"ମାଟ୍ରିକ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଜେନ -> ଜଣେ (ସଠିକ ବନାନ) (via JWB)
ଟିକେ PsubhashishBot (ଆଲୋଚନା) ଙ୍କ ଦେଇ କରାଯାଇଥିବା 447586 ସଙ୍କଳନଟି ପଛକୁ ଫେରାଇନିଆଗଲା
୮୩ କ ଧାଡ଼ି:
 
==ଇତିହାସ==
ମ୍ୟାଟ୍ରିକ୍ସର ବହୁ ପୁରାତନ ଇତିହାସ ରହିଛି କିନ୍ତୁ ରେଖା ଗଣନା ହେତୁ ଏହାର ବ୍ୟବହାର 1800 ବର୍ଷ ପରେ ହିଁ ଆରମ୍ଭ ହୋଇପାରିଲା । ଚୀନ ପାଠ୍ୟ "ଗଣିତ କଳାର ୯ଟି ଅଧ୍ୟାୟ" ଦ୍ୱିତୀୟ ଶତାବ୍ଦୀରେ ଲେଖା ଯାଇଥିବା ଏହାର ପ୍ରଥମ ଉଦାହରଣ ଥିଲା , ଯେଉଁଥିରେ ଏହାକୁ ଏକ ପ୍ରକାର ବ୍ୟୁହ ସରଞ୍ଚନା ରୂପେ ସମାଧାନ କରାଯାଇଥିଲା । ଏହାପରେ 1545 ବର୍ଷରେ ଇଟାଲୀ ଗଣିତଜ୍ଞ "ଗେରୋଲାମୋ କାର୍ଡନୋ" ଏହି ବିଧିକୁ ଚୀନରୁ ନେଇ ୟୁରୋପରେ "ଅର୍ସ ମେଗ୍ନ" ନାମରେ ପ୍ରକାଶିତ କରିଥିଲେ ।<ref name=":1">Discrete Mathematics 4th Ed. Dossey, Otto, Spense, Vanden Eynden, Published by Addison Wesley, October 10, 2001 ISBN 978-0321079121 | p.564-565</ref> ଜାପାନର ଗଣିତଜ୍ଞ "ସେକୀ" ମଧ୍ୟ ଏହି ବିଧିରେ 1683 ବର୍ଷରେ ବହୁ ଗଣିତ ସମିକରଣର ସମାଧାନ କରିଥିଲେ ।<ref>{{cite book |last1= |first1= |authorlink1= |last2= |authorlink2=Wang Ling (historian) |title=Science and Civilisation in China |url=http://books.google.com/books?id=jfQ9E0u4pLAC&pg=PA117 |volume=III |year=1959 |publisher=କେମ୍ବ୍ରିଜ ବିବି |location=କେମ୍ବ୍ରିଜ |isbn=9780521058018 |page=117}}</ref> ଏହାପରେ ଡ଼ଚର ଗଣିତଜ୍ଞ "ଜଣେଜେନ ଡ଼େଡେ ବିଟ୍ଟ" ଏହାର ଏକ ପରିବର୍ତ୍ତିତ ରୂପ 1659 ବର୍ଷରେ ଏକ ପୁସ୍ତକରେ ପ୍ରକାଶିତ କରିଥିଲେ ।<ref name=":0">Discrete Mathematics 4th Ed. Dossey, Otto, Spense, Vanden Eynden, Published by Addison Wesley, October 10, 2001 ISBN 978-0321079121 | p.564</ref>
 
==ଗ୍ରାଫ ସିଦ୍ଧାନ୍ତ==