"କବିସୂର୍ଯ୍ୟ ବଳଦେବ ରଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ
ଟିକେNo edit summary
୨୧ କ ଧାଡ଼ି:
}}
 
'''କବିସୂର୍ଯ୍ଯକବିସୂର୍ଯ୍ୟ ବଳଦେବ ରଥ''' (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ [[ଓଡ଼ିଆ ଭାଷା|ଓଡ଼ିଆ]] କବି ଏବଂ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ ସଙ୍ଗୀତଜ୍ଞ]] ଥିଲେ । ଓଡ଼ିଶାରେ ବିଶେଷ ଆଦୃତ '''[[କିଶୋରଚନ୍ଦ୍ରାନନ୍ଦ ଚମ୍ପୂ]]''' କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା ଅଟେ । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ ଅଟେ । ସେ [[ଢୁମ୍ପା ସଙ୍ଗୀତ|ଢୁମ୍ପା ସଙ୍ଗୀତର]] ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ<ref name="Garg1992">{{cite book|author=Gaṅgā Rām Garg|title=Encyclopaedia of the Hindu World|url=http://books.google.com/books?id=w9pmo51lRnYC&pg=PA78|year=1992|publisher=Concept Publishing Company|isbn=978-81-7022-374-0|pages=78–}}</ref> ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
[[File:Janana Baladeba Ratha (Odia).ogg|thumb|ଜଣେ ବ୍ୟକ୍ତିଙ୍କଦ୍ୱାରା କବିସୂର୍ଯ୍ୟ ବଳଦେବ ରଥଙ୍କ "କେହି ସରିକି ପ୍ରଭୁପଣେ ନୀଳାଦ୍ରି କେଶରୀକି" ଜଣାଣ ଗାନ]]
[[File:Baladev Rath statue at Berhampur.jpg|thumb| ବ୍ରହ୍ମପୁର ଆସ୍କା ରୋଡ଼ ନିକଟରେ ଥିବା ବଳଦେବ ରଥଙ୍କ ପ୍ରତିମୂର୍ତିପ୍ରତିମୂର୍ତ୍ତି]]
 
== ଜୀବନୀ ==