"ଅଜିତ ଅଗରକର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଜେନ -> ଜଣେ (ସଠିକ ବନାନ) (via JWB)
ଟିକେ ସଠିକ ବନାନ (via JWB)
 
୧୦୦ କ ଧାଡ଼ି:
 
== ବ୍ୟକ୍ତିଗତ ଜୀବନ ==
ନିଜର ଜେଜେବାପା ଓ ଜେଜେ ମାଙ୍କଦ୍ୱାରା ପାଳିତ ଅଜିତ ଶିବାଜି ପାର୍କ ଅଞ୍ଚଳରେ ରହି ଥିଲେ । ଏଠାରୁ ଅନେକ ଭାରତୀୟ ପ୍ରସିଦ୍ଧ କ୍ରିକେଟ ଖେଳାଳିଙ୍କ ଅଭିରଭାବ ହେଇଥିଲା । ରାମାକାନ୍ତ ଅଚ୍ରେକାର ଟକ୍ର କୋଚ ଥିଲେ । ସେ ପରେ ରୂପାରେଲ କଲେଜରେ ପଢୀଥିଲେ। ସେ ଫାଟିମା ଘାଡିଆଳିଙ୍କୁ ବିଭାହ କରିଥିଲେ ଓ ରଙ୍କର ଏକ ପୁତ୍ର ରାଜ ଅଛି । ବର୍ତମାନବର୍ତ୍ତମାନ ସେ ୱୋର୍ଲି ଅଞ୍ଚଳରେ ବାସ କରନ୍ତି ।<ref>http://www.lookuppage.com/users/ajitagarkar/</ref>
 
== ବୋଲିଂ ଷ୍ଟାଇଲ ==