"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ "ସ୍ଥିତ" ଶବ୍ଦ ସହ ଲାଗିରହେ (via JWB)
୩୬ କ ଧାଡ଼ି:
 
== ଶେଷ ଜୀବନ ==
[[File:Veer Surendra Sai Medical College OPD block.jpg|thumb|250px|ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ବୁର୍ଲା ସ୍ଥିତବୁର୍ଲାସ୍ଥିତ "ବୀର ସୁରେନ୍ଦ୍ର ସାଏ ଭେଷଜ ମହାବିଦ୍ୟାଳୟ"]]
ଇଂରେଜମାନଙ୍କୁ କଡ଼ା ଜବାବ ଦେବା ପାଇଁ ୭ ଅକ୍ଟୋବର ୧୮୫୭ରେ ୧୨ଶହ ଲୋକଙ୍କ ସହ ସମ୍ବଲପୁର ସହରରେ ପ୍ରବେଶ କରିଥିଲେ । ବିଶ୍ୱାସଘାତକର ଶିକାର ହୋଇଥିବା ସୁରେନ୍ଦ୍ର ତାଙ୍କ ଜନ୍ମଦିନ (୨୩ ଜାନୁଆରୀ ୧୮୬୪)ରେ ଦୁଇଜଣ ସ୍ଥାନୀୟ ଲୋକ ଦୟାନିଧି ମେହର ଓ ମୋହନ ସିଂହଙ୍କ ଯୋଗୁଁ ଦ୍ୱିତୀୟ ଥର ପାଇଁ ଗିରଫ ହୋଇଥିଲେ । ଗିରଫ ସୁରେନ୍ଦ୍ର ସାଏଙ୍କୁ [[ମଧ୍ୟ ପ୍ରଦେଶ]]ର [[ବୁରହାନପୁର ଜିଲ୍ଲା]]ସ୍ଥ ଅସୀରଗଡ଼ ଦୁର୍ଗରେ ବନ୍ଦୀ କରାଯାଇଥିଲା ।<ref name="Ltd2015">{{cite book|author=Data And Expo India Pvt Ltd|title=RBS Visitors Guide INDIA - Madhya Pradesh: Madhya Pradesh Travel Guide|url=http://books.google.com/books?id=G3I6CQAAQBAJ&pg=PT276|date=1 May 2015|publisher=Data and Expo India Pvt. Ltd.|isbn=978-93-80844-80-0|pages=276–}}</ref>
ସେବେଠାରୁ ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ କାଟିଥିଲେ ସୁରେନ୍ଦ୍ର ସାଏ । ୧୮୮୪ ଫେବୃଆରୀ ୨୮ ତାରିଖରେ ଅସୁରଗଡ଼ ଦୁର୍ଗରେ ହିଁ ସୁରେନ୍ଦ୍ର ସାଏଙ୍କ ପରଲୋକ ହୋଇଥିଲା ।<ref name=sai2/>