"ସର୍ବପଲ୍ଲୀ ରାଧାକୃଷ୍ଣନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟିକେ Undid edits by 2409:4070:431F:5B44:0:0:500:F0AD (talk) to last version by 2409:4062:299:B360:2CD9:EE56:7BE9:2B12: test edits, please use the sandbox
୩୨ କ ଧାଡ଼ି:
 
''''''''''== ଜୀବନୀ ==
=== ବାଲ୍ୟ ଜୀବନ ===
ତାମିଲନାଡୁ ରାଜ୍ୟର ଚେନ୍ନାଇ ନଗରଠାରୁ ପ୍ରାୟ ୪୦ କି.ମି. ଦୂରରେ ଅବସ୍ଥିତ ତିରୁତ୍ତାଣି ଗ୍ରାମରେ ୧୮୮୮ ସେପ୍ଟେମ୍ବର ୫ ତାରିଖ ଦିନ ସେ ଜନ୍ମ ଗ୍ରହଣ କରିଥଲେ । ତାଙ୍କ ପିତାଙ୍କ ନାମ ବୀରସ୍ୱାମୀ ଓ ମାତା ସୀତାମ୍ମା । ରାଧାକୃଷ୍ଣନ୍‌ଙ୍କର ବାଲ୍ୟ ଜୀବନର ଅଧିକାଂଶ ସମୟ ତିରୁତ୍ତାଣି ଓ ତିରୁପତିଠାରେ କଟିଥିଲା । ତିରୁତ୍ତାଣିର ପ୍ରାଇମେରି ବୋର୍ଡ ଉଚ୍ଚ ବିଦ୍ୟାଳୟରେ ତାଙ୍କ ପ୍ରାଥମିକ ଶିକ୍ଷା ଆରମ୍ଭ ହୋଇଥିଲା । ପିତା ସ୍ଥାନୀୟ ଜମିଦାରଙ୍କ ପାଖରେ ଅଧସ୍ତନ କର୍ମଚାରୀ ଭାବେ କାମ କରିବା ସହ ସାମୟିକ ଶିକ୍ଷକତା କରି ତାଙ୍କର ପାଞ୍ଚଗୋଟି ସନ୍ତାନକୁ ବଢାଇଥିଲେ । ତାଙ୍କର ପୂର୍ବଜମାନେ ସର୍ବପଲ୍ଲୀ ଗ୍ରାମରେ ବସବାସ କରୁଥଲେ । ଦକ୍ଷିଣ ଭାରତର କେତେକ କୁଳାଚାର ଅନୁସାରେ ଗ୍ରାମର ନାମ ବା ଗୋତ୍ର ସାଙ୍ଗିଆ ପରି ପ୍ରତି ଗ୍ରାମବାସୀଙ୍କ ନାମର ପ୍ରାରମ୍ଭରେ ରହେ । ସେହି ନିୟମରେ ତାଙ୍କର ନାମ ହେଲା ସର୍ବପଲ୍ଲୀ ରାଧାକୃଷ୍ଣନ୍ । ଡକୃରେଟ୍ (ବିଦ୍ୟାବାରିଧୂ ଡିଗ୍ରୀ ସହ ସମାନ) ଉପାଧଟି ସେ “ The Ethics of Vedants" ନିବନ୍ଧ ଲେଖି ଅର୍ଜନ କରିଥଲେ । ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନ୍ ୧୯୨୬ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକା ଯାତ୍ରା କରି ଚିକାଗୋ (ସିକାଗୋ)ଠାରେ ହସ୍କେଲ୍ ବକ୍ତୃତାମାଳା ପ୍ରଦାନ କରିଥଲେ । ଜଟିଳ ତଥ୍ୟର ସରଳ ତର୍ଜମା, ଶୁଦ୍ଧ ଇଂରାଜୀ ଓ ସାବଲୀଳ ଢଙ୍ଗରେ କଥାବସ୍ତୁର ଉପସ୍ଥାପନ ଥଲା ତାଙ୍କ ବକ୍ତବ୍ୟର ବିଶେଷତ୍ୱ । ଭାରତ ପ୍ରତ୍ୟାବର୍ତ୍ତନ କରି ସେ ୧୯୩୧-୩୬ ଯାଏଁ ଆନ୍ଧ୍ର ପ୍ରଦେଶ ବିଶ୍ୱବିଦ୍ୟାଳୟର କୁଳପତି ହେଲେ ।
 
