"ରାଧାନାଥ ରାୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୭୫ କ ଧାଡ଼ି:
 
==== ବିବେକୀ ====
ଓଡ଼ିଆ ଭାଷାରେ ଲିଖିତ ପ୍ରଥମ ପ୍ରବନ୍ଧଟି ହେଉଛି ବିବେକୀ। ଏହା ରାଧାନାଥ ରାୟଙ୍କ ଏକ ଦୀର୍ଘ ପ୍ରବନ୍ଧ କୃତି । ରାଧାନାଥରାଧାନାଥଙ୍କ ପ୍ରକୃଷ୍ଟ ଗଦ୍ୟ ରଚନାର ଶକ୍ତିଶାଳୀ ଉଦାହରଣ ହୋଉଛି "ବିବେକୀ"।କବିଙ୍କର ମୌଳିକ ଭାବ ଓ ଦାର୍ଶନିକ ଚିନ୍ତାଧାରା ଏହି ପ୍ରବନ୍ଧରେ ପ୍ରକାଶ ପାଇଛି।ଓଡ଼ିଆ ପ୍ରବନ୍ଧ ସାହିତ୍ୟଏହାସାହିତ୍ୟରେ ଏହା ଏକ ଗୌରବମୟ ସୃଷ୍ଟି ଭାବରେ ପରିଚିତ । ରାଧାନାଥ ରାୟଙ୍କ ବ୍ୟକ୍ତିତ୍ୱର ସମ୍ପର୍କରେ ଏହା ଧାରଣାପ୍ରଦାନ କରେ।
 
==== ଇତାଲୀୟଯୁବା ====
କବିଙ୍କର 'ଇତାଲୀୟଯୁବା'ହେଉଛିଏକ ହେଉଛି ଏକ ବିଦେଶୀ ଗଳ୍ପର ରୂପାନ୍ତର । ରାଧାନାଥ ରାୟଙ୍କ ଗଦ୍ୟ ରଚନା କ୍ଷେତ୍ରରେ ଏହା ଏକ ଅମଳିନ ସୃଷ୍ଟି ।ଏହା ୧୮୭୩ ମସିହାରେ ପ୍ରଥମେ 'ଉତ୍କଳଦର୍ପଣ' ପତ୍ରିକାରେ ପ୍ରକାଶ ପ।ଇଥିଲାପାଇଥିଲା। ।ଓଡ଼ିଆଓଡ଼ିଆ ଗଦ୍ୟ ସାହିତ୍ୟର ପ୍ରାରମ୍ଭିକ ପର୍ଯ୍ୟାୟରେ ଏହା ସୃଷ୍ଟି ହୋଇଥିଲା।ଏହାହୋଇଥିଲା। ଏହା ଏକ ପ୍ରେମ ମୂଳକ ଗଳ୍ପଗଳ୍ପ। ।ଏଥିରେଏଥିରେ ଏକ ପାଶ୍ଚାତ୍ୟ ପ୍ରଣୟ କାହାଣୀ ରୂପ ପାଇଛିପାଇଛି। ।ରାଧାନାଥରାଧାନାଥ ରାୟଙ୍କରାୟ ପାଶ୍ଚାତ୍ୟ ସାହିତ୍ୟଦ୍ୱାରା ଅନୁପ୍ରାଣିତ ହୋଇ ଏହା ରଚନା କରିଥିଲେ ।ତାଙ୍କର ପାଶ୍ଚାତ୍ୟ ସାହିତ୍ୟ ପ୍ରୀତି ଏଥିରେ ସୁସ୍ପଷ୍ଟ ।
 
==== କେଦାରଗୌରୀ ====