"ଇୟାନ ଚାପେଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଜେନ -> ଜଣେ (ସଠିକ ବନାନ) (via JWB)
ଟିକେ "ବେଟିଙ୍ଗ" -> "ବେଟିଙ୍ଗ" (via JWB)
୧ କ ଧାଡ଼ି:
ଇୟାନ ମାଇକେଲ ଚାପେଲ ସେପ୍ଟେମ୍ବର ୨୬, ୧୯୪୩ରେ ଜନ୍ମିତ ଜଣେ ଅଷ୍ଟ୍ରେଲିୟ କ୍ରିକେଟ ଖେଳାଳି । [[ଅଷ୍ଟ୍ରେଲିଆ]]ର ସର୍ବକାଳୀନ ଶ୍ରେଷ୍ଠ ଅଧିନାୟକଙ୍କ ଭିତରୁ ଜଣେ ଥିବା ଇୟାନ ଚାପେଲ ୧୯୭୧ ମସିହାରୁ ୧୯୭୫ ଯାଏ ଅଧିନାୟକ ଥିଲେ । ୧୯୭୫ରେ ICC ବିପକ୍ଷବାଦୀ world cricket ସିରୀଜରେ ଯୋଗଦାନ କାରଣରୁ ସେ ଆଉ ଅଷ୍ଟ୍ରେଲିଆ ଜାତୀୟ ଦଳ ପାଇଁ ଖେଳିଲେ ନାହି । ସେ ୩ ନମ୍ବର ସ୍ଥାନରେ ଖୁବ ଚମତ୍କାର ବେଟିଙ୍ଗବ୍ୟାଟିଂ କରିବା ସହ ସ୍ପିନ ବୋଲିଂ ମଧ୍ୟ କରି ଦଳକୁ ଦୃଢ ନେତୃତ୍ୱ ଦେଉଥିଲେ । ତଥାପି ତାଙ୍କର ବକ୍ତବ୍ୟଗୁଡ଼ିକ ପାଇଁ ସେ ବିବାଦୀୟ ମଧ୍ୟ ଥିଲେ । ତାଙ୍କ ସମୟରେ ଅଷ୍ଟ୍ରେଲିଆ ଦଳ " ସ୍ଲେଜିଙ୍ଗ" ପଦ୍ଧତି ପ୍ରଥମ କରି ଅନୁସରଣ କରିଥିଲା , ଯାହାକି ବିଶ୍ୱର ଅନନ୍ୟ କ୍ରିକେଟ ଦଳ ବହୁତ ସମାଲୋଚନା କରିଥିଲେ । ସେ ତାଙ୍କ ଦଳ ଫିଲଡିଙ୍ଗ କରୁଥିବା ବେଳେ ବିପକ୍ଷ୍ୟ ବ୍ଯାଟସମାନ ମାନଙ୍କୁ ଗାଳି ଗୁଲଜ , ବା ଉତ୍ତେଜିତ କଳା ପରି ଭାଷା ବ୍ୟବହାର କରି ତାଙ୍କର ମନୋବଳ ଭାଙ୍ଗିବାକୁ ଚେଷ୍ଟା କରୁଥିଲେ ଯାହାକୁ " ସ୍ଲେଜିଙ୍ଗ " କୁହ ଯାଏ । ତେବେ ତାଙ୍କର ଦୃଢ ନେତୃତ୍ୱ ମଧ୍ୟ ଥିଲା । 
 
ଇୟାନ ଚ୍ଯାପେଲଙ୍କ "ହୁକ " ଶଟ ତାଙ୍କର trade mark ଶୋଠ ବୋଲି କୁହାଯାଉଥିଲା । ବାଉନ୍ସର ବଲକୁ ସେ ଆରମରେ ହୁକ କରି ପଡିଆ ବାହାରକୁ ପଠେଇବାରେ ଉସତଡ ଥିଲେ .। ତା ସଙ୍ଗେ ସଙ୍ଗେ ସେ ଜଣେ ଚମତ୍କାର ଫିଲଡର ମଧ୍ୟ ଥିଲେ ଓ ଟେଷ୍ଟରେ ୧୦୦ରୁ ବେସୀ କ୍ଯାଚ ନେଇଥିଲେ । 
୧୨ କ ଧାଡ଼ି:
୧୯୬୩ ମସିହାରୁ ଇୟାନ ଘରେଇ କ୍ରିକେଟରେ ଚମତ୍କାର ପ୍ରଦର୍ଶନ ଦେଇ ଆସିଲେ । ଘରେଇ ଶେଫିଲ୍ଡ ଶିଲ୍ଡ ପ୍ରତିଯୋଗୀତାରେ ସର୍ବକନିଷ୍ଠ ଖେଳାଳି ଭାବେ ପ୍ରବେଶ ପାଇ ସେ ଦ୍ୱିଶତକୀୟ ପାରି ଖେଳିବା ପରେ ପାକିସ୍ଥାନ ସହ ଟେଷ୍ଟ ଖେଳିବାକୁ ମନୋନୀତ ହେଲେ । ୧୯୬୪ରେ ପାକିସ୍ଥାନ ସହ ପ୍ରଥମ ଟେଷ୍ଟ ଖେଳି ମାତ୍ର ୧୧ ରଣ କାଲେ ଆଉ ୪ଟି କେଚ ନେଇଥିଲେ । ତା ପରେ ତାଙ୍କୁ ଦଳ ବାହାରେ ବସିବାକୁ ହେଲା ୧୯୬୫ ଇଂଲଣ୍ଡ ସହ ଏଶେସ ଟେଷ୍ଟ ସିରିଜର ଶେଷ ଟେଷ୍ଟ ଯାଏ । ସେଥିରେ ସେ ଅଲ ରାଉଣ୍ଡ ପ୍ରଦର୍ଶନ ଦେଇଥିଲେ । 
 
ଭାରତ ସହ ସେ ୧୯୬୭/୬୮ରେ ପ୍ରଥମେ ଖେଳିଲେ ଓ ବେଟିଙ୍ଗରେବ୍ୟାଟିଂରେ ବିଫଳ ହେଇଥିଲେ । କିନ୍ତୁ ପରେ ପ୍ରତ୍ୟାବର୍ତନ କରି ୧୫୧ ରଣର ଏକ ଇନିଙ୍ଗ ଖେଳିଲେ । ତାଙ୍କର ଇଂଲଣ୍ଡ ସହ ଖେଳିଥିବା ପ୍ରଦର୍ଶନ ଖୁବ ଉନ୍ନତ ଥିଲା । ୧୯୮୯ ବେଳକୁ ତାଙ୍କର ବାଟିଙ୍ଗ ଶିଖରରେ ପହଞ୍ଚି ଥିଲା । ସେ ୱେଷ୍ଟ ଇଣ୍ଡିଜ ବିରୁଦ୍ଧରେ ୧୮୮( ଆଉଟ ନ ହେଇ ), ୧୧୭,୧୮୦,୧୨୩, ୧୬୫ କରିବା ସହ ସିରିଜରେ ୬୮.୪୮  ହାରରେ 5୪୮ ରନ  କଲେ । 
 
=== ଅଧିନାୟକତ୍ୱ ===