"ନୂଆଖାଇ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) ୨୦୨୨ ସମ୍ବାବ୍ୟ ତାରିଖ |
Psubhashish (ଆଲୋଚନା | ଅବଦାନ) ଟିକେ ଆଧାର ଓ ତଥ୍ୟ |
||
୨୧ କ ଧାଡ଼ି:
|date2020 = ୨୩ ଅଗଷ୍ଟ (ରବିବାର)
|date2021 = ୧୧ ସେପ୍ଟେମ୍ବର (ଶନିବାର)
|
|celebrations = ୧ଟି ଦିନ
|observances =
୨୭ କ ଧାଡ଼ି:
}}
[[File:Arisha Pitha.JPG|thumb|ନୂଆଖାଇରେ ଭୋଗ ଲାଗୁଥିବା [[ଆରିସା ପିଠା]] ।]]
'''ନୂଆଖାଇ''' ('''ନୂଆଁଖାଇ''' ବା '''ନବାନ୍ନ''' ଭାବେ ମଧ୍ୟ ଜଣା) [[ଓଡ଼ିଶା]]ର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ ।<ref name="Tribhuwan 2003 p. 104">
== ପର୍ବ ପାଳନର ବିଶେଷତା ==
[[File:India 3 Gender 3 (10265682234).jpg|thumb|ଧାନ ବିଲରେ କାମ କରିବାକୁ ଯାଉଥିବା ଚାଷୀଗଣ ।]]
ଏହା ନୂଆଁଖାଇ ପରବ ନାମରେ ଜଣାଶୁଣା । ଧାନ ଅମଳର ଖୁସିରେ [[ଚାଷୀ]]ମାନେ ଏହାକୁ ପାଳନ କରିଥାନ୍ତି ।<ref>{{cite web |url= http://articles.timesofindia.indiatimes.com/2011-09-01/bhubaneswar/29952799_1_paddy-farming-heavy-farmers-offer |title=Rain uplifts spirits on Nuakhai eve - Times Of India |first= Ashok |last= Pradhan|work=indiatimes.com |year=2011 |quote=Nuakhai is celebration of harvest |accessdate=16 September 2012}}</ref> ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ "ଲଗନ" ବା "[[ତିଥି]]" ନିର୍ଣ୍ଣୟ କରି ପୂଜା ଆଦି ସହ [[ଆରିସା ପିଠା]] ଭୋଗ କରାଯାଇଥାଏ ।
=== ସାମାଜିକ ଏକତା===
ନୂଆଖାଇ ଏକ ଗଣପର୍ବ । ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ଯଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ ।<ref> What ever may be the fact it is a celebration of the mass. People forget their personal differences and greet each other in this point of view Nua-Khai is not just welcoming the new rice-paddy it is a festival which welcomes general happiness and mass development of the society. People may stay in far of lands, for there livelihood, but in the Nua-Kahi they must come to celebrate this festival with other members of the family with pageantry.http://orissadiary.com/orissa_profile/ori_festival/sep/Nuakhai.asp</ref> ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା ।
|