=== ଶିକ୍ଷା ===
ରାଧାକୃଷ୍ଣନ୍ ଥିଲେ ଖୁବ୍ ମେଧାବୀ, ଶ୍ରଦ୍ଧାଶୀଳ ଓ ଅଧୟନରତ ବିଦ୍ୟାର୍ଥୀ । ତାଙ୍କର ସ୍କୁଲ କଲେଜର ପାଠପଢା ଥଲା ମିଶନାରୀ ଶିକ୍ଷାନୁଷ୍ଠାନମାନଙ୍କରେ । ୧୯୦୯ ଖ୍ରୀ.ଅରେ ମାନ୍ଦ୍ରାଜ ବିଶ୍ୱବିଦ୍ୟାଳତରୁ ଦର୍ଶନଶାସ୍ତ୍ରରେ ଏମ୍.ଏ. ପାଶ୍ କରି ସେ ପ୍ରେସିଡେନ୍ସି କଲେଜ, ମାନ୍ଦ୍ରାଜ୍ (ବର୍ତ୍ତମାନର ଚେନ୍ନାଇ)ରେ ଅଧାପକ ଭାବେ କାମ କଲେ । ୧୯୧୭ ଖ୍ରୀ.ଅ.ପର୍ଯ୍ୟନ୍ତ ପ୍ରେସିଡେନ୍ସି କଲେଜରେ ଅଧାପନା କରିବାପରେ ମହୀଶୁର ରାଜ୍ୟର ଦେୱାନ୍ (ଭାରତରତ୍ନ) ବିଶ୍ୱେଶ୍ୱରାୟ ମୋକ୍ଷଗୁଣ୍ଡମଙ୍କ ଅନୁରୋଧକ୍ରମେ ସେ ମହୀଶୁର ବିଶ୍ୱବିଦ୍ୟାଳୟରେ ଯୋଗଦେଲେ । ତା'ପରେ ମହାରାଜା କଲେଜ୍, ମହୀଶୁରରେ ଯୋଗଦେଲେ । କଲିକତା ବିଶ୍ୱବିଦ୍ୟାଳୟର କୁଳପତି ସାର୍- ଆଶୁତୋଷ ମୁଖାର୍ଜୀଙ୍କ ଅନୁରୋଧ କ୍ରମେ ସେ ସେଇ ବିଶ୍ୱବିଦ୍ୟାଳୟର ଏକ ବିଶିଷ୍ଟ ଆସନ KING GEORGE V Chair of Mental & Moral Science ଅଳଂକୃତ କରିଥଲେ ।
#
#
#
* ମୋକ୍ଷଗୁଣ୍ଡମଙ୍କ ଅନୁରୋଧକ୍ରମେ ସେ ମହୀଶୁର ବିଶ୍ୱବିଦ୍ୟାଳୟରେ ଯୋଗଦେଲେ । ତା'ପରେ ମହାରାଜା କଲେଜ୍, ମହୀଶୁରରେ ଯୋଗଦେଲେ । କଲିକତା ବିଶ୍ୱବିଦ୍ୟାଳୟର କୁଳପତି ସାର୍- ଆଶୁତୋଷ ମୁଖାର୍ଜୀଙ୍କ ଅନୁରୋଧ କ୍ରମେସେଇ ବିଶ୍ୱବିଦ୍ୟାଳୟର ଏକ ବିଶିଷ୍ଟ ଆସନ KING GEORGE V Chair of Mental & Moral Science ଅଳଂକୃତ karithile।
 
=== ବୈବାହିକ ଜୀବନ ===