"ଭଦ୍ରକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
ଟିକେ ପୁରାତନ ରଚନାରେ ନିହାତି ଆବଶ୍ୟକ, ଆଧୁନିକ ଲେଖାରେ ଲୋଡ଼ାନାହିଁ (via JWB)
୬୩ କ ଧାଡ଼ି:
== ସଂସ୍କୃତି ==
 
ଦୀର୍ଘ ସାତଦିନବ୍ୟାପୀ ଚରମ୍ପାରେ ହେଉଥିବା କାଳୀପୂଜାପାଇଁ ଭଦ୍ରକ ପ୍ରସିଦ୍ଧ। ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ମନ୍ଦିର ଭଦ୍ରକ ରେଳଷ୍ଟେସନଠାରୁ ପ୍ରାୟ ୧୦ କି.ମି.ଦୂରରେ ଅବସ୍ଥିତ। ଆରଡ଼ିର ପ୍ରସିଦ୍ଧ ଆଖଣ୍ଡଳମଣୀ ମନ୍ଦିର ଭଦ୍ରକଠାରୁ ୪୦ କି.ମି. ଦୂରରେ ଅବସ୍ଥିତ। ମୁସଲିମ୍ ସୁଫି ସନ୍ଥ ମୁଜାହିଦ୍-ଇ-ମିଲ୍ଲାତଙ୍କର ସମାଧୀ (ମଜ୍ଜାର) ଉଭୟ ଭଦ୍ରକ ରେଳ ଷ୍ଟେସନ ଓ ବସ୍ଷ୍ଟାଣ୍ଡଠାରୁ ୨୨କି.ମି.ଦୂର ଧାମନଗରଠାରେ ରହିଅଛି।ରହିଛି। ଆଉଜଣେ ସୁଫିସନ୍ଥ, ସୟଦ ନାସିମ ଅଖତାର କ୍ୱାଦ୍ରି ଓରଫ ସରକାର ବାବାଙ୍କ ମସଜିଦ୍ ଭଦ୍ରକ ପୌରପରିଷଦ ଇଲାକାରେ ଅବସ୍ଥିତ ଯାହା ଉଭୟ ଭଦ୍ରକ ରେଳ ଷ୍ଟେସନ ଓ ବସ୍ଷ୍ଟାଣ୍ଡଠାରୁ ୩କି.ମି.ଦୂରରେ ରହିଛି । ସେ ଜଣେ ଜୀବନ୍ତ ମହାପୁରୁଷ ଓ ପ୍ରତିଦିନ ହଜାର ହଜାର ଭକ୍ତ ତାଙ୍କ ଆଶୀର୍ବାଦ ପାଇବାପାଇଁ ଏଠାକୁ ଆସିଥାନ୍ତି। ଶିଖ୍ ଗୁରୁଦ୍ୱାରା ପୁରୁଣା ବଜାରରେ ଅବସ୍ଥିତ ଯାହା ଭଦ୍ରକ ମୁଖ୍ୟ ବଜାରଠାରୁ ୫ କି.ମ. ଦୂରରେ ଅବସ୍ଥିତ।
ଧାମରାର ମା ଧାମରେଇ ମନ୍ଦିର ଭଦ୍ରକଠାରୁ ୮୦ କି.ମି. ଦୂର। ଏଠାରେ ଭାରତୀୟ ରକ୍ଷା ଅନୁସନ୍ଧାନ ଓ ବିକାଶ ଅନୁଷ୍ଠାନ ରହିଛି ତଥା ଏଠାରୁ ଭିତର କନିକାର କୁମ୍ଭୀର ଚାଷ ପ୍ରକଳ୍ପକୁ ଯାଇହୁଏ।
 
୭୪ କ ଧାଡ଼ି:
 
== ପର୍ଯ୍ୟଟନ ==
ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ମନ୍ଦିର ଭଦ୍ରକ ରେଳଷ୍ଟେସନଠାରୁ ପ୍ରାୟ ୧୦ କି.ମି.ଦୂରରେ ଅବସ୍ଥିତ। ଆରଡ଼ିର ପ୍ରସିଦ୍ଧ ଆଖଣ୍ଡଳମଣୀ ମନ୍ଦିର ଭଦ୍ରକଠାରୁ ୪୦ କି.ମି. ଦୂରରେ ଅବସ୍ଥିତ। ମୁସଲିମ୍ ସୁଫି ସନ୍ଥ ମୁଜାହିଦ୍-ଇ-ମିଲ୍ଲାତଙ୍କର ସମାଧୀ (ମଜ୍ଜାର) ଉଭୟ ଭଦ୍ରକ ରେଳ ଷ୍ଟେସନ ଓ ବସଷ୍ଟାଣ୍ଡଠାରୁ ୨୨କି.ମି.ଦୂର ଧାମନଗରଠାରେ ରହିଅଛି।ରହିଛି। ଆଉଜଣେ ସୁଫିସନ୍ଥ, ସୟଦ ନାସିମ ଅଖତାର କ୍ୱାଦ୍ରି ଓରଫ ସରକାର ବାବାଙ୍କ ମସଜିଦ୍ ଭଦ୍ରକ ପୌରପରିଷଦ ଇଲାକାରେ ଅବସ୍ଥିତ ଯାହା ଉଭୟ ଭଦ୍ରକ ରେଳ ଷ୍ଟେସନ ଓ ବସ୍ଷ୍ଟାଣ୍ଡଠାରୁ ୩କି.ମି.ଦୂରରେ ରହିଛି । ସେ ଜଣେ ଜୀବନ୍ତ ମହାପୁରୁଷ ଓ ପ୍ରତିଦିନ ହଜାର ହଜାର ଭକ୍ତ ତାଙ୍କ ଆଶୀର୍ବାଦ ପାଇବାପାଇଁ ଏଠାକୁ ଆସିଥାନ୍ତି। ଶିଖ୍ ଗୁରୁଦ୍ୱାରା ପୁରୁଣା ବଜାରରେ ଅବସ୍ଥିତ ଯାହା ଭଦ୍ରକ ମୁଖ୍ୟ ବଜାରଠାରୁ ୫ କି.ମ. ଦୂରରେ ଅବସ୍ଥିତ। ଧାମରାର ମା ଧାମରେଇ ମନ୍ଦିର ଭଦ୍ରକଠାରୁ ୮୦ କି.ମି. ଦୂର। ଏଠାରେ ଭାରତୀୟ ରକ୍ଷା ଅନୁସନ୍ଧାନ ଓ ବିକାଶ ଅନୁଷ୍ଠାନ ରହିଛି ତଥା ଏଠାରୁ ଭିତର କନିକାର କୁମ୍ଭୀର ଚାଷ ପ୍ରକଳ୍ପକୁ ଯାଇହୁଏ।
 
== ଶିକ୍ଷା ==
"https://or.wikipedia.org/wiki/ଭଦ୍ରକ"ରୁ ଅଣାଯାଇଅଛି