"କଳ୍କୀ ଅବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୨୭ କ ଧାଡ଼ି:
}}
 
'''କଳ୍କୀ ଅବତାର''',୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଶାନ୍ତ ନନ୍ଦ । ହର ପଟ୍ଟନାୟକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
[[ହର ପଟ୍ଟନାୟକ]]ଙ୍କ ନିର୍ଦ୍ଦେଶନାରେ ନିର୍ମିତ [[ଓଡ଼ିଆ ଭାଷା|ଓଡ଼ିଆ]] ଚଳଚ୍ଚିତ୍ର '''କଳ୍କୀ ଅବତାର''' <ref>{{imdb title|1459906}}</ref> ''୧୯୯୯'' ମସିହାରେ ମୁକ୍ତିଲାଭ କରିଥିଲା ।
 
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର ଓ ରଚନା ବାନାର୍ଜୀ । ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଦେବୁ ବୋଷ, ହର ପଟ୍ଟନାୟକ, ଜୟୀରାମ ସାମଲ ଆଦି କଳାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
 
== ଅଭିନୟରେ ==
[[ଓଡ଼ିଆ ଭାଷା|ଓଡ଼ିଆ]]ଚଳଚ୍ଚିତ୍ର ‘କଳ୍କୀ ଅବତାର’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:
* [[ଉତ୍ତମ ମହାନ୍ତି]]
* [[ଅପରାଜିତା ମହାନ୍ତି]]