"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଗୁଡିକ -> ଗୁଡ଼ିକ (ସଠିକ ବନାନ) (via JWB)
୧୧୫ କ ଧାଡ଼ି:
'''ଲକ୍ଷ୍ମୀନାରାୟଣ ବଚନିକା'''
 
କବିଙ୍କ ଅନ୍ୟାନ୍ୟ ଗ୍ରନ୍ଥ ଗୁଡିକଗ୍ରନ୍ଥଗୁଡ଼ିକ "ଦାଣ୍ଡିବୃତ୍ତ"ରେ ଲେଖାଯାଇଛି । "ଲକ୍ଷ୍ମୀନାରାୟଣ ବଚନିକା" ଗ୍ରନ୍ଥଟି ଖୁବ କ୍ଷୁଦ୍ର, ଅଣାଅଶୀ ପଦର । ଗ୍ରନ୍ଥଟିରେ ଲକ୍ଷ୍ମୀ ନାରାୟଣଙ୍କର କଥୋପକଥନ ବର୍ଣ୍ଣନା କରାଯାଇଛି ।
 
ଲକ୍ଷ୍ମୀନାରାୟଣ ତାଙ୍କର ଗୁରୁବାର ବ୍ରତ ସମ୍ବନ୍ଧରେ ଯାହା କିଛି ବର୍ଣ୍ଣନା କରିଛନ୍ତି ତାହାହିଁ ଗ୍ରନ୍ଥଟିର ବିଷୟବସ୍ତୁ । ଲକ୍ଷ୍ମୀ ମଣ୍ଡାଫୁଲ, ପଦ୍ମଫୁଲ ଓ ଅଁଳା ପୂଜାରେ ବହୁତ ଖୁସି ହୁଅନ୍ତି ଏବଂ ଭକ୍ତମାନଙ୍କୁ ମନଜାଣି ଫଳ ଦେଇଥାନ୍ତି । ଲକ୍ଷ୍ମୀ ପୁରୁଷ ଓ ସ୍ତ୍ରୀମାନଙ୍କର ବିଭିନ୍ନ ଆଚାର ବ୍ୟବହାର କଥା କହି କାହା ପାଖରେ କମ୍ ରହନ୍ତି ବର୍ଣ୍ଣନା କରିଛନ୍ତି । ଏହାଛଡା ସମାଜର ସମସ୍ତ ଅନୀତି କାର୍ଯ୍ୟକୁ ବାରଣ କରିଛନ୍ତି । ସମାଜରେ କେଉଁ ଦିନ କଣ କରିବ,କଣ ନ କରିବ, ଭଲ ବା ମନ୍ଦ କାମ କଲେ କି ଫଳ ମିଳେ, ଗୁରୁବାର ବ୍ରତ ଭାବେ ସମାଜକୁ ଉପଦେଶ ଦେଇଛନ୍ତି । ଗାଇ ବାଛୁରୀ ଜନ୍ମ ଦେଲେ କେତେ ଦିନ ପରେ ଦୁହିଁବା କଥା, କେଉଁ ତିଥିରେ କଣ ଖାଇବା ନିଷେଧ, ଦାନ୍ତରେ ନଖ କଟିଲେ କି ଫଳ ମିଳେ ବର୍ଣ୍ଣନା ରହିଛି । ଏସବୁଦ୍ୱାରା ବିଶୃଙ୍ଖଳା ଦୂର ହୋଇ ସମାଜ ସୁସ୍ଥ ହୋଇପାରିବ ବୋଲି ଜଣାଯାଏ ।