"ଦଶାବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ପୁରାତନ ରଚନାରେ ନିହାତି ଆବଶ୍ୟକ, ଆଧୁନିକ ଲେଖାରେ ଲୋଡ଼ାନାହିଁ (via JWB)
୩ କ ଧାଡ଼ି:
ଉପର ଧାଡ଼ି : ମତ୍ସ୍ୟ ,କଚ୍ଛପ,ବରାହ,ନରସିଂହ/ନୃସିଂହ,ବାମନ <br />
ତଳ ଧାଡ଼ି : ପର୍ଶୁରାମ,ରାମ,ବଳରାମ,ବୁଦ୍ଧ,କଳ୍କି]]
'''ଦଶ ଅବତାର''' ବା '''ଦଶାବତାର''' ଦଶଜଣ ମୁଖ୍ୟ [[ଅବତାର]]ଙ୍କୁ ବୁଝାଇଥାଏ । [[ବୈଷ୍ଣବ]] ଦର୍ଶନ ଅନୁସାରେ ଅବତାର ଏକ ମୂଳ ଭଗବାନଙ୍କର କାଳ ଆନୁସାରେ ଅଲଗା ଅଲଗା କାମ ଓ ରୂପକୁ ବୁଝାଇଥାଏ । [[ବିଷ୍ଣୁ]]ଙ୍କର ଦଶଟି ଅବତାରକୁ ଦଶାବତାର ବୋଲି କୁହାଯାଇଥାଏ । [[ଗରୁଡ଼ ପୁରାଣ]]ରେ (୧.୮୬.୧୦-୧୧) ଏହି ଅବତାରମାନଙ୍କ ଉପରେ ବର୍ଣ୍ଣନା ରହିଅଛିରହିଛି
<!--uncited text, Wikipedia doesn't accept uncited text or purely religious text without citation, nor common belief. ଶାସ୍ତ୍ରରେ ଅଛି ଯେ ଯେତେବେଳେ ପୃଥିବୀରେ ଅନ୍ୟାୟର ମାତ୍ରା ଅତି ବେଶି ହୋଇଯାଏ, ସେତେବେଳେ ଦୁଷ୍କୃତକାରୀ ବ୍ୟକ୍ତିଙ୍କୁ ନାଶ କରି ସୁକୃତୀମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଭଗବାନ ବିଷ୍ଣୁ ପାର୍ଥିବରୂପ ଧାରଣ କରି ପୃଥିବୀରେ ଅବତୀର୍ଣ୍ଣ ହୋଇ ଦୁଷ୍ଟ ଦଳନ ଓ ଶିଷ୍ଟପାଳନ କରି ପୃଥିବୀକୁ ପାପରୁ ଉଦ୍ଧାର କରି ରକ୍ଷା କରନ୍ତି । -->
 
୬୫ କ ଧାଡ଼ି:
ଡାରୱିନ୍ (Darwin) ଙ୍କର ବିବର୍ତ୍ତନ ବାଦ (Evolution theory) ସଙ୍ଗେ ହିନ୍ଦୁମାନଙ୍କର ଦଶ ଅବତାର ତୁଳନା କଲେ ଜୀବସୃଷ୍ଟିରେ ବିବର୍ତ୍ତନର ଭିନ୍ନ ଭିନ୍ନ ଅନୁରୂପ କ୍ରମିକ ସୋପାନ ଦେଖାଯାଏ । ଯଥା – ‘ମତ୍ସ୍ୟ’ ପ୍ରଥମ ପୂର୍ଣ୍ଣ ଜଳଚର । ‘ମତ୍ସ୍ୟ’ରୁ ବିବର୍ତ୍ତନଦ୍ୱାରା ଉଭୟଚର (ବେଶି ସମୟ ଜଳରେ ଓ ଅଳ୍ପ ସମୟ ସ୍ଥଳରେ ବିଚରଣ କରୁଥିବା) ‘କଚ୍ଛପ’ । ତତ୍ପରେ ସ୍ଥଳଚର (ଅଧିକାଂଶ ସମୟ ସ୍ଥଳରେ ଓ ଅତି ଅଳ୍ପକାଳ ଜଳ ବା ପଙ୍କରେ ବିଚରଣକାରୀ) ‘ବରାହ’ (ପଶୁ ସୃଷ୍ଟିର ଆରମ୍ଭ) । ‘ବରାହ’ ପରେ ‘ନୃସିଂହ’ (ଅଧା ପଶୁ ଓ ଅଧା ମନୁଷ୍ୟ ଓ ତାହାର ଅସ୍ତ୍ର ଦନ୍ତ ଓ ନଖ) । ତତ୍ପରେ ‘ବାମନ’ (ଅର୍ଥାତ ସମସ୍ତ ଅଙ୍ଗବିଶିଷ୍ଟ କିନ୍ତୁ ମନୁଷ୍ୟର ପୂର୍ଣ୍ଣାକାର ପ୍ରାପ୍ତ ହୋଇ ନ ଥିବା ମନୁଷ୍ୟ) । ତତ୍ପରେ ‘ପର୍ଶୁରାମ’ (ଅର୍ଥାତ ପୂର୍ଣ୍ଣ ସଭ୍ୟତା ପାଇ ନ ଥିବା ଓ ଯୁଦ୍ଧପ୍ରିୟ ଆଦିମ ଅବସ୍ଥାର ମନୁଷ୍ୟ; ତାହାର ଅସ୍ତ୍ର ଗୋଟିଏ ଲୌହମୟ କୁଠାର) । ତତ୍ପରେ ‘ରାମ’ (ସମାଜ ଓ ରାଜ୍ୟ ପରିଚାଳନରେ ଦକ୍ଷ କିନ୍ତୁ କୃଷି ବିଦ୍ୟାରେ ନିପୁଣତା ଲାଭ କରି ନ ଥିବା ଅବସ୍ଥା) । ତତ୍ପରେ ‘ବଳରାମ’ (କୃଷିଜୀବୀ ଓ ସଂସାର କର୍ମରତ ମନୁଷ୍ୟ) । ତତ୍ପରେ ‘[[ଗୌତମ ବୁଦ୍ଧ|ବୁଦ୍ଧ]]’ ଧର୍ମପ୍ରାଣତା ଯୁକ୍ତ ଓ ଆଧ୍ୟାତ୍ମିକତା (spirituality) ଯୁକ୍ତ ମନୁଷ୍ୟ ଓ ପରିଶେଷରେ କଳ୍କୀ ଅବତାର (ଯାହା ଏ ପର୍ଯ୍ୟନ୍ତ ହୋଇନାହିଁ); ଏ ଜନ ସମାଜରେ ବିପ୍ଳବ ଓ ଭୟଙ୍କର ଗଣ୍ଡଗୋଳ ଓ ରକ୍ତପାତ ଘଟାଇବା ବ୍ୟକ୍ତି।
==ଦଶାବତାର ଅଷ୍ଟକମ==
ଜୟଦେବଙ୍କ ଗୀତଗୋବିନ୍ଦ କାବ୍ୟର ପ୍ରଥମ ଅଷ୍ଟପଦୀରେ ଦଶାବତାରଙ୍କ ବର୍ଣ୍ଣନା ରହିଅଛିରହିଛି । ପ୍ରତ୍ୟେକ ପଦ 'ଜୟ ଜଗଦୀଶ ହରେ' ଧାଡ଼ିରେ ସମାପ୍ତ ହୁଏ । ଏହି ଅଷ୍ଟପଦୀଟି ଅତ୍ୟନ୍ତ ଲୋକପ୍ରିୟ ଅଟେ । ଅଷ୍ଟପଦୀ ଶେଷରେ କବି କୃଷ୍ଣଙ୍କୁ ସମସ୍ତ ଅବତାରଙ୍କ ସାର ରୂପରେ କଳ୍ପନା କରିଛନ୍ତି ।
==== ଗୀତଗୋବିନ୍ଦ ====
===== ଅଷ୍ଟପଦୀ ୧ =====
"https://or.wikipedia.org/wiki/ଦଶାବତାର"ରୁ ଅଣାଯାଇଅଛି