"ଋତୁସ୍ରାବ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ removing htttp from website, url is the right place for links |
ଟିକେ ବନାନ (via JWB) |
||
୨୨ କ ଧାଡ଼ି:
ସାଧାରଣତଃ ଋତୁସ୍ରାବ ପରିମାଣ ୩୫ ମିଲି.ଲି (ବଡ଼ ଚା ଚାମଚରେ ୨.୪ ଚାମଚ) ହୋଇଥିଲେ ମଧ୍ୟ ୧୦ରୁ ୮୦ ମିଲି.ଲି ପରିମାଣକୁ ନର୍ମାଲ ବା ସାଧାରଣ ବୋଲି ଧରାଯାଏ । ଏହି ସ୍ରାବକୁ ଋତୁ ତରଳ ପଦାର୍ଥ କହିବା ଅଧିକ ସମିଚୀନ ହେବ । ଏହି ପଦାର୍ଥରେ କିଛି ପରିମାଣ ରକ୍ତ, ଜରାୟୁ ମୂଖର ଝିଲ୍ଲୀ, ଜୋନୀପଥ ସ୍ରାବ, ଓ ଜରାୟୁର ଭିତର ଆସ୍ତରଣର ତନ୍ତୁ ଥାଏ । ଏହି ସ୍ରାବର ରଙ୍ଗ ବ୍ରାଉନ ଲାଲ ହୁଏ, ଶୀରା ରକ୍ତଠାରୁ ଟିକିଏ ଗାଢ଼ ।
== ଶାରୀରିକ ଅନୁଭୁତି ==
ମହିଳାମାନଙ୍କର ଋତୁଚକ୍ର ସମୟରେ ହରମୋନ କମ ବେଶି ହେବା ଯୋଗୁ କେତେକ ଶାରୀରିକ ଲକ୍ଷଣ ଦେଖାଯାଏ । [[ଋତୁସ୍ରାବ]] ସମୟରେ ଓ ପୂର୍ବରୁ [[ଜରାୟୁ]]ର ମାଂସପେଶୀ ସଙ୍କୋଚନ ହେତୁ [[କ୍ରାମ୍ପ]] ହୁଏ ଓ ଯନ୍ତ୍ରଣା ହୁଏ । କେତେକ ମହିଳା ଥକ୍କା ଅନୁଭବ କରନ୍ତି, ସ୍ତନ ଦରଜ ହୁଏ, ବାନ୍ତି ଲାଗେ ଓ ଯୌନ ଇଚ୍ଛାରେ ପରିବର୍ତ୍ତନ ହୁଏ । ଜଳୀୟ ଅଂଶ ଅଧିକ ହେବାରୁ ସ୍ତନ ଫୁଲି ଯାଏ ଓ ଅଶ୍ୱସ୍ତି ଲାଗେ । ଏହି ଅନୁଭୁତି ଗୁଡ଼ିକ ବହୁତ କମ ହୁଏ । କମ ପରିମାଣର ଲୁଣ, କେଫିନ ଓ ମଦ୍ୟପାନ କରିବା ସହ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଖାଇବା ଦ୍ୱାରାଏହି ଲକ୍ଷଣ କମିଯାଏ <ref>{{cite web|title=Water retention: Relieve this premenstrual symptom|url=http://www.mayoclinic.com/health/water-retention/WO00130|publisher=Mayo Clinic|accessdate=20 September 2011}}</ref>। ଏହି ଲକ୍ଷଣ
== ଆଧାର ==
|