"ଗୌତମ ବୁଦ୍ଧ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 157.41.131.154 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ 157.41.65.62ଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
ଟିକେ ପୁରାତନ ରଚନାରେ ନିହାତି ଆବଶ୍ୟକ, ଆଧୁନିକ ଲେଖାରେ ଲୋଡ଼ାନାହିଁ (via JWB)
୪୨ କ ଧାଡ଼ି:
 
== [[ବୌଦ୍ଧ ଧର୍ମ]] ==
ବୌଦ୍ଧ ଧର୍ମ (ପାଳି: ବୋଧ ଧର୍ମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ୱାସ ଓ ଆଚରଣ ରହିଅଛିରହିଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ପାଇଁ, ବୋଧି ବା ଜଣେ ଆଲୋକିତ ଗୁରୁ, ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବା ନିମିତ୍ତ ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା; ଯାହା ସଂସାର କଷଣରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
 
==ବୌଦ୍ଧଧର୍ମର ପ୍ରସାର==