"କଳିଙ୍ଗ, ଭାରତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ ସଂଶୋଧନ (via JWB)
ଟିକେ ସଠିକ ବନାନ (via JWB)
୧ କ ଧାଡ଼ି:
[[ଫାଇଲ:କଳିଙ୍ଗଖଣ୍ଡ.png|thumb|କଳିଙ୍ଗଖଣ୍ଡ]]
[[ଫାଇଲ:Ancient Kalinga location or.svg|thumb|କଳିଙ୍ଗଖଣ୍ଡ]]
'''କଳିଙ୍ଗ''' ପୂର୍ବ ଭାରତର ଏକ ଐତିହାସିକ ଭୌଗଳିକ ଓ ରାଜନୈତିକ କ୍ଷେତ୍ର। ଏହା ଉତ୍ତରେ ଗଙ୍ଗାଠାରୁ ଦକ୍ଷିଣରେ ଗୋଦାବରୀ ପର୍ଯ୍ୟନ୍ତ ଏବଂ ପୂର୍ବରେ ମହୋଦଧିଠାରୁ ପଶ୍ଚିମରେ ଅମରକଣ୍ଟକ ପର୍ବତମାଳା ଓ ଦାକ୍ଷିଣାତ୍ୟ ମାଳଭୂମି ପର୍ଯ୍ୟନ୍ତ ବିସ୍ତୃତ। ଏଠାରେ ପରିଶ୍ରମୀ '''କଳିଙ୍ଗୀୟ''' (ସାହସିକ) '''କୋଶଳୀୟ''' (କୁଶଳୀ) ଓ '''ଉତ୍କଳୀୟ''' (ଉତ୍କୃଷ୍ଟ କଳାକାର) '''ଓଡ୍ର''' (ଅରୁଆ ଉତ୍ପନ୍ନ କରୁଥିବା) ଲୋକମାନେ ମହାନଦୀ-ବ୍ରାହ୍ମଣୀ-ବୈତରଣୀ ଅବବାହିକାରେ ବୈଦିକ ସଭ୍ୟତାଠାରୁ ଭିନ୍ନ ଏକ ସଭ୍ୟତା କଳିଙ୍ଗ ସଭ୍ୟତାର ନିର୍ମାଣ କରିଥିଲେ। ଏହା ବର୍ତ୍ତମାନ ପଶ୍ଚିମ ବଙ୍ଗର ନୈରୁତ ଅଞ୍ଚଳ, ମହାକାନ୍ତର (ଝାଡଖଣ୍ଡ), ଛେଦିଗଡ (ଛତିଶଗଡଛତିଶଗଡ଼), ଆନ୍ଧ୍ର କଳିଙ୍ଗ ଓ ଓଡ଼ିଶାରେ ପରିବ୍ୟାପ୍ତ। ଯବନର ଲେଖକମାନେ ଓଡ୍ରୀୟମାନଙ୍କୁ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରେ ଓରେଟସ୍ ବୋଲି ନାମଦେଇଥିଲେ। ଇତିହାସରେ ଏଥିରେ ଅନେକ ଛୋଟ ବଡ କିନ୍ତୁ ଶକ୍ତିଶାଳୀ ସ୍ୱାଧୀନତା ପ୍ରିୟ ସାମ୍ରାଜ୍ୟମାନ ଗଢିଉଠିଥିଲା। ଶେଷରେ 1568ରେ ଏହି ଅଞ୍ଚଳ ସମ୍ପୁର୍ଣ୍ଣ ଭାବେ ନିଜର ସ୍ୱାଧିନତା ହରାଇଲା।[[ଫାଇଲ:Kalinga.GIF|right|thumb|200px|ଖ୍ରୀ.ପୂ. ୨୬୫ରେ କଳିଙ୍ଗ]]
== ଖାରବେଳଙ୍କ ଉତଥାନ ==