"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ Regular Character Changes
୭ କ ଧାଡ଼ି:
ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ:
 
ନିକଟରେ କୌଣସି ବିଦ୍ୟାଳୟ ନ ଥିବାରୁ କୋଲାବ ନଦୀ କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲାମଙ୍କ ଠାରୁ ଅକ୍ଷର ଶିକ୍ଷା କରିଥିଲେ ସହୀଦ ଲକ୍ଷ୍ମଣ ନାୟକ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ, ପରଜା, ଗାଦବା ଭାଷା ମିଶାମିଶି ଦେଶିଆ ଭାଷା କହୁଥିଲେ । ଲକ୍ଷ୍ମଣ ନାୟକ ଉଭୟ ଦେଶିଆ ଓ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟା ଙ୍କଭୁମିୟାଙ୍କ କନ୍ୟା ମଙ୍ଗୁଳି ଭୁମିଆଙ୍କୁ ବିବାହ କରିଥିଲେ ।
ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ଦିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଛି ଆଦିବାସୀ ମାନଙ୍କ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ, ଫୁଙ୍କଣ ଆଦି କରିବାକୁ ପଡେ । ଦିଶାରି ବୃତ୍ତି ହେଉଛି ଦେବାରାଧନା ବା ପୂଜକର ଦାୟିତ୍ୱ ।