"ମୟୂରଭଞ୍ଜ ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ " ସବୁ" (ସ୍ପେସ ସହ) -> "ସବୁ" (via JWB)
୬୦ କ ଧାଡ଼ି:
}}
 
'''ମୟୂରଭଞ୍ଜ''' [[ଓଡ଼ିଶା]]ର ଉତ୍ତରରେ ଥିବା ଏକ ପ୍ରଶାସନିକ ଜିଲ୍ଲା । [[ବାରିପଦା]] ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟସ୍ଥଳ ଯେଉଁଠି ସବୁ ସରକାରୀ କାର୍ଯ୍ୟାଳୟ (ଅଫିସ) ଆଉ ବେସରକାରୀ କମ୍ପାନୀର ମୁଖ୍ୟ କାର୍ଯ୍ୟାଳୟ ସବୁକାର୍ଯ୍ୟାଳୟସବୁ ଅଛି ।
 
== ଇତିହାସ ==
୬୭ କ ଧାଡ଼ି:
ଓଡ଼ିଶାର ଗଡ଼ଜାତ ରାଜ୍ୟମାନଙ୍କ ମଧ୍ୟରେ ପ୍ରାଚୀନତମ ଓ ପ୍ରଧାନ ମୟୂରଭଞ୍ଜ ।
 
ଗଜପତି ରାଜାଙ୍କ ରାଜତ୍ୱରେ ନୀଳଗିରି, ସିଂହଭୂମି, ବରାହଭୂମି, ପଥରାଇ, ନରସିଂହପୁର, ସାରଣ୍ଡା, କେନ୍ଦୁଝର ଆଦି ଏବଂ ସିଂହଭୂମି, ମାନଭୂମି ଅଞ୍ଚଳ ମାନ ଏହି ରାଜ୍ୟର ଅନ୍ତର୍ଗତ ଥିଲା। କାଳକ୍ରମେ ସେହି ସବୁସେହିସବୁ ରାଜ୍ୟ ମୟୂରଭଞ୍ଜରୁ ବିଚ୍ଛିନ୍ନ ହୋଇଯାଇଛି ।
ଭାଷାକୋଷରେ ମୟୂରଭଞ୍ଜର ନାମ ସମ୍ପର୍କରେ ଆଉ ଏକ ପ୍ରସଙ୍ଗ ମଧ୍ୟ ମିଳେ । ମୟୂରଭଞ୍ଜର ଏକ ପୂର୍ବତନ ରାଜବଂଶର ଉପାଧି ଥିଲା '''ମୟୂରଧ୍ୱଜ''' । ସେହି 'ମୟୂରଧ୍ୱଜ ରାଜବଂଶର ଗର୍ବଭଞ୍ଜନ କରି ସିଂହାସନ ଅଧିକାର କରିଥିବାରୁ ପରବର୍ତ୍ତୀ ରାଜବଂଶର ନାମ '''ମୟୂରଭଞ୍ଜ '''ହେଇଥିଲା ।