"ମୁକ୍ତେଶ୍ୱର ଦେଉଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ଆଧାର
ଟିକେ ପୁରାତନ ରଚନାରେ ନିହାତି ଆବଶ୍ୟକ, ଆଧୁନିକ ଲେଖାରେ ଲୋଡ଼ାନାହିଁ (via JWB)
୪୫ କ ଧାଡ଼ି:
 
== ଇତିହାସ ==
ଏହାର ନିର୍ମାଣ ୧୦ମ ଶତାବ୍ଦୀରେ ସୋମବଂଶୀ ଶାସନ ସମୟରେ କରାଯାଇଥିଲା । ଏହି ମନ୍ଦିରଟି [[ପର୍ଶୁରାମେଶ୍ୱର ମନ୍ଦିର]] ଏବଂ [[ବ୍ରହ୍ମେଶ୍ୱର ମନ୍ଦିର, ଭୁବନେଶ୍ୱର|ବ୍ରହ୍ମେଶ୍ୱର ମନ୍ଦିର]] ନିର୍ମାଣ ମଧ୍ୟରେ ତିଆରି ହୋଇଥିଲା ବୋଲି ଅନେକ ଗବେଷଣାକାରୀ ଅନୁମାନ କରନ୍ତି । [[ଓଡ଼ିଶା]]ର ବାକି ଦେଉଳମାନଙ୍କ ତୁଳନାରେ ଏହାର ଆକାର କମ (୩୫ ଫୁଟ), ମାତ୍ର ଏହାର ବାହାରଭାଗରେ ଥିବା ତୋରଣ ଓ ଭିତରର ପଥରରେ ଖୋଦା କାରୁକାର୍ଯ୍ୟ ରହିଅଛିରହିଛି । ଏହି ମନ୍ଦିରର ସମ୍ମୁଖ ଭାଗରେ ଥିବା ତୋରଣ ପାଖାପାଖି ସ୍ଥାନରେ ଥିବା ଅନ୍ୟ କୌଣସି ମନ୍ଦିରରେ ଦେଖିବାକୁ ମିଳେନାହିଁ । ଏକ [[ଶୈବ]] ଧାର୍ମିକ ସ୍ଥଳ ସହ ଏହା [[ଓଡ଼ିଶା ମନ୍ଦିର ନିର୍ମାଣ ଶୈଳୀ]]ର ଏକ ଉପାସନା ସ୍ଥଳ ।
 
== ନିର୍ମାଣ ଶୈଳୀ ==