ଯୋଗୁ ସମ୍ଭବ ହୋଇଥିଲା । ଓଡ଼ିଆ ଭାଷା ଛଡ଼ା ସେ ବଙ୍ଗଳା, ଇଂରାଜୀ ଓ ବର୍ମାର ଭାଷା ଶିଖିଥିଲେ ।
 
== ଜୀବନ ==