"କାର୍ତ୍ତିକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଗୁଡିକ -> ଗୁଡ଼ିକ (ସଠିକ ବନାନ) (via JWB)
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
୯ କ ଧାଡ଼ି:
“ ନା କାର୍ତ୍ତିକ ସମୋ ମାସୋ ନ କୃତେନ ସମଂ ଯୁଗମ୍ବ<br />
ନ ବେଦ ସଦୃଶଂ ଶାସ୍ତ୍ରଂ ନ ତୀର୍ଥଂ ଗଙ୍ଗାୟା ସମମ୍ I ”<br />
ଅର୍ଥାତ କାର୍ତ୍ତିକ ପରି ମାସ ନାହିଁ, ସତ୍ୟଯୁଗ ପରି ଯୁଗ ନାହିଁ, ବେଦସଦୃଶ ଶାସ୍ତ୍ର ନାହିଁ ଏବଂ ଗଙ୍ଗା ପରି ତୀର୍ଥ ନାହିଁ I କାର୍ତ୍ତିକ ମାସ ଭଗବାନ ବିଷ୍ଣୁଙ୍କର ଅତିପ୍ରିୟ ମାସ । ତନ୍ମଧ୍ୟରୁ ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପବିତ୍ର ଦିବସ । ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ, ବକ ପଞ୍ଚକ, ମହାପଞ୍ଚକ ଇତ୍ୟାଦି କୁହାଯାଏ ।
== ପର୍ବପର୍ବାଣି ==
କାର୍ତ୍ତିକ ମାସରେ ପାଳନ କରାଯାଉଥିବା ପର୍ବ ପର୍ବାଣିଗୁଡ଼ିକ ହେଲା: